32.9 C
Balāngīr
Tuesday, May 13, 2025

ଶ୍ରୀ ଶ୍ରୀ ଷୋହଳ ପ୍ରହର ନାମଯଜ୍ଞ ପାଇଁ କଳସ ଯାତ୍ରା

Must read

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ତୁରେକେଲା, (୦୮/୦୫) : ଆପ୍ର. : ତୁରେକେଲା ବ୍ଲକ ମହଖଣ୍ଡ ଗାଁ’ରେ ଷୋହଳ ପ୍ରହରୀ ନାମଯଜ୍ଞ ପାଇଁ ମଙ୍ଗଳବାର କଳସ ଯାତ୍ରା ଆୟୋଜିତ ହୋଇଯାଇଛି ।

ଶତାଧିକ ମହିଳା କଳସ ଯାତ୍ରାରେ ସାମିଲ ହୋଇଥିଲେ, ଘଣ୍ଟ, ଘଣ୍ଟା ଖୋଳ ତାଳ ରେ କୀର୍ତ୍ତନ କରି ମଣ୍ଡପରେ କଳସ ସ୍ଥାପନ କରାଯାଇଥିଲା, ସମୁଦାୟ ୧୧ଟି ବିଭିନ୍ନ ଜିଲ୍ଲାରୁ ସଙ୍କୀର୍ତ୍ତନ ଦଳ ଆସିବାର ସୂଚନା ରହିଛି, ସେଥି ମଧ୍ୟରେ ରାଧାକୃଷ୍ଣ ବାଳିକା କୀର୍ତ୍ତନ ଦଳ ନବରଙ୍ଗପୁର ସୁଶ୍ରୀ ଲଳିତା ସାହୁଙ୍କଦଳ ବେଶ୍ ଆକର୍ଷଣ ରହିଛି । ଯଜ୍ଞ କର୍ତ୍ତା ଭାବରେ ଅଲେଖ ବାରିକ, ସୁନା ବାରିକ ରହିଥିବା ବେଳେ କର୍ମକର୍ତ୍ତ। ମହେନ୍ଦ୍ର ବାରିକ, ଦୁଃଖିଶ୍ୟମ ବାରିକ, ଲୋଚନ ପୁଟେଲ୍, ହରିଶ୍ଚନ୍ଦ୍ର ବାରିକ, ଭୀମସେନ ବାରିକ, ରଞ୍ଜନ ଧରୁଆ, ପୂର୍ଣ୍ଣଚନ୍ଦ୍ର ବାରିକ, କଳକାହ୍ନୁ ବାରିକ, ପିତାମ୍ବର ବାରିକ ତୁଳସାଗର ବାରିକ, ସପ୍ନେଶ୍ୱର ବାରିକ ପ୍ରମୁଖ କାର୍ଯ୍ୟ ତୁଲାଥିଲେ ।

- Advertisement -spot_img

More articles

Leave a Reply

- Advertisement -spot_img

Latest article

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଯାତ୍ରୀବାହୀ ବସକୁ ପିଟିଲା ଟ୍ରକ, ୨୦ ଆହତ

କରଞ୍ଜିଆ, (୧୩/୦୫) : ଆପ୍ର. : କରଞ୍ଜିଆ ଥାନା ଚଢ଼େଇଭୋଳ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଯାତ୍ରୀବାହୀ ବସକୁ ପଛ ପଟେ ଧକା ଦେଲା ଟ୍ରକ । ଦୁର୍ଘଟଣାରେ ଓଲଟି ପଡିଛି ଶିବ...

ମଦ ନେଲା ଜୀବନ, ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ

ମାଲକାନଗିରି, (୧୩/୦୫) : ଆପ୍ର. : ମଦ ନେଲା ୩ ଜୀବନ । ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ । ମୃତକ ହେଲେ...

କସ୍ତୁରବା ସବିକା ମହାବିଦ୍ୟାଳୟରେ ଆନ୍ତର୍ଜାତିକ ନର୍ସ ଦିବସ ପାଳନ

ପୁରୁଷୋତ୍ତମପୁର, (୧୩/୦୫) : ଆପ୍ର. : କସ୍ତୁରବା ସେବିକା ମହାବିଦ୍ୟାଳୟ ରେ ଆନ୍ତର୍ଜାତିକ ନର୍ସ ଦିବସ ପାଳିତ ହୋଇଛି । କଥା ରେ ଅଛି ମାନବ ସେବା ହିଁ ନରାୟଣ ସେବା, ଏହି ପରିପ୍ରେକ୍ଷୀରେ...

ଅଙ୍ଗଦାନ କରି ଅମର ହୋଇଗଲେ ଆଦିବାସୀ ଯୁବକ

ଗୁଣପୁର, (୧୩/୫) : ଆପ୍ର. : କଥାରେ ଅଛି ମଣିଷ ଜୀବନ ପାଣି ଫୋଟକା । ଖୁସିରେ ଘରୁ ବାହାରି ଥିଲେ କିନ୍ତୁ ବିଧାତାର ଲେଖା ଅଲଗା ଥିଲା, ଦୂର୍ଘଟଣାର ଶିକାର ହେଲେ...