32.9 C
Balāngīr
Sunday, July 13, 2025

ସୁଭଦ୍ରା ଦ୍ଵିତୀୟ କିସ୍ତିରୁ ବଞ୍ଚିତ ୧ ଲକ୍ଷ ମହିଳା, ବଞ୍ଚିତ ହିତାଧିକାରୀ ରାକ୍ଷୀ ପୂର୍ଣ୍ଣିମାରେ ପାଇବେ ଟଙ୍କା

Must read

ଡ୍ରାଇଭର ସଙ୍ଘ ର ଷ୍ଟିରିଙ୍ଗ ଛାଡ଼ ଆନ୍ଦୋଳନ : ଏକ ରାଜନୈତିକ ଅଭିଶନ୍ଧି

କାଶୀନଗର, (୧୩/୭) : ଆପ୍ର. : ଡ୍ରାଇଭର ମହାସଂଘ ର ଷ୍ଟିରିଙ୍ଗ ଛାଡ଼ ଆନ୍ଦୋଳନ ଏକ ରାଜନୈତିକ ଅଭିଶନ୍ଧି ବୋଲି ରାଷ୍ଟ୍ରୀୟ ପରିଷଦ ସଭ୍ୟ ନଳିନୀକାନ୍ତ ପାତ୍ର ଏକ ପ୍ରେସ ମିଟ ଜରିଆରେ...

ଭୁବନେଶ୍ୱର, (୨୦/୦୩) : ଆ.ପ୍ର. : ସୁଭଦ୍ରା ଦ୍ଵିତୀୟ କିସ୍ତିରୁ ବଞ୍ଚିତ ୧ ଲକ୍ଷ ମହିଳା । ରାସନକାର୍ଡ ଓ ଇନକମରେ ତାଳମେଳ ଖିଲାପ ଯୋଗୁଁ ୧ ଲକ୍ଷ ମହିଳା ଅସୁବିଧା ଭୋଗୁଛନ୍ତି ।

ମାର୍ଚ୍ଚ ୩୧ ପରେ ହେବ ୱାନ୍ ଟୁ ୱାନ ସର୍ଭେ। ରାକ୍ଷୀ ପୂର୍ଣ୍ଣିମାରେ ବଞ୍ଚିତ ଯୋଗ୍ୟ ହିତାଧିକାରୀ ପାଇବେ ଦ୍ଵିତୀୟ କିସ୍ତି । ସୁଭଦ୍ରା ଯୋଜନାରେ ୧ଲକ୍ଷ ମହିଳା ସୁଭଦ୍ରାର ଦ୍ଵିତୀୟ କିସ୍ତି ପାଇବାରେ ବଞ୍ଚିତ ଅଛନ୍ତି। ଯେଉଁମାନେ ପ୍ରଥମ କିସ୍ତି ପାଇଥିଲେ, ଦ୍ଵିତୀୟ କିସ୍ତି ଆସିବା ବେଳେ ତାଙ୍କ ପାଖରେ ଥିବା ରାସନ୍ କାର୍ଡ କୁ ଆୟ ବର୍ଗ ଅଧିକ ଥିବାରୁ ରାସନ୍ କାର୍ଡ ଫେରେଇଛନ୍ତି । ସେଇ କାରଣରୁ ୧ଲକ୍ଷ ମହିଳାଙ୍କୁ ଅସୁବିଧା ଭୋଗ କରିବାକୁ ପଡିଛି । କିଛି ମହିଳା ତାଙ୍କ ଭିତରୁ ଗାଡ଼ି କିଣିଛନ୍ତି । ୫ ଏକର ଜମି ନଥାଇ ଧାନ ମଣ୍ଡିରେ ଅଧିକ ଧାନ ଦେଇଛନ୍ତି ।

ଏ ଯେଉଁ ଅସୁବିଧା ହିତାଧିକାରୀ ଚୟନ ପ୍ରକ୍ରିୟାକୁ ଚାଲେଞ୍ଜ କରିଛି । ସେ କାରଣରୁ ୧ଲକ୍ଷ ମହିଳାଙ୍କ ରିଭ୍ୟୁ ଚାଲିଛି । ରକ୍ଷାବନ୍ଧନ ସମୟରେ ଯେଉଁମାନେ ତାଙ୍କ ଭିତରୁ ଯୋଗ୍ୟ ହେବେ ସେହି ସମୟର ତାଙ୍କ କିସ୍ତି ତାଙ୍କୁ ମିଳିବ। ଆସନ୍ତା ମାର୍ଚ୍ଚ ୩୧ଯାଏଁ ସୁଭଦ୍ରା ର ଆବେଦନ ଅବଧି ରହିଛି । ୨୧ ବର୍ଷ ଯାହାକୁ ହେଇଯିବ ସେମାନେ ଆବେଦନ କରିପାରିବେ । ଯେଉଁମାନେ ବଞ୍ଚିତ ରହିଛନ୍ତି ୩୧ ପରେ ୱାନ ଟୁ ୱାନ ସର୍ଭେ ହେବ କଣ କାରଣ ରହିଚି ଓ ସମସ୍ୟାର ସମାଧାନ ହେବ ।

- Advertisement -spot_img

More articles

- Advertisement -spot_img

Latest article

ଡ୍ରାଇଭର ସଙ୍ଘ ର ଷ୍ଟିରିଙ୍ଗ ଛାଡ଼ ଆନ୍ଦୋଳନ : ଏକ ରାଜନୈତିକ ଅଭିଶନ୍ଧି

କାଶୀନଗର, (୧୩/୭) : ଆପ୍ର. : ଡ୍ରାଇଭର ମହାସଂଘ ର ଷ୍ଟିରିଙ୍ଗ ଛାଡ଼ ଆନ୍ଦୋଳନ ଏକ ରାଜନୈତିକ ଅଭିଶନ୍ଧି ବୋଲି ରାଷ୍ଟ୍ରୀୟ ପରିଷଦ ସଭ୍ୟ ନଳିନୀକାନ୍ତ ପାତ୍ର ଏକ ପ୍ରେସ ମିଟ ଜରିଆରେ...

ହାତୀ ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର

କେନ୍ଦୁଝର, (୧୩/୦୭) : ଆପ୍ର. : ପାଟଣା ବନାଞ୍ଚଳ ଡୁମୁରିଆ ବିଟ୍ ଅନ୍ତର୍ଗତ ପିଛୁଳାବେଡା ଗ୍ରାମ ନିକଟରେ ଗୋଟିକିଆ ଦନ୍ତାହାତୀ ଆକ୍ରମଣରେ ଜଣେ ମୃତ ଏବଂ ଜଣେ ଗୁରୁତର । ସୂଚନା ଅନୁଯାୟୀ ସେମାନେ...

ବଜ୍ରାଘାତରେ ୩ ଶ୍ରମିକ ମୃତ, ୨ ଆହତ

ନୀଳଗିରି, (୧୩/୦୭) :ଆପ୍ର. : ବଜ୍ରାଘାତରେ ୩ ଶ୍ରମିକ ମୃତ, ୨ ଆହତ । କେନାଲ କାମ ଚାଲିଥିବା ବେଳେ ବଜ୍ରପାତରେ ୩ ଶ୍ରମିକ ମୃତ । ବାଲେଶ୍ବର ଜିଲ୍ଲା ନୀଳଗିରି ଛତ୍ରପୁରରେ...

ଜୀବନର ସଠିକ୍ ମାର୍ଗ ଗୁରୁଙ୍କ ପ୍ରେରଣା ଓ ଆଶ୍ରିବାଦରୁ ପ୍ରାପ୍ତ ହୋଇଥାଏ

ମୁନିଗୁଡ଼ା, (୧୩/୦୭) : ଆପ୍ର. : ରାୟଗଡ଼ା ଜିଲ୍ଲା ମୁନିଗୁଡ଼ାସ୍ଥ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ପରିସର ଶାରଦା ମଣ୍ଡପରେ ଆଜି ନେତାଜୀ ପ୍ରଭାତ ଶାଖା ରାଷ୍ଟ୍ରୀୟ ସ୍ଵୟଂ ସେବକ ସଂଘ ତରଫରୁ ଗୁରୁ...

ଆତ୍ମାହୁତି ଉଦ୍ୟମ କରିଥିବା ଛାତ୍ରୀଙ୍କ ଅବସ୍ଥା ସଂକଟାପନ୍ନ, ଭୁବନେଶ୍ବର ଏମସରେ ଚାଲିଛି ଚିକିତ୍ସା

ବାଲେଶ୍ବର, (୧୩/୦୭) : ଆପ୍ର. : ବାଲେଶ୍ବର ଫକୀର ମୋହନ ସ୍ଵୟଂଶାସିତ କଲେଜରେ ଦେହରେ ନିଆଁ ଲଗାଇ ଆତ୍ମାହୁତି ଉଦ୍ୟମ କରିଥିବା ଇଣ୍ଟିଗ୍ରେଟେଡ ବିଏଡ ଛାତ୍ରୀଙ୍କ ଅବସ୍ଥା ସଂକଟାପନ୍ନ ରହିଛି । ଭୁବନେଶ୍ବର ଏମସରେ...