32.9 C
Balāngīr
Tuesday, May 13, 2025

ସକାଳୁ ସକାଳୁ ଗଡ଼ିଲା ମୁଣ୍ଡ, ବାରଙ୍ଗରେ ଯୁବକଙ୍କୁ ହତ୍ୟା ପରେ ରାସ୍ତା କଡରେ ଫୋପାଡ଼ି ଦେଲେ ଦୁର୍ବୃତ୍ତ

Must read

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

କଟକ, (୦୯/୦୫) : ଆପ୍ର. : ସକାଳୁ ସକାଳୁ ଗଡ଼ିଲା ମୁଣ୍ଡ । ବାରଙ୍ଗ ଥାନା ଗୋଡିସାହି ଫାଣ୍ଡି ଅଞ୍ଚଳରେ ହତ୍ୟାକାଣ୍ଡ ହୋଇଛି ।

ଯୁବକଙ୍କ ଗାଡ଼ି ଜାଳିଦେବା ସହ ହତ୍ୟା ପରେ ରାସ୍ତା କଡରେ ଥିବା ବୁଦା ମୂଳରେ ଫୋପାଡ଼ି ଦେଲେ ଦୁର୍ବୃତ୍ତ । ଏପର୍ଯ୍ୟନ୍ତ ମୃତ ଯୁବକଙ୍କ ପରିଚୟ ମିଳିନଥିବା ବେଳେ ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ଘଟଣାସ୍ଥଳରେ ପୋଲିସର ତଦନ୍ତ ଜାରି ରହିଛି । ସୂଚନା ଅନୁସାରେ ଆଜି ବାରଙ୍ଗ ଥାନା ଗୋଡିସାହି ଫାଣ୍ଡି ନିକଟସ୍ତ ପୁରୀ କେନାଲ ରାସ୍ତାରେ ଏକ ଗାଡ଼ି ଜଳୁଥିବା ସହ ରାସ୍ତା କଡ଼ରେ ଯୁବକଙ୍କ ମୃତ ଦେହ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ ।

ପରେ ଏନେଇ ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ । ତେବେ ମୃତ ଯୁବକଙ୍କ ପରିଚୟ ଅସ୍ପଷ୍ଟ ରହିଥିବା ବେଳେ ଯୁବକଙ୍କ ମୁଣ୍ଡ ଓ ଦେହରେ ଗଭୀର ଆଘାତ ଲାଗିଛି । ମୃତଦେହ ନିକଟରେ ପଡ଼ିରହିଛି ଏକ ଠେଙ୍ଗା ଓ କାଠ ଫାଳିଆ । ଖବର ପାଇ ଘଟଣାସ୍ଥଳରେ ଗୋଡିସାହି ଫାଣ୍ଡି ପୋଲିସ ପହଞ୍ଚି କେଉଁ କାରଣ ପାଇଁ ଏହି ହତ୍ୟାକାଣ୍ଡ ଘଟିଛି ସେନେଇ ତଦନ୍ତ ଆରମ୍ଭ କରିଛି ।

- Advertisement -spot_img

More articles

Leave a Reply

- Advertisement -spot_img

Latest article

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଯାତ୍ରୀବାହୀ ବସକୁ ପିଟିଲା ଟ୍ରକ, ୨୦ ଆହତ

କରଞ୍ଜିଆ, (୧୩/୦୫) : ଆପ୍ର. : କରଞ୍ଜିଆ ଥାନା ଚଢ଼େଇଭୋଳ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଯାତ୍ରୀବାହୀ ବସକୁ ପଛ ପଟେ ଧକା ଦେଲା ଟ୍ରକ । ଦୁର୍ଘଟଣାରେ ଓଲଟି ପଡିଛି ଶିବ...

ମଦ ନେଲା ଜୀବନ, ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ

ମାଲକାନଗିରି, (୧୩/୦୫) : ଆପ୍ର. : ମଦ ନେଲା ୩ ଜୀବନ । ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ । ମୃତକ ହେଲେ...

କସ୍ତୁରବା ସବିକା ମହାବିଦ୍ୟାଳୟରେ ଆନ୍ତର୍ଜାତିକ ନର୍ସ ଦିବସ ପାଳନ

ପୁରୁଷୋତ୍ତମପୁର, (୧୩/୦୫) : ଆପ୍ର. : କସ୍ତୁରବା ସେବିକା ମହାବିଦ୍ୟାଳୟ ରେ ଆନ୍ତର୍ଜାତିକ ନର୍ସ ଦିବସ ପାଳିତ ହୋଇଛି । କଥା ରେ ଅଛି ମାନବ ସେବା ହିଁ ନରାୟଣ ସେବା, ଏହି ପରିପ୍ରେକ୍ଷୀରେ...

ଅଙ୍ଗଦାନ କରି ଅମର ହୋଇଗଲେ ଆଦିବାସୀ ଯୁବକ

ଗୁଣପୁର, (୧୩/୫) : ଆପ୍ର. : କଥାରେ ଅଛି ମଣିଷ ଜୀବନ ପାଣି ଫୋଟକା । ଖୁସିରେ ଘରୁ ବାହାରି ଥିଲେ କିନ୍ତୁ ବିଧାତାର ଲେଖା ଅଲଗା ଥିଲା, ଦୂର୍ଘଟଣାର ଶିକାର ହେଲେ...