32.9 C
Balāngīr
Wednesday, April 30, 2025

ସୁଭଦ୍ରା ଯୋଜନାକୁ ନେଇ ବଡ଼ ଅପଡେଟ: ମାର୍ଚ୍ଚ ୬ରେ ମିଳିବ ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୦୨/୦୩) : ସୁଭଦ୍ରା ଯୋଜନାକୁ ନେଇ ବଡ଼ ଅପଡେଟ । ମହିଳାଙ୍କ ସୁବିଧା ପାଇଁ ପଞ୍ଚମ ପର୍ଯ୍ୟାୟ ସୁଭଦ୍ରା ଯୋଜନା ସହାୟତା ମିଳିବାକୁ ଯାଉଛି ।

ମାର୍ଚ୍ଚ ୬ରେ ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା ପାଇବେ ମହିଳା । ୧ ଲକ୍ଷ ୭୦ ହଜାର ମହିଳାଙ୍କୁ ମିଳିବ ପ୍ରଥମ କିସ୍ତି ଟଙ୍କା । ମହିଳାଙ୍କ ବ୍ୟାଙ୍କ ଖାତାକୁ ୫ ହଜାର ଲେଖାଏଁ ଟଙ୍କା ଯିବ । ସେହିପରି ମାର୍ଚ୍ଚ ୮ରେ ଦ୍ୱିତୀୟ କିସ୍ତିର ସୁଭଦ୍ରା ଟଙ୍କା ପଠାଯିବ । ୧ କୋଟିରୁ ଅଧିକ ମହିଳା ଏକା ସାଙ୍ଗରେ ପାଇବେ ଦ୍ବିତୀୟ କିସ୍ତି ଅର୍ଥ। ବିଭିନ୍ନ କାରଣ ପାଇଁ ଯେଉଁମାନେ ସୁଭଦ୍ରା ଟଙ୍କା ପାଇନାହାଁନ୍ତି, ସେମାନେ ଏକାବେଳେ ଦୁଇଟି କିସ୍ତି ଅର୍ଥାତ ୧୦ ହଜାର ଟଙ୍କା ପାଇବେ । ଯାହାକି ମାର୍ଚ୍ଚ ୮ ତାରିଖରେ ମିଳିବାକୁ ଯାଉଛି । ଯିଏ ଆଦୌ ଆବେଦନ କରିନାହାଁନ୍ତି ସେମାନେ ଯଦି ଏବେ ଆବେଦନ କରନ୍ତି ତେବେ ମାର୍ଚ୍ଚ ୮ ତାରିଖରେ ଦୁଇଟି କିସ୍ତି ଟଙ୍କା ପାଇବେ ବୋଲି ଉପମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି ।

- Advertisement -spot_img

More articles

- Advertisement -spot_img

Latest article

ଉପାନ୍ତ ଅଞ୍ଚଳରେ ପାନୀୟ ଜଳ କଷ୍ଟ

କୋଲନରା, (୨୯/୦୪) : ଆପ୍ର. : ବଣ ଜଙ୍ଗଲ ଘେରା ଉପାନ୍ତ ଅଞ୍ଚଳରେ ଟିକର ପଡା ଗ୍ରାମ ଅବସ୍ଥିତ । ଗ୍ରାମରେ ମୋଟ ୪୫ ଗୋଟି ପରିବାର ରହୁଥିବା ବେଳେ ୨୧୫ ଜଣ...

ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ସ୍ମାରକ ପତ୍ ପ୍ରଦାନ

ରାୟଗଡ଼ା, (୨୯/୪) : ଆପ୍ର. : ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ଡାକରାରେ ରାୟଗଡ଼ ଜିଲ୍ଲା ଶାଖା ତରଫରୁ ଈପିଏଫ୍ ପେନସନରସ୍ ତଥା ବରିଷ୍ଠ ନାଗରିକ ମାନେ ସ୍ଥାନୀୟ ଜିଲ୍ଲାପାଳଙ୍କ ଜରିଆରେ...

କୁମୁଲି ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ

କୋରାପୁଟ, (୩୦/୪) : ଆପ୍ର. : ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ, କଟକର ବୋରିଗୁମ୍ମା ବ୍ଲକ୍ କୁମୁଲି ସର୍କଲ ଅନ୍ତର୍ଗତ ୮ ଗୋଟି କ୍ଲଷ୍ଟରର ପ୍ରାଥମିକ ଶିକ୍ଷକ ସଂଘର ଅବଧି ସଂପୂର୍ଣ୍ଣ...

କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦରେ କାଉନସିଲ ବୈଠକ ଅନୁଷ୍ଠିତ

କାଶୀନଗର, (୨୯/୪) : ଆପ୍ର. : ଗଜପତି ଜିଲ୍ଲାରେ କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଅସ୍ଥାୟୀ କାର୍ଯ୍ୟାଳୟ ସଭାଗୃହ ଠାରେ କାଉନସିଲ ବୈଠକ ଅନୁଷ୍ଠିତ ହୋଇଥିଲା । ଏନ୍ଏସି ଅଧ୍ୟକ୍ଷା ଏମ. ସୁଧାରାଣୀ, ଉପାଧ୍ୟକ୍ଷ...

ବିବେକାନନ୍ଦ ଙ୍କ ଦର୍ଶନ ଉପରେ ମାର୍ଗ ଦର୍ଶନ କଲେ ସ୍ୱାଧି କାଞ୍ଚନ ସୋମ ଅଗ୍ରୱାଲା

ସୁବର୍ଣ୍ଣପୁର, (୨୯/୦୪) ଆ.ପ୍ର : ମଙ୍ଗଳବାର ସନ୍ଧ୍ୟା ରେ ଶ୍ରୀ ଗୋପାଳଜୀ ଯୋଗାଶ୍ରମ ମହାନଦୀ ଯୋଗବିହାର ସୁବର୍ଣ୍ଣପୁର ଠାରେ ସ୍ୱାମୀ ବିବେକାନନ୍ଦ ଙ୍କର ଦର୍ଶନ ଏବଂ ହିନ୍ଦୁ ଧର୍ମ ପ୍ରଚାର ପ୍ରସାର ରେ...