32.9 C
Balāngīr
Tuesday, July 15, 2025

ଷୋହଳ ପ୍ରହରୀ ନାମଯଜ୍ଞ ଉପଲକ୍ଷେ ୧୦୧ କଳସ ଶୋଭାଯାତ୍ରା ଅନୁଷ୍ଠିତ

Must read

sudhir
sudhirhttps://www.odishanews24.in
Editor led his team through the digital news revolution, always prioritizing integrity & accuracy. his legacy endures, an emblem of journalistic dedication.

ରିପୋର୍ଟ :ଭଗବାନ ମହାନ୍ତି
ମୁରିବାହାଲ ତା ୨୫/୦୨/୨୫ ମୁରିବାହାଲ ବ୍ଲକ ଗୁଡିଘାଟ ପଞ୍ଚାୟତ ବାବେଜୁରୀ ହରଗୌରୀ ମନ୍ଦିରରେ ଅନୁଷ୍ଠିତ ହେବାକୁ ଥିବା ମହାଶିବରାତ୍ରି ମେଳାର ଷୋହଳ ପ୍ରହରୀ ନାମଯଜ୍ଞ ପାଇଁ ମଙ୍ଗଳବାର କଳସ ଶୋଭାଯାତ୍ରା ଓ ଅଧିବାସ ପର୍ବ ଅନୁଷ୍ଠିତ ହୋଇଯାଇଛି।

ଗ୍ରାମର ଜୁନା ବନ୍ଧରୁ ୧୦୧ ଜଣ ଶ୍ରଦ୍ଧାଳୁ ମହିଳା ଭଜନ ସଂକୀର୍ତ୍ତନ୍ୟ ସହ ଜଳପୂର୍ଣ୍ଣ କଳସ ଆଣି ପୂଜା ମଣ୍ଡପରେ ସ୍ଥାପନ କରିଥିଲେ।ଏହି ଷୋହଳ ପ୍ରହରୀ ନାମଯଜ୍ଞରେ କର୍ତ୍ତା ରୂପେ ଦେବ ଧରୁଆ ଓ ତାଙ୍କ ଧର୍ମପତ୍ନୀ ସୁବିତା ଧରୁଆ,ପୂଜକ ରୂପେ ପ୍ରଦ୍ୟୁମ୍ନ ଖମାରୀଓ ଜପକ ରୂପେ ପ୍ରସନ୍ନ ଖମାରୀ ଦାୟିତ୍ୱ ନିର୍ବାହ କରୁଛନ୍ତି। ବୁଧବାର ପୂର୍ବାହ୍ନରେ ଷୋହଳ ପ୍ରହରୀ ନାମଯଜ୍ଞ ପାଇଁ ନାମାରମ୍ଭ ହେବ ବୋଲି ଆୟୋଜକ କମିଟି ସୂଚନା ଦେଇଛନ୍ତି |1284f5af 3dff 4720 8aee fc94a13d0bb1 ଷୋହଳ ପ୍ରହରୀ ନାମଯଜ୍ଞ ଉପଲକ୍ଷେ ୧୦୧ କଳସ ଶୋଭାଯାତ୍ରା ଅନୁଷ୍ଠିତ

ମହାଶିବରାତ୍ରି ମେଳା କମିଟି ପକ୍ଷରୁ ସଭାପତି କରୁଣା କର ମାଝୀ, କାର୍ଯ୍ୟକାରୀ ସଭାପତି ଗିରିଧାରୀ ସାହୁ,ଉପସଭାପତି ଭକ୍ତ ସାହୁ,ସମ୍ପାଦକ ଦିଲ୍ଲୀପ ମାଝୀ, ସହ ସମ୍ପାଦକ ଅଶୋକ ନାଗ,କୋଷାଧ୍ୟକ୍ଷ ଡାକ୍ଟର ମାଝୀଙ୍କ ସହ ଉପଦେଷ୍ଟା ହରି ମାଝୀ, ଗିରିଧାରୀ ମହାନନ୍ଦ,କୁମର ଧରୁଆ, ଦୁର୍ବାସା ସାହୁ କମିଟି ସଦସ୍ୟ ବ୍ୟାସୁ ମାଝୀ,ପୁରୁନ୍ଦର ନାଗ,ସନ୍ୟାସି ମାଝୀ,କିଶୋର ମାଝୀ,ଆକାଶ ସାହୁ,ସେବା ସାହୁ, ଜଗନ୍ନାଥ ଧରୂଆ, ରାକେଶ ମାଝୀ, ଲଛମନ ମାଝୀ,ନୀଳାମ୍ବର ମାଝୀ, ନୀଳାମ୍ବର ନାଗ, ଗୋସିଂହ ମାଝୀ ,ରାଜିନ ଧରୁଆ, ଜଗନ୍ନାଥ ମାଝୀଙ୍କ ସହ ସମସ୍ତ ଶ୍ରଦ୍ଧାଳୁ ମହିଳା ଓ ଗ୍ରାମବାସୀ ସହଯୋଗ କରୁଛନ୍ତି।

- Advertisement -spot_img

More articles

- Advertisement -spot_img

Latest article

ବାଲିଗୁଡା ବନଖଣ୍ଡ ରେ ବୃକ୍ଷ ରୋପଣ ବୁଲି ଦେଖିଲେ ପିସିସିଏଫ୍

ବାଲିଗୁଡା, (୧୫/୭) : ଆପ୍ର. : ବାଲିଗୁଡା ବନଖଣ୍ଡ ରେ ବୃକ୍ଷ ରୋପଣ ବୁଲି ଦେଖିଲେ ପିସିସିଏଫ୍ l ବାଲିଗୁଡା ବନ ଖଣ୍ଡ ରେ ବନ ମହୋତ୍ସବ ସପ୍ତାହ ପାଳନ ପରେ ଆଜି ବାଲିଗୁଡ଼ା...

ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ

ମୁରିବାହାଲ, (୧୫/୭) : ଆପ୍ର. : ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ । ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମା ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ...

ଉଚ୍ଚଶିକ୍ଷା ବିଭାଗକୁ ବଡ଼ ନିର୍ଦ୍ଦେଶ ଦେଲେ ସରକାର: ୨୪ ଘଣ୍ଟା ମଧ୍ୟରେ

ବାଲେଶ୍ୱର, (୧୫/୦୭) : ଆପ୍ର. : ବାଲେଶ୍ୱର ସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି । ଏହି ଘଟଣାରେ ବରୋଧୀ ବିଜେଡି ଏବଂ କଂଗ୍ରେସ...

ସୋନପୁର କଲେଜର ବିଭିନ୍ନ ସମସ୍ୟା ନେଇ ବିଧାୟକ ନିରଞ୍ଜନ ପୂଜାରୀଙ୍କୁ ଭେଟିଲେ ପୁରାତନ ଛାତ୍ରଛାତ୍ରୀ ସଂଘ ର ଏକ ପ୍ରତିନିଧି ମଣ୍ଡଳୀ

ସୁବର୍ଣ୍ଣପୁର, (୧୪/୦୭) : ଆ.ପ୍ର : ସୋନପୁର ମହାବିଦ୍ୟାଳୟ ପୁରାତନ ଛାତ୍ରଛାତ୍ରୀ ସଂଘର ସଭାପତି ପ୍ରଫୁଲ୍ଲ କୁମାର ରଥଙ୍କ ନେତୃତ୍ୱରେ ଏକ ଚାରି ଜଣିଆ ପ୍ରତିନିଧି ଦଳ ସୋନପୁର ବିଧାୟକ ନିରଞ୍ଜନ ପୂଜାରୀଙ୍କୁ...

ପୂର୍ବତନ ସରପଞ୍ଚଙ୍କ ହତ୍ୟାକାରୀ କୁ କଠୋର ଦଣ୍ଡ ବିଧାନ ପାଇଁ ସରପଞ୍ଚ ସଂଘ ପକ୍ଷରୁ ଜିଲ୍ଲାପାଳ ଙ୍କୁ ଦାବି ପତ୍ର ପ୍ରଦାନ

ସୁବର୍ଣ୍ଣପୁର , (୧୪/୦୭) ଆ.ପ୍ର : ପୂର୍ବତନ ସରପଞ୍ଚଙ୍କ ହତ୍ୟାକାରୀ କୁ କଠୋର ଦଣ୍ଡ ବିଧାନ ପାଇଁ ସରପଞ୍ଚ ସଂଘ ପକ୍ଷରୁ ଜିଲ୍ଲାପାଳ ଙ୍କୁ ଦାବିପତ୍ର ପ୍ରଦାନ । ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଠାରେ...