32.9 C
Balāngīr
Monday, April 28, 2025

ସୁଭଦ୍ରା ଯୋଜନା ଅଧିନରେ ଘରେ ଘରେ ପ୍ରଦୀପ ପ୍ରଜ୍ଜଳନ

Must read

ରିପୋର୍ଟ : ଗୋପୀନାଥ ଗୌଡ଼
ରାୟଗଡା, (୭/୦୩) : ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ସ୍ଥାନୀୟ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଠାରେ ଘରେ ଘରେ ପ୍ରଦୀପ ପ୍ରଜ୍ଜଳନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା।WhatsApp Image 2025 03 07 at 20.29.07 ସୁଭଦ୍ରା ଯୋଜନା ଅଧିନରେ ଘରେ ଘରେ ପ୍ରଦୀପ ପ୍ରଜ୍ଜଳନ

ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନିହାର ରଞ୍ଜନ କହଁର ଏହି କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରିଥିଲା ବେଳେ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ମିନତୀ ଦେଓ, ସହକାରୀ ଜିଲ୍ଲାପାଳ ବିଚିତ୍ରା ସେଠି, ସୁଭଦ୍ରା ଭଉଣୀ ମନେ ସାମିଲ ହୋଇ ପ୍ରଦୀପ ପ୍ରଜ୍ଜଳନ କରିଥିଲେ l ମହିଳା ଦିବସ ପାଳନକୁ ଅଧିକ ସଫଳ କରିବାକୁ ଓ ମହିଳା ମାନଙ୍କ ସମୃଦ୍ଧି କରିବା ଉଦେଶ୍ୟରେ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା l କାର୍ଯ୍ୟକ୍ରମ ଅଧିକାରୀ ଅନୀତା ଦାସ, ବରିଷ୍ଠ ରାଜସ୍ବ ସହାୟକ ସୂର୍ଯ୍ୟ ନାରାୟଣ ନାୟକ ପ୍ରମୁଖ ଯୋଗ ଦେଇଥିଲେ l

- Advertisement -spot_img

More articles

- Advertisement -spot_img

Latest article

ଅବକାରୀ ଚଢ଼ାଉରେ ମହୁଲି ମଦ ସହ ୨ଟି ସ୍କୁଟି : ୨ଟି ମୋଟର ସାଇକେଲ ଜବତ

ରାଉରକେଲା, (୨୮/୦୪) : ଆପ୍ର. : ଆଜି ରାଉରକେଲା ଅବକାରୀ ଅଧୀକ୍ଷକ ଝସକେତନ ବରିହାଙ୍କ ନିର୍ଦ୍ଦେଶ କ୍ରମେ, ରାଉରକେଲା ଅବକାରୀ ବିଭାଗ ପକ୍ଷରୁ ଜିଅବାହାଲ, ରୁପୁଟୋଲା, ସେକ୍ଟର-୩, ଝିରପାଣି, ଅଚଂଳରେ ଚଢ଼ାଉ କରି...

ହାଇୱା-ବାଇକ ଧକ୍କା : ଜଣେ ମୃତ, ତିନି ଗୁରୁତର

ପାଟଣାଗଡ଼, (୨୮/୦୪): ଆପ୍ର. : ବଲାଙ୍ଗିର ଜିଲ୍ଲା ଲରମ୍ଭା ଥାନା ଘସିଏନ ଲରମ୍ଭା ମୁଖ୍ୟରାସ୍ତା ମଝିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ହାଇୱାକୁ ପଛପଟୁ ପିଟିଲା ବାଇକ, ଜଣେ ମୃତ ତିନିଜଣ ଗୁରୁତର ।...

ଗଞ୍ଜାମରେ ବିଭତ୍ସ ହତ୍ୟା; ଦୁଇ ଭାଇଙ୍କୁ ହତ୍ୟା କରି ଶାଳବଣ ଜଙ୍ଗଲରେ ଜାଳିଦେଲେ ଦୁବୃର୍ତ

ଗଞ୍ଜାମ, (୨୮/୦୪) : ଆପ୍ର. : ପୁଣି ଅଶାନ୍ତ ହେଲା ଗଞ୍ଜାମ । ଖଲ୍ଲିକୋର୍ଟ ବେଗୁନିଆପଡ଼ା ଥାନା ଅଞ୍ଚଳରେ ଦୁଇ ଭାଇଙ୍କୁ ମାରି ଜଙ୍ଗଲରେ ଜାଳିଦେଲେ ଦୁର୍ବୁତ୍ତ । ବେଗୁନିଆପଡା ଥାନାଞ୍ଚଳର ଶାଳବଣ ଗାଁ...

ଯାଜପୁରରେ ଚାଞ୍ଚଲ୍ୟ ,ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ କଲେ ,ମାଡ଼ ମାରିଲେ ଦୁର୍ବୁତ୍ତ

ଯାଜପୁର, (୨୮/୦୪) : ଆପ୍ର. : ଯାଜପୁରରେ ଲଜ୍ୟା । ଯାଜପୁର ସହରରେ ଜଣେ କର୍ମଜୀବୀ ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ ଘଟଣା ପୁରା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ପୀଡିତା ଲୋକଲଜ୍ୟା...

ଶଶୁର ଘରକୁ ଫେରିବା ବାଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଗଛରେ ପିଟି ହେଲା ସ୍କର୍ପିଓ, ନବ ବିବାହିତଙ୍କ ସମେତ ୪ ମୃତ

ରାଉଲକେଲା, (୨୮/୦୪) : ଆପ୍ର. : ଦିଅଁ ଦର୍ଶନ ସାରି ଫେରୁଥିବା ବେଳେ ଗଛରେ ପିଟିହେଲା ସ୍କର୍ପିଓ । ଦୁର୍ଘଟଣାରେ ନବ ବିବାହିତାଙ୍କ ସମେତ ଚାଲିଗଲା ୪ ଜଣଙ୍କର ଜୀବନ ଓ ଜଣେ...