32.9 C
Balāngīr
Tuesday, July 15, 2025

ସଡକ ସୁରକ୍ଷା ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ

Must read

ରିପୋର୍ଟ : ଜଗଦୀଶ ଦାଶ
ରାଇକିଆ, (୧୮/୦୧) : କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ ବଣିକ ସଂଘ ତରଫରୁ ସଡକ ସୁରକ୍ଷା ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି ।

ଗାଡି ଚଳାଇବା ସମୟରେ ହେଲମେଟ ବ୍ୟବହାର, ମଦ୍ୟପାନ କରି ଗାଡି ନ ଚଳାଇବା , ଟ୍ରାଫିକ ନିୟମ ମାନିବା, ୧୮ ବର୍ଷରୁ କମ ବୟସର ପିଲାଙ୍କୁ ଗାଡି ଚଳେଇବାକୁ ନଦେବା , ଦ୍ରୁତ ଗତିରେ ଗାଡି ନଚଳାଇବା, ଗାଡି ଚଳାଇବା ସମୟରେ ମୋବାଇଲ ଫୋନ ବ୍ୟବହାର ନକରିବା ନିମନ୍ତେ ଜନସାଧାରଣଙ୍କୁ ଲିଫଲେଟ ଏବଂ ଚକୋଲେଟ ବଣ୍ଟନ କରି ସଚେତନତା କରାଯାଇଥିଲା । ଉକ୍ତ ସଚେତନତା କାର୍ଯ୍ୟକ୍ରମରେ ରାଇକିଆ ବଣିକ ସଂଘ ସଭାପତି ପଦ୍ମ ଚରଣ ପଣ୍ଡା, ଉପସଭାପତି ତିରୁପତି ଶୁବୁଦ୍ଧି, ସମ୍ପାଦକ ଦୁର୍ଯ୍ୟଧନ ଲେଙ୍କା, ଆର. ମହେନ୍ଦ୍ର ପାତ୍ର, ଅଶୋକ ସାହୁ, ବ୍ରଜ ପତି ପ୍ରମୁଖ ଯୋଗଦେଇ ପରିଚାଳନା କରିଥିଲେ । ଓ ରାଇକିଆ ପୋଲିସ୍ ପ୍ରଶାସନ ମଧ୍ୟ ଉପସ୍ଥିତ ଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ତେଜୁଛି ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ

ଭୁବନେଶ୍ୱର, (୧୫/୦୭) : ଆପ୍ର. : ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ । କଂଗ୍ରେସ, ବାମଦଳ ସମେତ ୭ ରାଜନୈତିକ ଦଳର ଓଡ଼ିଶା...

ପରକୀୟା ପ୍ରୀତି କୁ ସ୍ତ୍ରୀ ବିରୋଧ କରିବାରୁ ସ୍ୱାମୀ ଙ୍କ ଆତ୍ମହତ୍ୟା

ବାଲିଗୁଡା, (୧୫/୭) : ଆପ୍ର. : ସ୍ୱାମୀ ର ଅନ୍ୟ ଏକ ଯୁବତୀ ଙ୍କ ସହ ପ୍ରେମ ବ୍ୟାପାର କୁ ନେଇ ପ୍ରଥମ ସ୍ତ୍ରୀ ର ବିରୋଧ ପରେ ସ୍ୱାମୀ ଓ ତାଙ୍କ...

ବାଲିଗୁଡା ବନଖଣ୍ଡ ରେ ବୃକ୍ଷ ରୋପଣ ବୁଲି ଦେଖିଲେ ପିସିସିଏଫ୍

ବାଲିଗୁଡା, (୧୫/୭) : ଆପ୍ର. : ବାଲିଗୁଡା ବନଖଣ୍ଡ ରେ ବୃକ୍ଷ ରୋପଣ ବୁଲି ଦେଖିଲେ ପିସିସିଏଫ୍ l ବାଲିଗୁଡା ବନ ଖଣ୍ଡ ରେ ବନ ମହୋତ୍ସବ ସପ୍ତାହ ପାଳନ ପରେ ଆଜି ବାଲିଗୁଡ଼ା...

ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ

ମୁରିବାହାଲ, (୧୫/୭) : ଆପ୍ର. : ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ । ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମା ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ...

ଉଚ୍ଚଶିକ୍ଷା ବିଭାଗକୁ ବଡ଼ ନିର୍ଦ୍ଦେଶ ଦେଲେ ସରକାର: ୨୪ ଘଣ୍ଟା ମଧ୍ୟରେ

ବାଲେଶ୍ୱର, (୧୫/୦୭) : ଆପ୍ର. : ବାଲେଶ୍ୱର ସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି । ଏହି ଘଟଣାରେ ବରୋଧୀ ବିଜେଡି ଏବଂ କଂଗ୍ରେସ...