32.9 C
Balāngīr
Sunday, July 20, 2025

ସରସ୍ୱତୀ ଶିଶୁବିଦ୍ୟାମନ୍ଦିର ରେ ନିଷ୍କ୍ରମଣ ଉତ୍ସବ ଅନୁଷ୍ଠିତ

Must read

ରିପୋର୍ଟ : ସୁଶାନ୍ତ ବେହେରା
ହରଭଙ୍ଗା, (୦୭/୦୨) : ହରଭଙ୍ଗା ବ୍ଲକ ସରସ୍ୱତୀ ଶିଶୁବିଦ୍ୟାମନ୍ଦିର ପୁରୁଣା କଟକ ଠାରେ ମଙ୍ଗଳବାର ଦିନ ପଞ୍ଚଦଶ ଦଳ ମ୍ୟାଟ୍ରିକ ପରୀକ୍ଷାର୍ଥୀ ଶିଶୁ ଭାଇ ଭଉଣୀ ମାନଙ୍କର ପରୀକ୍ଷା ର ସଫଳତା ପାଇଁ ଶୁଭ ଜାଚଜ୍ଞା କରି ମା’ଭୈରବୀ ଙ୍କ ଆଶୀର୍ବାଦ ଲାଭ ନିମନ୍ତେ ଏକ ଯଜ୍ଞ ଅନୁଷ୍ଠିତ ହୋଇଥିଲା ।WhatsApp Image 2023 02 07 at 18.13.19 2 ସରସ୍ୱତୀ ଶିଶୁବିଦ୍ୟାମନ୍ଦିର ରେ ନିଷ୍କ୍ରମଣ ଉତ୍ସବ ଅନୁଷ୍ଠିତ

ସରସ୍ୱତୀ ଶିଶୁବିଦ୍ୟାମନ୍ଦିର ର ଏହି ନିଷ୍କ୍ରମଣ ଉତ୍ସବ ରେ ଶିଶୁ ମାନଙ୍କର ପରୀକ୍ଷା ନିମନ୍ତେ ପ୍ରସ୍ତୁତି ଉପରେ ଶ୍ରୀ ରବିନାରାୟଣ ପ୍ରଧାନ-(ପୂର୍ବତନ ସମ୍ପାଦକ ), ଶ୍ରୀ ମୃତ୍ୟୁଞ୍ଜୟ ସାହୁ-(ପୁର୍ବତନ କୋଷାଧ୍ୟକ୍ଷ ), ଶ୍ରୀମତୀ ମିନତୀ ବେହେରା- ସଦସ୍ୟା ଆଦି ମାର୍ଗଦର୍ଶନ ଦେଇଥିଲେ । ଅନୁଷ୍ଠାନ ର ପ୍ରଧାନ ଆଚାର୍ଯ୍ୟ-ଶ୍ରୀ ମକଦ୍ଦମ ମହାରଣା ଏହି ନିଷ୍କ୍ରମଣ ଉତ୍ସବ ର ସଞ୍ଚାଳନ କରିଥିଲେ ଓ ବରିଷ୍ଠ ଆଚାର୍ଯ୍ୟ ଶ୍ରୀ ସୁରେନ୍ଦ୍ର କୁମାର ପ୍ରଧାନ ଓ ସମସ୍ତ ଆଚାର୍ଯ୍ୟ, ଆଚାର୍ଯ୍ଯା ସହଯୋଗ କରି କାର୍ଯ୍ୟକ୍ରମ ର ସଫଳ ରୂପାୟନ କରିଥିଲେ । ଆଚାର୍ଯ୍ଯା ଶ୍ରୀମତୀ ପ୍ରତିମା ନାୟକ ଧନ୍ୟବାଦ ଅର୍ପଣ କରିଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ପୁରୁଷୋତ୍ତମପୁର ଅଟୋ ୟୁନିଅନ ଦ୍ୱାରା ଚକ୍ଷୁ ପରୀକ୍ଷା ଶିବିର ଅନୁଷ୍ଠିତ

ପୁରୁଷୋତ୍ତମପୁର, (୧୯/୦୭) : ଆପ୍ର. : ପୁରୁଷୋତ୍ତମପୁର ସହର ରେ ସ୍ଥାନୀୟ ମା କନକା ଅଟୋ ମୋବାଇଲ ସଂଘ ଚାଳକ ସଂଘ ଦ୍ୱାରା ଏକ ମାଗଣା ଚକ୍ଷୁ ଚିକିତ୍ସା ଶିବିରର ଆୟୋଜନ କରାଯାଇଥିଲା...

ଅର୍ଜୁନପୁର ଜଙ୍ଗଲ ରୁ ଚୋରି ଶାଳ କାଠ ସହ ବ୍ୟବହୃତ ଗାଡି ଓ ବାଇକ ଜବତ : ୨ ଅଭିଯୁକ୍ତ କୁ ଗିରଫ 

ସୁବର୍ଣ୍ଣପୁର, (୧୯/୦୭) : ଆ.ପ୍ର : ସୁବର୍ଣ୍ଣପୁର ବନ ବିଭାଗ ରେଞ୍ଜର କୌଣସି ସୂତ୍ର ରୁ ଖବର ପାଇ ରେଞ୍ଜର ସୁବାସ ମହାପାତ୍ର ବିଶ୍ଵସ୍ତ ସୂତ୍ରରୁ ଖବର ପାଇବାରୁ ତାଙ୍କ ନିର୍ଦ୍ଦେଶ କ୍ରମେ...

ମାନସିକ ଚାପଗ୍ରସ୍ତ ଯୁବକଙ୍କ ଆତ୍ମହତ୍ୟା

ବୁର୍ଲା, (୧୯/୦୭) : ଆପ୍ର. : ବୁର୍ଲା ସହର ଶ୍ରୀରାମ ବିହାରର ଜଣେ ଯୁବକ ବେକରେ ଦୌଡ଼ି ଲଗାଇ ଆତ୍ମହତ୍ୟା କରିବା ପରି ଏକ ଅଭାବନୀୟ ଘଟଣା ଘଟିଯାଇଛି । ପୁଲିସ ଶବ ଜବତ...

ଧାନ ବିକ୍ରି ପାଇଁ ଆଜିଠୁ ଆରମ୍ଭ ହେଲା ଚାଷୀ ପଞ୍ଜୀକରଣ: ଅଗଷ୍ଟ ୨୦ ଯାଏଁ କରିପାରିବେ ଆବେଦନ; ଜାଣନ୍ତୁ ପଞ୍ଜୀକରଣର ପୂରା ପ୍ରକ୍ରିୟା

ଭୁବନେଶ୍ୱର, (୧୯/୦୭) : ଆପ୍ର. : ଆଜି ଠାରୁ ଆରମ୍ଭ ହେଉଛି ଖରିଫ ଧାନ ବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ପ୍ରକିୟା। ଏହା ଆସନ୍ତା ଅଗଷ୍ଟ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ । ସେପ୍ଟେମ୍ବର...

ଫାସଡ ସୁକତେଲ ବ୍ରିଜଠାରେ ଦୁଇଟ୍ରକ ମୁହାଁମୁହିଁ ଧକ୍କା

ଲୋଇସିଂହା, (୧୯/୦୭) :ଆପ୍ର. : ବଲାଙ୍ଗିର ଜିଲ୍ଲା ଲୋଇସିଂହା ଥାନା ଫାସଡ ନିକଟସ୍ଥ ସୁକ୍‌ତେଲ ପୋଲ ଉପରେ ଗତକାଲି ରାତିରେ ଦୁଇଟ୍ରକ୍ ମଧ୍ୟରେ ଧକ୍କା ହେବା ଫଳରେ ରାସ୍ତା ଅବରୋଧ ହୋଇଥିଲା । ଦୁର୍ଘଟଣାଗ୍ରସ୍ତ...