32.9 C
Balāngīr
Sunday, April 20, 2025

ସୁଭଦ୍ରା ଯୋଜନା ନେଇ ବଡ଼ ଘୋଷଣା, ମାର୍ଚ୍ଚ ୮ରେ ମିଳିବ ଦ୍ବିତୀୟ କିସ୍ତି ଟଙ୍କା

Must read

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୨୮/୦୨) : ମାର୍ଚ୍ଚ ୮ରେ ମିଳିବ ସୁଭଦ୍ରାର ଦ୍ବିତୀୟ କିସ୍ତି ଟଙ୍କା । ବ୍ରହ୍ମପୁରରେ ଆୟୋଜିତ କାର୍ଯ୍ୟକ୍ରମରେ ସୁଭଦ୍ରାର ଦ୍ବିତୀୟ କିସ୍ତିର ପ୍ରଥମ ପର୍ଯ୍ୟାୟ ଟଙ୍କା ପ୍ରଦାନ କରାଯିବ ।

ସୁଭଦ୍ରା ଏକ କୋଟି ମହିଳାଙ୍କ ପାଖରେ ପହଞ୍ଚିବ । ଏହା କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ପୂର୍ବରୁ ୯୮ ଲକ୍ଷ ମହିଳାଙ୍କୁ ସୁଭଦ୍ରାର ପ୍ରଥମ କିସ୍ତି ଟଙ୍କା ଦିଆଯାଇଛି । ସୁଭଦ୍ରା ଏକ କୋଟି ମହିଳାଙ୍କ ପାଖରେ ପହଞ୍ଚିବ । ମାର୍ଚ୍ଚ ୮ ତାରିଖରେ ଏକା ଥରକେ କୋଟିଏ ମହିଳାଙ୍କୁ ଆର୍ଥିକ ସ୍ୱାବଲମ୍ବି କରାଯିବ । ବ୍ରହ୍ମପୁର ଠାରେ କୋଟିଏ ମହିଳାଙ୍କୁ ସୁଭଦ୍ରାର ଦିତ୍ୱୀୟ କିସ୍ତି ଦିଆଯିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । କହିରଖୁଛୁ କି, ସୁଭଦ୍ରା ଯୋଜନାରେ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ଖାତାକୁ ଆସିସାରିଛି । ଚତୁର୍ଥ ପର୍ଯ୍ୟାୟରେ ୧୮ ଲକ୍ଷରୁ ଉର୍ଦ୍ଧ୍ବ ମହିଳାଙ୍କୁ ୫ ହଜାର ଟଙ୍କା ଦେଇଛନ୍ତି ସରକାର । ବର୍ତ୍ତମାନ ସୁଦ୍ଧା ୯୮ ଲକ୍ଷ ମହିଳା ସୁଭଦ୍ରା ଟଙ୍କା ଦିଆଯାଇଛି ।

- Advertisement -spot_img

More articles

- Advertisement -spot_img

Latest article

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ଜଗନ୍ନାଥ ଡିଗ୍ରୀ କଲେଜରେ +୩ ତୃତୀୟ ବର୍ଷର ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା ଉତ୍ସବ

ବଲାଙ୍ଗିର, (୧୯/୦୪) : ଆପ୍ର. : ଆଜି ବଲାଙ୍ଗିର ସଦରବ୍ଲକ ଅନ୍ତର୍ଗତ ସାହାଜବାହାଲ ଗ୍ରାମର ଜଗନ୍ନାଥ ଡିଗ୍ରୀ କଲେଜରେ, +୩ ତୃତୀୟ ବର୍ଷର ଓଡ଼ିଆ ବିଭାଗର ବିଦାୟ ସମାରୋହ ପାଳନ ହୋଇଯାଇଛି । ଏଇ...

ଖୁବଶୀଘ୍ର ଆସିବ ନୂଆ ରାସନ କାର୍ଡ ଓ ନୂଆ ତାଲିକା

ଭୁବନେଶ୍ୱର, (୧୯/୦୪) : ଆପ୍ର. : ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଆସିଲା ବଡ଼ ଖବର । ରାଜ୍ୟରେ ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ମିଳିବ । ଏନେଇ ଆଜି ରାଜ୍ୟ...

ବୈତରଣୀ କେଶରି କୁଣ୍ଡରେ ଗାଧୋଇବା ବେଳେ ବୁଡ଼ିଗଲେ ୨ ଦଶମ ଶ୍ରେଣୀ ଛାତ୍ର

କେନ୍ଦୁଝର, (୧୯/୦୪) : ଆପ୍ର. : ଗାଧୋଇବା ବେଳେ ବୁଡ଼ିଗଲେ ୨ ଜଣ ଦଶମ ଛାତ୍ର। ଚମ୍ପୁଆ ସରେଇ ଗାଁଆ ବୈତରଣୀ ନଦୀ କେଶରୀ କୁଣ୍ଡରେ ଗାଧୋଇବା ବେଳେ ଦୁଇ ଛାତ୍ର ବୁଡି...

ରେଳ ଧାରଣରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

କଣ୍ଟାବାଞ୍ଜି, (୧୯/୦୪) : ଆପ୍ର. : ହରିଶଙ୍କର ରୋଡ଼ -ତୁରେକେଲା ରୋଡ଼ ରେଳ ଷ୍ଟେସନ ନିକଟରେ ଅଭାବନୀୟ ଘଟଣା । ରେଳ ଧାରଣାରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ବତ୍ତର୍ମାନ୍...