32.9 C
Balāngīr
Sunday, July 13, 2025

ସଡ଼କ ଦୁର୍ଘଟଣାରେ ଦୁଇ ମୃତ, ଜଣେ ଗୁରୁତର

Must read

ଡ୍ରାଇଭର ସଙ୍ଘ ର ଷ୍ଟିରିଙ୍ଗ ଛାଡ଼ ଆନ୍ଦୋଳନ : ଏକ ରାଜନୈତିକ ଅଭିଶନ୍ଧି

କାଶୀନଗର, (୧୩/୭) : ଆପ୍ର. : ଡ୍ରାଇଭର ମହାସଂଘ ର ଷ୍ଟିରିଙ୍ଗ ଛାଡ଼ ଆନ୍ଦୋଳନ ଏକ ରାଜନୈତିକ ଅଭିଶନ୍ଧି ବୋଲି ରାଷ୍ଟ୍ରୀୟ ପରିଷଦ ସଭ୍ୟ ନଳିନୀକାନ୍ତ ପାତ୍ର ଏକ ପ୍ରେସ ମିଟ ଜରିଆରେ...

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
କରଞ୍ଜିଆ, (୦୩/୦୩) : ମୟୁରଭଞ୍ଜ ଜିଲ୍ଲାର ଶୁକୃଲି ବ୍ଲକରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି । ଏଥିରେ ୨ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଜଣେ ଗୁରୁତର ହୋଇଛନ୍ତି ।

ରରୁଆ ଥାନା ଅନ୍ତର୍ଗତ ସିଙ୍ଗିଡା ମହାଦେବ ମନ୍ଦିର ନିକଟରେ ଦୁଇ scooty ମୁହାଁ ମୁହିଁ ହେବା ଯୋଗୁଁ ଦୁର୍ଘଟଣା ଘଟିଥିଲା । ତେବେ ଦୁର୍ଘଟଣା ସ୍ଥଳରେ ହିଁ ଦୁଇଜଣଙ୍କ ପ୍ରାଣବାୟୁ ଉଡି ଯାଇଥିବା ଜଣାଯାଇଛି । ଦୁର୍ଘଟଣା ସ୍ଥାନରୁ ରରୁଆ ପୋଲିସ ଏବଂ ସ୍ଥାନୀୟ ବାସିନ୍ଦାଙ୍କ ସହଯୋଗରେ ଗୁରୁତରଙ୍କୁ କରଞ୍ଜିଆ ଡାକ୍ତରଖାନାକୁ ପଠାଯାଇଛି ।

- Advertisement -spot_img

More articles

- Advertisement -spot_img

Latest article

ଡ୍ରାଇଭର ସଙ୍ଘ ର ଷ୍ଟିରିଙ୍ଗ ଛାଡ଼ ଆନ୍ଦୋଳନ : ଏକ ରାଜନୈତିକ ଅଭିଶନ୍ଧି

କାଶୀନଗର, (୧୩/୭) : ଆପ୍ର. : ଡ୍ରାଇଭର ମହାସଂଘ ର ଷ୍ଟିରିଙ୍ଗ ଛାଡ଼ ଆନ୍ଦୋଳନ ଏକ ରାଜନୈତିକ ଅଭିଶନ୍ଧି ବୋଲି ରାଷ୍ଟ୍ରୀୟ ପରିଷଦ ସଭ୍ୟ ନଳିନୀକାନ୍ତ ପାତ୍ର ଏକ ପ୍ରେସ ମିଟ ଜରିଆରେ...

ହାତୀ ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର

କେନ୍ଦୁଝର, (୧୩/୦୭) : ଆପ୍ର. : ପାଟଣା ବନାଞ୍ଚଳ ଡୁମୁରିଆ ବିଟ୍ ଅନ୍ତର୍ଗତ ପିଛୁଳାବେଡା ଗ୍ରାମ ନିକଟରେ ଗୋଟିକିଆ ଦନ୍ତାହାତୀ ଆକ୍ରମଣରେ ଜଣେ ମୃତ ଏବଂ ଜଣେ ଗୁରୁତର । ସୂଚନା ଅନୁଯାୟୀ ସେମାନେ...

ବଜ୍ରାଘାତରେ ୩ ଶ୍ରମିକ ମୃତ, ୨ ଆହତ

ନୀଳଗିରି, (୧୩/୦୭) :ଆପ୍ର. : ବଜ୍ରାଘାତରେ ୩ ଶ୍ରମିକ ମୃତ, ୨ ଆହତ । କେନାଲ କାମ ଚାଲିଥିବା ବେଳେ ବଜ୍ରପାତରେ ୩ ଶ୍ରମିକ ମୃତ । ବାଲେଶ୍ବର ଜିଲ୍ଲା ନୀଳଗିରି ଛତ୍ରପୁରରେ...

ଜୀବନର ସଠିକ୍ ମାର୍ଗ ଗୁରୁଙ୍କ ପ୍ରେରଣା ଓ ଆଶ୍ରିବାଦରୁ ପ୍ରାପ୍ତ ହୋଇଥାଏ

ମୁନିଗୁଡ଼ା, (୧୩/୦୭) : ଆପ୍ର. : ରାୟଗଡ଼ା ଜିଲ୍ଲା ମୁନିଗୁଡ଼ାସ୍ଥ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ପରିସର ଶାରଦା ମଣ୍ଡପରେ ଆଜି ନେତାଜୀ ପ୍ରଭାତ ଶାଖା ରାଷ୍ଟ୍ରୀୟ ସ୍ଵୟଂ ସେବକ ସଂଘ ତରଫରୁ ଗୁରୁ...

ଆତ୍ମାହୁତି ଉଦ୍ୟମ କରିଥିବା ଛାତ୍ରୀଙ୍କ ଅବସ୍ଥା ସଂକଟାପନ୍ନ, ଭୁବନେଶ୍ବର ଏମସରେ ଚାଲିଛି ଚିକିତ୍ସା

ବାଲେଶ୍ବର, (୧୩/୦୭) : ଆପ୍ର. : ବାଲେଶ୍ବର ଫକୀର ମୋହନ ସ୍ଵୟଂଶାସିତ କଲେଜରେ ଦେହରେ ନିଆଁ ଲଗାଇ ଆତ୍ମାହୁତି ଉଦ୍ୟମ କରିଥିବା ଇଣ୍ଟିଗ୍ରେଟେଡ ବିଏଡ ଛାତ୍ରୀଙ୍କ ଅବସ୍ଥା ସଂକଟାପନ୍ନ ରହିଛି । ଭୁବନେଶ୍ବର ଏମସରେ...