32.9 C
Balāngīr
Tuesday, July 15, 2025

ଶୋଇଥିବାବେଳେ ଘରେ ଲାଗିଲା ନିଆଁ: ସ୍ତ୍ରୀ ଗୁରୁତର, ବର୍ତ୍ତି ଗଲେ ବାପ ପୁଅ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭଦ୍ରକ/ଭଞ୍ଜନଗର, (୧୮/୦୨) : ଭଦ୍ରକ ଧାମନଗର NACର ମୁଣ୍ଡା ସାହିରେ ବିଳମ୍ବିତ ରାତିରେ ଲାଗିଲା ନିଆଁ । ରମେଶ ମୁଣ୍ଡାଙ୍କ ପରିବାର ଲୋକ ଶୋଇଥିବାବେଳେ ନିଆଁ ଲାଗିଯାଇଥିଲା ।

ଶୋଇଥିବାବେଳେ ଘରେ ଲାଗିଲା ନିଆଁ । ରମେଶ ମୁଣ୍ଡା ଓ ତାଙ୍କ ପୁଅ ଘରୁ ବାହାରି ଆସିଥିବା ବେଳେ ସ୍ତ୍ରୀ ମାନୁ ମୁଣ୍ଡା ବାହାରି ପାରିନଥିଲେ । ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା । ଗୁରୁତର ଅବସ୍ଥାରେ ମାନୁ ମୁଣ୍ଡାଙ୍କୁ ପ୍ରଥମେ ଭଦ୍ରକ ଓ ପରେ କଟକ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି । ସେହିପରି ଗଂଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ବ୍ଲକ ହରିପୁର ଗାଁରେ ନିଆଁରେ ପୋଡ଼ି ପାଉଁଶ ହୋଇଗଲା ଘର । ଜଳିଗଲା ୪ଟି ପରିବାରର ୮ ବଖରା ଘର । ଘରର ସମସ୍ତ ଆସବାବ ପତ୍ର, ଧାନ, ଚାଉଳ ସହ ସମସ୍ତ ସମ୍ପତ୍ତି ପୋଡ଼ି ପାଉଁଶ ହୋଇଯାଇଛି । ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କଲେ ଅଗ୍ନିଶମ ବାହିନୀ। ବିଦ୍ୟୁତ ସର୍ଟସର୍କିଟ୍ ଯୋଗୁ ଅଗ୍ନକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି ।

- Advertisement -spot_img

More articles

- Advertisement -spot_img

Latest article

ତେଜୁଛି ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ

ଭୁବନେଶ୍ୱର, (୧୫/୦୭) : ଆପ୍ର. : ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ । କଂଗ୍ରେସ, ବାମଦଳ ସମେତ ୭ ରାଜନୈତିକ ଦଳର ଓଡ଼ିଶା...

ପରକୀୟା ପ୍ରୀତି କୁ ସ୍ତ୍ରୀ ବିରୋଧ କରିବାରୁ ସ୍ୱାମୀ ଙ୍କ ଆତ୍ମହତ୍ୟା

ବାଲିଗୁଡା, (୧୫/୭) : ଆପ୍ର. : ସ୍ୱାମୀ ର ଅନ୍ୟ ଏକ ଯୁବତୀ ଙ୍କ ସହ ପ୍ରେମ ବ୍ୟାପାର କୁ ନେଇ ପ୍ରଥମ ସ୍ତ୍ରୀ ର ବିରୋଧ ପରେ ସ୍ୱାମୀ ଓ ତାଙ୍କ...

ବାଲିଗୁଡା ବନଖଣ୍ଡ ରେ ବୃକ୍ଷ ରୋପଣ ବୁଲି ଦେଖିଲେ ପିସିସିଏଫ୍

ବାଲିଗୁଡା, (୧୫/୭) : ଆପ୍ର. : ବାଲିଗୁଡା ବନଖଣ୍ଡ ରେ ବୃକ୍ଷ ରୋପଣ ବୁଲି ଦେଖିଲେ ପିସିସିଏଫ୍ l ବାଲିଗୁଡା ବନ ଖଣ୍ଡ ରେ ବନ ମହୋତ୍ସବ ସପ୍ତାହ ପାଳନ ପରେ ଆଜି ବାଲିଗୁଡ଼ା...

ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ

ମୁରିବାହାଲ, (୧୫/୭) : ଆପ୍ର. : ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ । ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମା ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ...

ଉଚ୍ଚଶିକ୍ଷା ବିଭାଗକୁ ବଡ଼ ନିର୍ଦ୍ଦେଶ ଦେଲେ ସରକାର: ୨୪ ଘଣ୍ଟା ମଧ୍ୟରେ

ବାଲେଶ୍ୱର, (୧୫/୦୭) : ଆପ୍ର. : ବାଲେଶ୍ୱର ସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି । ଏହି ଘଟଣାରେ ବରୋଧୀ ବିଜେଡି ଏବଂ କଂଗ୍ରେସ...