32.9 C
Balāngīr
Wednesday, April 30, 2025

ସେଞ୍ଚୁରିଅନରେ ଡିପ୍ଲୋମା ଅନ୍ତିମ ବର୍ଷର ଛାତ୍ରଛାତ୍ରୀ ମାନଙ୍କ ବିଦାୟ କାଳୀନ ସମାରୋହ

Must read

ରିପୋର୍ଟ : ଗୋପୀନାଥ ଗୌଡ଼
ରାୟଗଡ଼ା, (୦୭/୦୩) : ରାୟଗଡ଼ା ସହର ଉପଖଣ୍ଡ ପିତାମହଲ ସ୍ଥିତ ସେଞ୍ଚୁରିଅନ ବିଶ୍ୱବିଦ୍ୟାଳୟ ପରିସରରେ ଫାର୍ମାସୀ ବିଭାଗର ଅନ୍ତିମ ବର୍ଷର ଡିପ୍ଲୋମା ଛାତ୍ରଛାତ୍ରୀ ମାନଙ୍କୁ ବିଦାୟ କାଳୀନ ସମାରୋହ କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଯାଇଛି ।WhatsApp Image 2025 03 07 at 17.45.47 ସେଞ୍ଚୁରିଅନରେ ଡିପ୍ଲୋମା ଅନ୍ତିମ ବର୍ଷର ଛାତ୍ରଛାତ୍ରୀ ମାନଙ୍କ ବିଦାୟ କାଳୀନ ସମାରୋହ

ଉକ୍ତ କାର୍ଯ୍ୟକ୍ରମରେ ଫାର୍ମାସୀ ଅଧ୍ୟକ୍ଷ ଡ଼ଃ ଚନ୍ଦ୍ରଶେଖର ପାତ୍ର ଓ ନର୍ସିଂ ଅଧ୍ୟକ୍ଷ ଶ୍ରୀମତି କେ.ଉର୍ମିଳା, ପ୍ରଧ୍ୟାପକ ଡ଼ଃ ଗୋପାଳ କ୍ରିଷ୍ଣା ପାଢୀ ପ୍ରମୁଖ ମଞ୍ଚସିନ ଥିଲେ । ଏହି ବିଦାୟ କାଳୀନ ସମାରୋହରେ ଫାର୍ମାସୀ ବିଭାଗ ପ୍ରଥମ ବର୍ଷାରେ ଅଧ୍ୟୟନରତ ଡିପ୍ଲୋମା ଛାତ୍ରଛାତ୍ରୀମାନେ ଅନ୍ତିମ ବର୍ଷର ଛାତ୍ରଛାତ୍ରୀମାନଙ୍କୁ ବିଦାୟ ଦେଇଥିଲେ । ଏହି ଅବସରରେ ମଞ୍ଚସିନ ଅତିଥିଗଣ ସମସ୍ତ ଛାତ୍ରଛାତ୍ରୀଙ୍କୁ ଜୀବନରେ ଅଗୋକୁ ବାଢ଼ିବା ପାଇଁ ନିରନ୍ତର ପ୍ରୟାସ କରିବା ଆବଶ୍ୟକ । ଛାତ୍ରଛାତ୍ରୀ ମାନେ କିଭଳି ଭାବେ ଚାକିରି କରି ନିଜେ ଆତ୍ମ ନିର୍ଭରଶୀଳ ହେବେ ସେ ସମ୍ପର୍କରେ ଦିଗ୍ଦର୍ଷଣ ପ୍ରଦାନ କରିଥଲେ ।

ସେହିପରି ସମସ୍ତ ଛାତ୍ରଛାତ୍ରୀମାନେ ନାଚ ଗୀତର ଆସୋରରେ ସମସ୍ତଙ୍କୁ ମନୋରଞ୍ଜନ କରିଥିଲେ । ଶେଷରେ ଛାତ୍ରଛାତ୍ରୀ ମାନେ ନିଜ ସାଙ୍ଗସାଥୀଙ୍କ ମେଳରେ ବିତେଇଥିବା ପ୍ରତିଟି ମୁହର୍ତ୍ତକୁ ମନେପକାଇ ଭାବପ୍ରବଣ ହୋଇଥିଲେ। ଏଥିରେ ପ୍ରାୟ ୮୦ରୁ ଉର୍ଦ୍ଧ ଛାତ୍ରଛାତ୍ରୀ ଉପସ୍ଥିତ ରହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ଉପାନ୍ତ ଅଞ୍ଚଳରେ ପାନୀୟ ଜଳ କଷ୍ଟ

କୋଲନରା, (୨୯/୦୪) : ଆପ୍ର. : ବଣ ଜଙ୍ଗଲ ଘେରା ଉପାନ୍ତ ଅଞ୍ଚଳରେ ଟିକର ପଡା ଗ୍ରାମ ଅବସ୍ଥିତ । ଗ୍ରାମରେ ମୋଟ ୪୫ ଗୋଟି ପରିବାର ରହୁଥିବା ବେଳେ ୨୧୫ ଜଣ...

ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ସ୍ମାରକ ପତ୍ ପ୍ରଦାନ

ରାୟଗଡ଼ା, (୨୯/୪) : ଆପ୍ର. : ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ଡାକରାରେ ରାୟଗଡ଼ ଜିଲ୍ଲା ଶାଖା ତରଫରୁ ଈପିଏଫ୍ ପେନସନରସ୍ ତଥା ବରିଷ୍ଠ ନାଗରିକ ମାନେ ସ୍ଥାନୀୟ ଜିଲ୍ଲାପାଳଙ୍କ ଜରିଆରେ...

କୁମୁଲି ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ

କୋରାପୁଟ, (୩୦/୪) : ଆପ୍ର. : ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ, କଟକର ବୋରିଗୁମ୍ମା ବ୍ଲକ୍ କୁମୁଲି ସର୍କଲ ଅନ୍ତର୍ଗତ ୮ ଗୋଟି କ୍ଲଷ୍ଟରର ପ୍ରାଥମିକ ଶିକ୍ଷକ ସଂଘର ଅବଧି ସଂପୂର୍ଣ୍ଣ...

କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦରେ କାଉନସିଲ ବୈଠକ ଅନୁଷ୍ଠିତ

କାଶୀନଗର, (୨୯/୪) : ଆପ୍ର. : ଗଜପତି ଜିଲ୍ଲାରେ କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଅସ୍ଥାୟୀ କାର୍ଯ୍ୟାଳୟ ସଭାଗୃହ ଠାରେ କାଉନସିଲ ବୈଠକ ଅନୁଷ୍ଠିତ ହୋଇଥିଲା । ଏନ୍ଏସି ଅଧ୍ୟକ୍ଷା ଏମ. ସୁଧାରାଣୀ, ଉପାଧ୍ୟକ୍ଷ...

ବିବେକାନନ୍ଦ ଙ୍କ ଦର୍ଶନ ଉପରେ ମାର୍ଗ ଦର୍ଶନ କଲେ ସ୍ୱାଧି କାଞ୍ଚନ ସୋମ ଅଗ୍ରୱାଲା

ସୁବର୍ଣ୍ଣପୁର, (୨୯/୦୪) ଆ.ପ୍ର : ମଙ୍ଗଳବାର ସନ୍ଧ୍ୟା ରେ ଶ୍ରୀ ଗୋପାଳଜୀ ଯୋଗାଶ୍ରମ ମହାନଦୀ ଯୋଗବିହାର ସୁବର୍ଣ୍ଣପୁର ଠାରେ ସ୍ୱାମୀ ବିବେକାନନ୍ଦ ଙ୍କର ଦର୍ଶନ ଏବଂ ହିନ୍ଦୁ ଧର୍ମ ପ୍ରଚାର ପ୍ରସାର ରେ...