32.9 C
Balāngīr
Tuesday, July 15, 2025

ସୁବର୍ଣ୍ଣପୁର ଜିଲ୍ଲାରେ ଆଞ୍ଚଳିକ ପରିବହନ ବିଭାଗ ପକ୍ଷରୁ ଗାଡି ମଟର ଯାଞ୍ଚ : ୩ଲକ୍ଷ ୮୦ହଜାର ଟଙ୍କା ଫାଇନ ଆଦାୟ

Must read

ରିପୋର୍ଟ : ଧୃବରାଜ ମିଶ୍ର
ସୁବର୍ଣ୍ଣପୁର, (୧୯/୦୨) : ସୁବର୍ଣ୍ଣପୁର ଜିଲ୍ଲାରେ ଆଞ୍ଚଳିକ ପରିବହନ ବିଭାଗ ଓ ପୁଲିସ ର ମିଳିତ ଭାବରେ ଯାନବାହାନ ଯାଞ୍ଚ କରାଯାଇଥିଲା l

ଏହି ଯାଞ୍ଚ ସମୟ ରେ ବୀମା, ଟିକସ ଓ ଫିଟନେସ ନଥିବା ଅଭିଯୋଗ ରେ ୧୧ ଟି ଗାଡି କୁ ଜିଲ୍ଲାର ବିଭିନ୍ନ ଥାନା ଓ ଫାଣ୍ଡି ଯଥା ଡୁଙ୍ଗୁରିପାଲି ଥାନା, ରାମପୁର ଥାନା, ବିନିକା ଥାନା ଓ ମହାଦେବପାଲି ଫାଣ୍ଡି ରେ ଜବତ କରି ରଖା ଯାଇଥିଲା l ସମସ୍ତ ଗାଡି ମାଲିକଙ୍କ ଠାରୁ ସମୁଦାୟ ୩ ଲକ୍ଷ ୮୦ ହଜାର ଟଙ୍କା ଫାଇନ ଆଦାୟ କରାଯାଇ ଗାଡି ଗୁଡିକୁ ହସ୍ତାନ୍ତର କରାଯାଇଛି l ଉକ୍ତ ଯାଞ୍ଚ ରେ ସୁବର୍ଣ୍ଣପୁର ଆଞ୍ଚଳିକ ପରିବହନ ଅଧିକାରୀ ଅକ୍ଷୟ କୁମାର ଜେନା , ମୋଟର ଯାନ ନିରୀକ୍ଷକ ବିଶ୍ୱରଞ୍ଜନ ସାହୁ ଓ ଟ୍ରାଫିକ ସବ ଇନ୍ସପେକଟର ମିସ ପୂଜା ଭେଙ୍ଗରା ଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନ ରେ ଗାଡି ଗୁଡିକ ଜବତ କରାଯାଇଥିଲା  l

- Advertisement -spot_img

More articles

- Advertisement -spot_img

Latest article

ତେଜୁଛି ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ

ଭୁବନେଶ୍ୱର, (୧୫/୦୭) : ଆପ୍ର. : ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ । କଂଗ୍ରେସ, ବାମଦଳ ସମେତ ୭ ରାଜନୈତିକ ଦଳର ଓଡ଼ିଶା...

ପରକୀୟା ପ୍ରୀତି କୁ ସ୍ତ୍ରୀ ବିରୋଧ କରିବାରୁ ସ୍ୱାମୀ ଙ୍କ ଆତ୍ମହତ୍ୟା

ବାଲିଗୁଡା, (୧୫/୭) : ଆପ୍ର. : ସ୍ୱାମୀ ର ଅନ୍ୟ ଏକ ଯୁବତୀ ଙ୍କ ସହ ପ୍ରେମ ବ୍ୟାପାର କୁ ନେଇ ପ୍ରଥମ ସ୍ତ୍ରୀ ର ବିରୋଧ ପରେ ସ୍ୱାମୀ ଓ ତାଙ୍କ...

ବାଲିଗୁଡା ବନଖଣ୍ଡ ରେ ବୃକ୍ଷ ରୋପଣ ବୁଲି ଦେଖିଲେ ପିସିସିଏଫ୍

ବାଲିଗୁଡା, (୧୫/୭) : ଆପ୍ର. : ବାଲିଗୁଡା ବନଖଣ୍ଡ ରେ ବୃକ୍ଷ ରୋପଣ ବୁଲି ଦେଖିଲେ ପିସିସିଏଫ୍ l ବାଲିଗୁଡା ବନ ଖଣ୍ଡ ରେ ବନ ମହୋତ୍ସବ ସପ୍ତାହ ପାଳନ ପରେ ଆଜି ବାଲିଗୁଡ଼ା...

ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ

ମୁରିବାହାଲ, (୧୫/୭) : ଆପ୍ର. : ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ । ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମା ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ...

ଉଚ୍ଚଶିକ୍ଷା ବିଭାଗକୁ ବଡ଼ ନିର୍ଦ୍ଦେଶ ଦେଲେ ସରକାର: ୨୪ ଘଣ୍ଟା ମଧ୍ୟରେ

ବାଲେଶ୍ୱର, (୧୫/୦୭) : ଆପ୍ର. : ବାଲେଶ୍ୱର ସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି । ଏହି ଘଟଣାରେ ବରୋଧୀ ବିଜେଡି ଏବଂ କଂଗ୍ରେସ...