32.9 C
Balāngīr
Tuesday, May 13, 2025

ସୁବର୍ଣ୍ଣପୁର ରେ ନୂତନ ଏସପି ଙ୍କ ଯୋଗଦାନ

Must read

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ସୁବର୍ଣ୍ଣପୁର, (୦୫/୦୫) : ଆ.ପ୍ର: ସୁବର୍ଣ୍ଣପୁର ରେ ନୂତନ ଏସପି ଭାବେ ବରିଷ୍ଠ ପୁଲିସ ଅଧିକାରୀ ନାରାୟଣ ନାୟକ ଓପିଏସ (ଏସ) ଆଜି ଯୋଗଦାନ କରିଛନ୍ତି ।

ଏ ନେଇ ଗୃହ ବିଭାଗ ପକ୍ଷରୁ ଚିଠି ନମ୍ବର ୧୮୬୦୮ ତା . ୨.୫.୨୦୨୫ ରିଖ ରେ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଏହା ପୂର୍ବରୁ ଶ୍ରୀ ନାୟକ ମେରାଇନ୍ ଏଣ୍ଡ କୋଷ୍ଟାଲ ସିକୁରିଟୀ ରେ ଏ ଆଇ ଜି ଭାବେ କାର୍ଯ୍ୟରତ ଥିଲେ । ସେହି ପଦବୀରୁ ତାଙ୍କୁ ବଦଳି କରାଯାଇ ସୁବର୍ଣ୍ଣପୁର ର ଏସପି ଭାବେ ନିଯୁକ୍ତି ଦିଆଯାଇଛି ।

- Advertisement -spot_img

More articles

Leave a Reply

- Advertisement -spot_img

Latest article

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଯାତ୍ରୀବାହୀ ବସକୁ ପିଟିଲା ଟ୍ରକ, ୨୦ ଆହତ

କରଞ୍ଜିଆ, (୧୩/୦୫) : ଆପ୍ର. : କରଞ୍ଜିଆ ଥାନା ଚଢ଼େଇଭୋଳ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଯାତ୍ରୀବାହୀ ବସକୁ ପଛ ପଟେ ଧକା ଦେଲା ଟ୍ରକ । ଦୁର୍ଘଟଣାରେ ଓଲଟି ପଡିଛି ଶିବ...

ମଦ ନେଲା ଜୀବନ, ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ

ମାଲକାନଗିରି, (୧୩/୦୫) : ଆପ୍ର. : ମଦ ନେଲା ୩ ଜୀବନ । ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ । ମୃତକ ହେଲେ...

କସ୍ତୁରବା ସବିକା ମହାବିଦ୍ୟାଳୟରେ ଆନ୍ତର୍ଜାତିକ ନର୍ସ ଦିବସ ପାଳନ

ପୁରୁଷୋତ୍ତମପୁର, (୧୩/୦୫) : ଆପ୍ର. : କସ୍ତୁରବା ସେବିକା ମହାବିଦ୍ୟାଳୟ ରେ ଆନ୍ତର୍ଜାତିକ ନର୍ସ ଦିବସ ପାଳିତ ହୋଇଛି । କଥା ରେ ଅଛି ମାନବ ସେବା ହିଁ ନରାୟଣ ସେବା, ଏହି ପରିପ୍ରେକ୍ଷୀରେ...

ଅଙ୍ଗଦାନ କରି ଅମର ହୋଇଗଲେ ଆଦିବାସୀ ଯୁବକ

ଗୁଣପୁର, (୧୩/୫) : ଆପ୍ର. : କଥାରେ ଅଛି ମଣିଷ ଜୀବନ ପାଣି ଫୋଟକା । ଖୁସିରେ ଘରୁ ବାହାରି ଥିଲେ କିନ୍ତୁ ବିଧାତାର ଲେଖା ଅଲଗା ଥିଲା, ଦୂର୍ଘଟଣାର ଶିକାର ହେଲେ...