32.9 C
Balāngīr
Sunday, April 20, 2025

ସଭାପତି ଭାବେ ଚୟନ ହୋଇଛନ୍ତି ସନ୍ତୋଷ କୁମାର ପାତ୍ର

Must read

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ରିପୋର୍ଟ : ଜଗଦୀଶ ଦାଶ
ରାଇକିଆ, (୦୭/୦୧) : କନ୍ଧମାଳ ଜିଲ୍ଲାର ରାଇକିଆ ମଣ୍ଡଳ ସଭାପତି ଭାବେ ଚୟନ ହୋଇଛନ୍ତି ସନ୍ତୋଷ କୁମାର ପାତ୍ର

ଚୟନ ହେବା ପରେ ଆଗାମୀ ଦିନରେ ସାଂସଦ ଯାହା ଦାୟିତ୍ଵ ଦେବେ ତାକୁ ମୁଁ ସୁଚାରୁ ରୂପେ ତୁଲାଇବା ସହ ଦଳକୁ ସଂଗଠନ କରିବି ଏବଂ ରାଇକିଆ ବ୍ଲକର ବିକାଶ ପାଇଁ ପ୍ରୟାସ ଜାରି ରଖିବି ବୋଲି କହିଛନ୍ତି ସନ୍ତୋଷ କୁମାର ପାତ୍ର । ଚୟନ ହେବା ପରେ ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ମାଝି, ରାଜ୍ୟ ସଭାପତି ମନମୋହନ ସାମଲ, ସାଂସଦ ସୁକାନ୍ତ କୁମାର ପାଣିଗ୍ରାହୀ, ଜିଲ୍ଲା ସଭାପତି ଜଗନ୍ନାଥ ସାହୁଙ୍କ ସମେତ ସମସ୍ତ ପଦାଧିକାରୀଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତିି । ରାଇକିଆ ଅଞ୍ଚଳର ସମସ୍ତ ନେତୃବୃନ୍ଦ ଓ କର୍ମୀ ସନ୍ତୋଷ କୁମାର ପାତ୍ରଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ।

- Advertisement -spot_img

More articles

- Advertisement -spot_img

Latest article

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ଜଗନ୍ନାଥ ଡିଗ୍ରୀ କଲେଜରେ +୩ ତୃତୀୟ ବର୍ଷର ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା ଉତ୍ସବ

ବଲାଙ୍ଗିର, (୧୯/୦୪) : ଆପ୍ର. : ଆଜି ବଲାଙ୍ଗିର ସଦରବ୍ଲକ ଅନ୍ତର୍ଗତ ସାହାଜବାହାଲ ଗ୍ରାମର ଜଗନ୍ନାଥ ଡିଗ୍ରୀ କଲେଜରେ, +୩ ତୃତୀୟ ବର୍ଷର ଓଡ଼ିଆ ବିଭାଗର ବିଦାୟ ସମାରୋହ ପାଳନ ହୋଇଯାଇଛି । ଏଇ...

ଖୁବଶୀଘ୍ର ଆସିବ ନୂଆ ରାସନ କାର୍ଡ ଓ ନୂଆ ତାଲିକା

ଭୁବନେଶ୍ୱର, (୧୯/୦୪) : ଆପ୍ର. : ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଆସିଲା ବଡ଼ ଖବର । ରାଜ୍ୟରେ ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ମିଳିବ । ଏନେଇ ଆଜି ରାଜ୍ୟ...

ବୈତରଣୀ କେଶରି କୁଣ୍ଡରେ ଗାଧୋଇବା ବେଳେ ବୁଡ଼ିଗଲେ ୨ ଦଶମ ଶ୍ରେଣୀ ଛାତ୍ର

କେନ୍ଦୁଝର, (୧୯/୦୪) : ଆପ୍ର. : ଗାଧୋଇବା ବେଳେ ବୁଡ଼ିଗଲେ ୨ ଜଣ ଦଶମ ଛାତ୍ର। ଚମ୍ପୁଆ ସରେଇ ଗାଁଆ ବୈତରଣୀ ନଦୀ କେଶରୀ କୁଣ୍ଡରେ ଗାଧୋଇବା ବେଳେ ଦୁଇ ଛାତ୍ର ବୁଡି...

ରେଳ ଧାରଣରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

କଣ୍ଟାବାଞ୍ଜି, (୧୯/୦୪) : ଆପ୍ର. : ହରିଶଙ୍କର ରୋଡ଼ -ତୁରେକେଲା ରୋଡ଼ ରେଳ ଷ୍ଟେସନ ନିକଟରେ ଅଭାବନୀୟ ଘଟଣା । ରେଳ ଧାରଣାରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ବତ୍ତର୍ମାନ୍...