32.9 C
Balāngīr
Wednesday, April 23, 2025

ସୁବର୍ଣ୍ଣପୁର ସରକାରୀ ବହୁବୃତ୍ତି ଶିକ୍ଷାନୁଷ୍ଠାନ ଠାରେ ନିଯୁକ୍ତିମେଳା ଅନୁଷ୍ଠିତ

Must read

ରିପୋର୍ଟ : ଧୃବରାଜ ମିଶ୍ର
ସୁବର୍ଣ୍ଣପୁର, (୨୮/୦୧) : ସୁବର୍ଣ୍ଣପୁର ସରକାରୀ ବହୁବୃତ୍ତି ଶିକ୍ଷାନୁଷ୍ଠାନ ଠାରେ ଜିଲ୍ଲା ଦକ୍ଷତା ବିକାଶ ତଥା ନିୟୋଜନ କାର୍ଯ୍ୟାଳୟ ତରଫରୁ ଏକ ନିଯୁକ୍ତି ମେଳା ଅନୁଷ୍ଠିତ ହୋଇଯାଇଛି ।WhatsApp Image 2025 01 28 at 21.27.26 ସୁବର୍ଣ୍ଣପୁର ସରକାରୀ ବହୁବୃତ୍ତି ଶିକ୍ଷାନୁଷ୍ଠାନ ଠାରେ ନିଯୁକ୍ତିମେଳା ଅନୁଷ୍ଠିତ

ଜିଲ୍ଲା ଦକ୍ଷତା ବିକାଶ ତଥା ନିୟୋଜନ ଅଧିକାରୀ ସଂଜୁ କୁମାରୀ ସାହୁଙ୍କ ଅଧ୍ୟକ୍ଷତା ତଥା ପରିଚାଳନାରେ ଅନୁଷ୍ଠିତ ଏହି ନିଯୁକ୍ତି ମେଳାରେ ମାନ୍ୟବର ବିଧାୟକ ବୀରମହାରାଜପୁରଙ୍କ ପ୍ରତିନିଧି ସ୍ୱରୂପ ପାତ୍ର ମୁଖ୍ୟଅତିଥି ଭାବେ ଯୋଗଦାନ କରିଥିବା ବେଳେ ନୃସିଂହ ପୃଷ୍ଟି ଓ ପଦ୍ମଲୋଚନ ବେହେରା, ବରିଷ୍ଠ ଅଧ୍ୟାପକ, ସରକାରୀ ପୋଲିଟେକନିକ ସମ୍ମାନିତ ଅତିଥିଭାବେ ଯୋଗ ଦେଇଥିଲେ ।

ଅନୁଷ୍ଠିତ ଏହି ମେଳାରେ ଆବି ୱେଷ୍ଟ, ସେଫ ଏଜୁକେଟ, ଗୋକଲ ଦାସ ପ୍ରାଇଭେଟ ଲିମିଟେଡ଼, ସାହି ଏକ୍ସପୋର୍ଟ, ପିପୁଲସ ଫୋରମ, ଏସ ବି ଆଇ ଲାଇଫ, ଏଲ ଆଇ ସି ଅଫ ଇଣ୍ଡିଆ, ଆର ଏସ ଇ ଟି ଆଇ, ପିପୁଲ ମନ୍ତ୍ରା, ନେସନାଲ କେରିଅର ସର୍ଭିସ, ଏନ ସି ଏ ଟି ସ୍କିଲ୍, ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ, ଇ- ସୁବିଧା, ପ୍ରଭୁତି ପ୍ରମୁଖ କର୍ମସଂସ୍ଥାନ ସଂସ୍ଥା କରି ମେଳାରେ ଯୋଗଦାନ କରିଥିବା ୪୨୨ ଜଣ ବେରୋଜଗାର ଯୁବକ ଯୁବତୀଙ୍କୁ ଆବଶ୍ୟକ ପରାମର୍ଶ ଦେଇଥିଲେ।ଶେଷରେ ସନ୍ତୋଷ ବେହେରା କନିଷ୍ଠ ନିୟୋଜନ ଅଧିକାରୀ ଧନ୍ୟବାଦ ଅର୍ପଣ କରିଥିଲେ।

- Advertisement -spot_img

More articles

- Advertisement -spot_img

Latest article

ଅଭିଯୁକ୍ତର କାଠ ଫାଳିଆ ମାଡ଼ରେ କନେଷ୍ଟବଳ ଗୁରୁତର, ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଭର୍ତ୍ତି

ବଲାଙ୍ଗିର, (୨୩/୦୪) : ଆପ୍ର. : ଥାନା ଭିତରେ ପୋଲିସକୁ ଆକ୍ରମଣ । କାଠ ଫାଳିଆ ମାଡ଼ରେ କନେଷ୍ଟବଳ ସୁଦାମ ନାଗ ଗୁରୁତର । ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଗୁରୁତର କନେଷ୍ଟବଳଙ୍କୁ ଭର୍ତ୍ତି...

ନାବାଳିକାକୁ ଗଣ ଦୁଷ୍କର୍ମ: ୩ ଯୁବକଙ୍କ ସଂପୃକ୍ତ, ପୁଲିସ ତଦନ୍ତ ଆରମ୍ଭ

ସୁନ୍ଦରଗଡ଼଼, (୨୩/୦୪) : ଆପ୍ର. : ସୁନ୍ଦରଗଡ଼଼ ଜିଲ୍ଲା ତଳସରା ଥାନା ଅଞ୍ଚଳରେ ଲଜ୍ଜା। ଜଙ୍ଗଲକୁ ଟେକି ନେଇ ନାବାଳିକାକୁ ଗଣ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଏକୋଇଶିଆ ଭୋଜି ଖାଇ ସାଙ୍ଗମାନଙ୍କ...

ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ବିଶ୍ୱ ପୃଥିବୀ ଦିବସ ପାଳିତ

ପାଟଣା, (୨୪/୦୩) : ଆପ୍ର. : ଢେଙ୍କିକୋଟ ଟିକିରା ସ୍ଥିତ ଘଟଗାଁ ବ୍ଲକ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଆଜି ବିଶ୍ୱ ପୃଥିବୀ ଦିବସ ଉତ୍ସାହପୂର୍ଣ୍ଣ ଭାବେ ପାଳନ ହୋଇଯାଇଛି । ପ୍ରାକୃତିକ ସଂପଦର ରକ୍ଷା,...

ବସ୍‌ରୁ ପଡି ଛାତ୍ରୀ ଗୁରୁତର

କଣ୍ଟାବାଞ୍ଜି, (୨୩/୦୪) : ଆପ୍ର. : ବସ୍‌ରୁ ପଡି ନବମ ଶ୍ରେଣୀ ଛାତ୍ରୀ ଗୁରୁତର । ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି କୁକୁଡାହାଟ ଗାଁ ନିକଟରେ ଅଭାବନୀୟ ଘଟଣା ଘଟିଛି । ଆଜି ବସ୍‌ ରୁ...

ସରାସକୋଲା ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ପୋଷାକ ବଣ୍ଟନ

ପାଟଣା, (୨୩/୦୪) : ଆପ୍ର. : ପାଟଣା ବ୍ଲକ ସରାସକୋଲା ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ଆଜି ନୂତନ ପୋଷାକ ବଣ୍ଟନ କରାଯାଇଛି । ଏଠାରେ ୧୩୫ ଜଣ ଛାତ୍ରଛାତ୍ରୀ ପୋଷାକ ବଣ୍ଟନ କରାଯାଇଥିବା...