32.9 C
Balāngīr
Tuesday, July 15, 2025

ସଜନା ଶାଗରେ ରହିଛି ୩ ବଡ଼ ରୋଗର ମହୌଷଧି

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୧୪/୦୨) : ସଜନା ଶାଗକୁ ବିଭିନ୍ନ ଜାଗାରେ ଲୋକେ ଭିନ୍ନ ଭିନ୍ନ ନାଁରେ ଜାଣନ୍ତି ।

ଅନେକ ସ୍ଥାନରେ ଏହାକୁ ସଜନା କହୁଥିବା ବେଳେ ଆଉ କେତେକ ଏହାକୁ ମୁନଗା ଓ ମୁରଙ୍ଗା ପତ୍ର ବୋଲି କହିଥାନ୍ତି। ଏହାର ପତ୍ର ଓ ଛୁଇଁରେ ଅନେକ ଔଷଧୀୟ ଗୁଣ ରହିଛି। ସଜନା ଶରୀର ପାଇଁ ଖୁବ୍‌ ଉପକାରୀ ।

ଆସନ୍ତୁ ଜାଣିବା ଏହାର ଉପକାରିତା ବିଷୟରେ : –

୫ ଗ୍ଲାସ କ୍ଷୀରରେ ଯେତିକି କ୍ୟାଲସିୟମ ରହିଛି ୧୦୦ ଗ୍ରାମ ସଜନା ପତ୍ରରେ ସେତିକି କ୍ୟାଲିସିୟମ ରହିଥାଏ । ଗୋଟିଏ ଲେମ୍ବୁ ତୁଳନାରେ ଏଥିରେ ୫ ଗୁଣା ଅଧିକ ଭିଟାମିନ୍ ସି ରହିଥାଏ । ଖାଲି ସେତିକି ନୁହଁ ଏହାର ପତ୍ରରେ ପ୍ରୋଟିନ, ପୋଟାସିୟମ, ଆଇରନ୍, ମ୍ୟାଗ୍ନେସିୟମ ଓ ବି କମ୍ପ୍ଲେସ ଭଳି ପ୍ରଚୁର ଭିଟାମିନ ରହିଛି । ସଜନା ପତ୍ର ରଶ ପିଇଲେ ଡାଇରିଆ, ହଇଜା, ଜଣ୍ଡିସ୍ ଓ ଆମାଶୟ ଭଳି ରୋଗ ଭଲ ହୋଇଥାଏ । ଏହାର ଛୁଇଁ ଓ ପତ୍ରକୁ ପାଣିରେ ସିଝାଇ ତାର ବାମ୍ଫକୁ ଶୁଙ୍ଘିଲେ ଥଣ୍ଡାରୋଗୀର ଶ୍ୱାସକ୍ରିୟାକୁ ଆରାମ ମିଳିଥାଏ । ଗର୍ଭାବସ୍ଥାରେ ସଜନା ଫୁଲ ଓ ଛୁଇଁ ଖାଇବା ଦ୍ୱାରା ଉଭୟ ମା’ ଓ ପିଲା ପାଇଁ ଲାଭକାରୀ ହୋଇଥାଏ । ଏହା ମଣିଷର ସେକ୍ସ ପାଓ୍ୱାର ମଧ୍ୟ ବଢ଼ାଇଥାଏ । ପୁରୁଷଙ୍କ ଶୁକ୍ରାଣୁ ବଢ଼ାଇବା ଓ ଗାଢ଼୍ କରିବାରେ ଏହା ସହାୟକ ହୋଇଥାଏ। ସେହିପରି ମଳକଣ୍ଟକ ଓ କୋଷ୍ଟକାଠିନ୍ୟ ଭଳି ରୋଗ ପାଇଁ ଏହା ଉତ୍ତମ ଔଷଧୀର କାମ କରେ ।

- Advertisement -spot_img

More articles

- Advertisement -spot_img

Latest article

ତେଜୁଛି ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ

ଭୁବନେଶ୍ୱର, (୧୫/୦୭) : ଆପ୍ର. : ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ । କଂଗ୍ରେସ, ବାମଦଳ ସମେତ ୭ ରାଜନୈତିକ ଦଳର ଓଡ଼ିଶା...

ପରକୀୟା ପ୍ରୀତି କୁ ସ୍ତ୍ରୀ ବିରୋଧ କରିବାରୁ ସ୍ୱାମୀ ଙ୍କ ଆତ୍ମହତ୍ୟା

ବାଲିଗୁଡା, (୧୫/୭) : ଆପ୍ର. : ସ୍ୱାମୀ ର ଅନ୍ୟ ଏକ ଯୁବତୀ ଙ୍କ ସହ ପ୍ରେମ ବ୍ୟାପାର କୁ ନେଇ ପ୍ରଥମ ସ୍ତ୍ରୀ ର ବିରୋଧ ପରେ ସ୍ୱାମୀ ଓ ତାଙ୍କ...

ବାଲିଗୁଡା ବନଖଣ୍ଡ ରେ ବୃକ୍ଷ ରୋପଣ ବୁଲି ଦେଖିଲେ ପିସିସିଏଫ୍

ବାଲିଗୁଡା, (୧୫/୭) : ଆପ୍ର. : ବାଲିଗୁଡା ବନଖଣ୍ଡ ରେ ବୃକ୍ଷ ରୋପଣ ବୁଲି ଦେଖିଲେ ପିସିସିଏଫ୍ l ବାଲିଗୁଡା ବନ ଖଣ୍ଡ ରେ ବନ ମହୋତ୍ସବ ସପ୍ତାହ ପାଳନ ପରେ ଆଜି ବାଲିଗୁଡ଼ା...

ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ

ମୁରିବାହାଲ, (୧୫/୭) : ଆପ୍ର. : ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ । ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମା ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ...

ଉଚ୍ଚଶିକ୍ଷା ବିଭାଗକୁ ବଡ଼ ନିର୍ଦ୍ଦେଶ ଦେଲେ ସରକାର: ୨୪ ଘଣ୍ଟା ମଧ୍ୟରେ

ବାଲେଶ୍ୱର, (୧୫/୦୭) : ଆପ୍ର. : ବାଲେଶ୍ୱର ସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି । ଏହି ଘଟଣାରେ ବରୋଧୀ ବିଜେଡି ଏବଂ କଂଗ୍ରେସ...