32.9 C
Balāngīr
Sunday, April 20, 2025

ସୂଚନା ଓ ଲୋକସମ୍ପର୍କ ବିଭାଗ ଉପ-ନିର୍ଦ୍ଦେଶକଙ୍କ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ

Must read

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...
sudhir
sudhirhttps://www.odishanews24.in
Editor led his team through the digital news revolution, always prioritizing integrity & accuracy. his legacy endures, an emblem of journalistic dedication.

ରିପୋର୍ଟ : ଧୃବରାଜ ମିଶ୍ର //
ସୁବର୍ଣ୍ଣପୁର (୧୧/୧୨) : ସୂଚନା ଓ ଲୋକସମ୍ପର୍କ ବିଭାଗ (ସମ୍ବଲପୁର) ଉପ-ନିର୍ଦ୍ଦେଶକ କଲ୍ୟାଣୀ ଦାଶ ଦିନିକିଆ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତରେ ଆସି ଜିଲ୍ଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ସହ ଜିଲ୍ଲା ସୂଚନା କେନ୍ଦ୍ର ତଥା ପାଠାଗାର (ଜିଲ୍ଲା ଗ୍ରନ୍ଥାଗାର) ପରିଦର୍ଶନ କରିଛନ୍ତି ।

ସେ ଏହି ଅବସରରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀଙ୍କ କାର୍ଯ୍ୟାଳୟରେ ଥିବା ସମସ୍ତ କାର୍ଯ୍ୟକାରିତା ସହ ତତ ସମ୍ବଦ୍ଧିୟ କାଗଜାଦ ଓ ନଥିପତ୍ର ଦେଖିଥିଲେ। ସେ ଏହି ପରିପ୍ରେକ୍ଷୀରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଏବଂ କର୍ମଚାରୀ ମାନଙ୍କୁ ବିଭାଗୀୟ କାର୍ଯ୍ୟ କୁ ବ୍ୟବସ୍ଥିତ ଓ ତ୍ୱରାନ୍ୱିତ କରିବା ପାଇଁ ପରାମର୍ଶ ଦେଇଥିଲେ।

ଉପନିର୍ଦ୍ଦେଶକ କଲ୍ୟାଣୀ ଦାଶ ଙ୍କ ଏହି ଦିନିକିଆ ଜିଲ୍ଲାଗସ୍ତ ଅବସରରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇଙ୍କ ସମେତ କାର୍ଯ୍ୟାଳୟ ର ବରିଷ୍ଠ କିରାଣୀ ମାନଭଞ୍ଜନ ପଟ୍ଟନାୟକ, ଗ୍ରନ୍ଥାଗାରିକ ପ୍ରିୟଦର୍ଶିନୀ ଅଶୋକ ମୋହନ ଜେନା, ବିନୋଦ କିଶୋର ଦାନୀ, ଚମରା ବିଶି ପ୍ରମୁଖ ଉପସ୍ଥିତ ଥିଲେ I

- Advertisement -spot_img

More articles

- Advertisement -spot_img

Latest article

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ଜଗନ୍ନାଥ ଡିଗ୍ରୀ କଲେଜରେ +୩ ତୃତୀୟ ବର୍ଷର ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା ଉତ୍ସବ

ବଲାଙ୍ଗିର, (୧୯/୦୪) : ଆପ୍ର. : ଆଜି ବଲାଙ୍ଗିର ସଦରବ୍ଲକ ଅନ୍ତର୍ଗତ ସାହାଜବାହାଲ ଗ୍ରାମର ଜଗନ୍ନାଥ ଡିଗ୍ରୀ କଲେଜରେ, +୩ ତୃତୀୟ ବର୍ଷର ଓଡ଼ିଆ ବିଭାଗର ବିଦାୟ ସମାରୋହ ପାଳନ ହୋଇଯାଇଛି । ଏଇ...

ଖୁବଶୀଘ୍ର ଆସିବ ନୂଆ ରାସନ କାର୍ଡ ଓ ନୂଆ ତାଲିକା

ଭୁବନେଶ୍ୱର, (୧୯/୦୪) : ଆପ୍ର. : ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଆସିଲା ବଡ଼ ଖବର । ରାଜ୍ୟରେ ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ମିଳିବ । ଏନେଇ ଆଜି ରାଜ୍ୟ...

ବୈତରଣୀ କେଶରି କୁଣ୍ଡରେ ଗାଧୋଇବା ବେଳେ ବୁଡ଼ିଗଲେ ୨ ଦଶମ ଶ୍ରେଣୀ ଛାତ୍ର

କେନ୍ଦୁଝର, (୧୯/୦୪) : ଆପ୍ର. : ଗାଧୋଇବା ବେଳେ ବୁଡ଼ିଗଲେ ୨ ଜଣ ଦଶମ ଛାତ୍ର। ଚମ୍ପୁଆ ସରେଇ ଗାଁଆ ବୈତରଣୀ ନଦୀ କେଶରୀ କୁଣ୍ଡରେ ଗାଧୋଇବା ବେଳେ ଦୁଇ ଛାତ୍ର ବୁଡି...

ରେଳ ଧାରଣରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

କଣ୍ଟାବାଞ୍ଜି, (୧୯/୦୪) : ଆପ୍ର. : ହରିଶଙ୍କର ରୋଡ଼ -ତୁରେକେଲା ରୋଡ଼ ରେଳ ଷ୍ଟେସନ ନିକଟରେ ଅଭାବନୀୟ ଘଟଣା । ରେଳ ଧାରଣାରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ବତ୍ତର୍ମାନ୍...