32.9 C
Balāngīr
Friday, April 25, 2025

ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ଦରଦାମ ବୃଦ୍ଧି ପ୍ରତିବାଦରେ ବିକ୍ଷୋଭ

Must read

sudhir
sudhirhttps://www.odishanews24.in
Editor led his team through the digital news revolution, always prioritizing integrity & accuracy. his legacy endures, an emblem of journalistic dedication.

ରିପୋର୍ଟ : ଧୃବରାଜ ମିଶ୍ର //
ସୁବର୍ଣ୍ଣପୁର, (୦୪/୧୨) : ରାଜ୍ୟରେ ଅତ୍ୟାବଶ୍ୟକୀୟ ସାମଗ୍ରୀର ଅହେତୁକ ଦରବୃଦ୍ଧି ପ୍ରତିବାଦ ରେ ଆଜି ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ସ୍ଥାନୀୟ ବିଜୁପଟ୍ଟନାୟକ ଛକରେ ବିକ୍ଷୋଭ ପ୍ରଦର୍ଶନ ସହ ମୁଖ୍ୟମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କରାଯାଇଛି ।

କଂଗ୍ରେସ ର ଯୁବନେତା ସୁଧିର ପଣ୍ଡା ଙ୍କ ନେତୃତ୍ବରେ ପୂର୍ବତନ ବିଧାୟକ ବିନୋଦ ପାତ୍ର, ଗୈlରୀଶ୍ୟାମ ପଣ୍ଡା, ଜିତେନ୍ଦ୍ର ପଟ୍ଟନାୟକ,ବରିଷ୍ଠ କଂଗ୍ରେସ ନେତା ମାଧବ କୁମ୍ଭାର, ରଞ୍ଜିତ ରୟ, ଶେଷଦେବ ମେହେର, ସତ୍ୟଜିତ ସାହୁ, ସଚ୍ଚିଦାନନ୍ଦ ସାହୁ, ଭରତ ଜେନା,ନିମାଇଁ ପାଣିଗ୍ରାହୀ,ଶିଶିର ମେହେର, ବଳଦେବ ସାହୁ,ରାଜେଶ ମିଶ୍ର ଓ ପଙ୍କଜ ସାଗର ପ୍ରମୁଖ ଙ୍କ ସହ ଅନେକ କଂଗ୍ରେସ ଦଳର କର୍ମକର୍ତ୍ତା ଉପସ୍ଥିତ ଥିଲେ।

- Advertisement -spot_img

More articles

- Advertisement -spot_img

Latest article

ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ, ଡାକ୍ତରଖାନାରେ ତୀବ୍ର ଉତ୍ତେଜନା

ଭଦ୍ରକ, (୨୪/୦୪) : ଆପ୍ର. : ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ । ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲ୍ଲା ହସ୍ପିଟାଲରେ । ମୃତ ମହିଳା ହେଲେ ରାନ୍ଦୀଆ ପଂଚାୟତ...

ଧାନ ସଂଗ୍ରହ କମିଟି ବୈଠକ: ଆରମ୍ଭ ହେବ ଧାନ କିଣା ବିକା ପ୍ରକ୍ରିୟା

ବରଗଡ, (୨୪/୦୪) : ଆପ୍ର. : ଚଳିତ ରବି ଋତୁ ପାଇଁ ବୁଧବାର ବରଗଡ଼ ଜିଲ୍ଲା ଧାନ ସଂଗ୍ରହ କମିଟିର ବୈଠକ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ମଇ ୧୪...

ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି, ରେକର୍ଡ ଭାଙ୍ଗୁଛି ତାତି

ଭୁବନେଶ୍ୱର, (୨୪/୦୪) : ଆପ୍ର. : କାଳବୈଶାଖୀ ପରେ ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି । ପାରଦ ବଢିବା ସହିତ ତାତି ଓ ଗୁଳୁଗୁଳି ଅସହ୍ୟ ହେବାକୁ ବସିଲାଣି । ଘରୁ ବାହାରିବା ମଧ୍ୟ...

ଟ୍ରେନ ରୁ ଖସି ପଡ଼ି ଯୁବକ ମୃତ

ସୁବର୍ଣ୍ଣପୁର, (୨୩/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ସହଲା ଫାଟକ ନିକଟରେ ଜଣେ ବ୍ୟକ୍ତି ଟ୍ରେନ ନମ୍ୱର ୧୮୫୨୩ ବିଶାଖାପାଟନା ବନାରସ ଏକ୍ସପ୍ରେସରେ ଆସୁଥିବା ସମୟରେ ଅସାବଧାନତାରୁ ଟ୍ରେନରୁ ଖସି...

ଏପ୍ରିଲ ୧୫ରୁ ଜୁନ ୧୪ ସମୁଦ୍ରରୁ ମାଛ ଧରିବା ଉପରେ କଟକଣା, ଚିନ୍ତାରେ ମତ୍ସ୍ୟଜୀବୀ ପରିବାର

ବାଲେଶ୍ବର, (୨୪/୦୪) : ଆପ୍ର. : ଏପ୍ରିଲ ୧୫ରୁ ଜୁନ୍ ୧୪ ତାରିଖ ପର୍ଯ୍ୟନ୍ତ ସମୂଦ୍ରରୁ ମାଛ ଧରିବା ଉପରେ କଟକଣା ଲାଗିବା ପରେ ଚିନ୍ତାରେ ମତ୍ସ୍ୟଜୀବୀ ପରିବାର । ମାଛ ବଂଶ ବୃଦ୍ଧି...