32.9 C
Balāngīr
Wednesday, April 23, 2025

ସେଞ୍ଚୁରିଅନ ଶିକ୍ଷାନୁଷ୍ଠାନରେ ବିଶ୍ଵ ଯକ୍ଷ୍ମା ଦିବସ ପାଳିତ

Must read

ରାୟଗଡ଼ା, (୨୪/୦୩) : ଆ.ପ୍ର. : World Tuberculosis Day ଯକ୍ଷ୍ମା(Tuberculosis) ବା ଟିବି ଏକ ସଂକ୍ରାମକ ରୋଗ ଅଟେ । ଏହି ରୋଗର ନିରାକରଣ ନିମନ୍ତେ ଲୋକମାନଙ୍କୁ ସଚେତନ କରିବା ପାଇଁ ପ୍ରତିବର୍ଷ ମାର୍ଚ୍ଚ ୨୪ ତାରିଖକୁ ବିଶ୍ୱ ଯକ୍ଷ୍ମା ଦିବସ ଭାବେ ସାରା ବିଶ୍ୱରେ ପାଳନ କରାଯାଏ ।WhatsApp Image 2025 03 25 at 15.05.31 ସେଞ୍ଚୁରିଅନ ଶିକ୍ଷାନୁଷ୍ଠାନରେ ବିଶ୍ଵ ଯକ୍ଷ୍ମା ଦିବସ ପାଳିତ

ଏହି ପରିପେକ୍ଷିରେ ରାୟଗଡ଼ା ସହର ଉପଖଣ୍ଡ ପିତାମହଲ ସ୍ଥିତ ସେଞ୍ଚୁରିଅନ ବିଶ୍ୱବିଦ୍ୟାଳୟ ପରିସରରେ ନର୍ସିଂ ବିଭାଗର ଛାତ୍ରଛାତ୍ରୀଙ୍କ ପକ୍ଷରୁ ବିଶ୍ଵ ଯକ୍ଷ୍ମା ଦିବସ ପାଳନ କରାଯାଇଛି । ଛାତ୍ରଛାତ୍ରୀ ମାନେ ଚିତ୍ର ଆଙ୍କି ଏହି ଯକ୍ଷ୍ମା ବା ଟିବି ସମ୍ପର୍କରେ ସଚେତନତା ସୃଷ୍ଟି କରିଥଲେ । ଏହାସହ ଯକ୍ଷ୍ମା ବା ଟିବି ରୋଗ ର ଲକ୍ଷଣ, କାରଣ ଓ ନିରାକରଣ ବିଶୟ ଉପରେ ଆଲଚନା କରାଯାଇଥିଲା ।

ସେହିପରି ଯକ୍ଷ୍ମା ବା ଟିବି ରୋଗ ସମ୍ପର୍କରେ ଏକ ସଚେତନତା ଶୋଭାଯାତ୍ରା ବିଶ୍ୱବିଦ୍ୟାଳୟ ପରିସରରେ ପରିଦର୍ଶନ କରଯାଇଥିଲା। ନର୍ସିଂ ଅଧ୍ୟକ୍ଷ କେ. ଉର୍ମିଳାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ନର୍ସିଂ ବିଭାଗର ପ୍ରାୟ ୧୦୦ ରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀମାନେ ଉପସ୍ଥିତ ଥିବା ବେଳେ ସମସ୍ତ ଶିକ୍ଷକ ଓ ଶିକ୍ଷିତ୍ରୀମାନେ ସାମିଲ ହୋଇଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ଅଭିଯୁକ୍ତର କାଠ ଫାଳିଆ ମାଡ଼ରେ କନେଷ୍ଟବଳ ଗୁରୁତର, ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଭର୍ତ୍ତି

ବଲାଙ୍ଗିର, (୨୩/୦୪) : ଆପ୍ର. : ଥାନା ଭିତରେ ପୋଲିସକୁ ଆକ୍ରମଣ । କାଠ ଫାଳିଆ ମାଡ଼ରେ କନେଷ୍ଟବଳ ସୁଦାମ ନାଗ ଗୁରୁତର । ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଗୁରୁତର କନେଷ୍ଟବଳଙ୍କୁ ଭର୍ତ୍ତି...

ନାବାଳିକାକୁ ଗଣ ଦୁଷ୍କର୍ମ: ୩ ଯୁବକଙ୍କ ସଂପୃକ୍ତ, ପୁଲିସ ତଦନ୍ତ ଆରମ୍ଭ

ସୁନ୍ଦରଗଡ଼଼, (୨୩/୦୪) : ଆପ୍ର. : ସୁନ୍ଦରଗଡ଼଼ ଜିଲ୍ଲା ତଳସରା ଥାନା ଅଞ୍ଚଳରେ ଲଜ୍ଜା। ଜଙ୍ଗଲକୁ ଟେକି ନେଇ ନାବାଳିକାକୁ ଗଣ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଏକୋଇଶିଆ ଭୋଜି ଖାଇ ସାଙ୍ଗମାନଙ୍କ...

ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ବିଶ୍ୱ ପୃଥିବୀ ଦିବସ ପାଳିତ

ପାଟଣା, (୨୪/୦୩) : ଆପ୍ର. : ଢେଙ୍କିକୋଟ ଟିକିରା ସ୍ଥିତ ଘଟଗାଁ ବ୍ଲକ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଆଜି ବିଶ୍ୱ ପୃଥିବୀ ଦିବସ ଉତ୍ସାହପୂର୍ଣ୍ଣ ଭାବେ ପାଳନ ହୋଇଯାଇଛି । ପ୍ରାକୃତିକ ସଂପଦର ରକ୍ଷା,...

ବସ୍‌ରୁ ପଡି ଛାତ୍ରୀ ଗୁରୁତର

କଣ୍ଟାବାଞ୍ଜି, (୨୩/୦୪) : ଆପ୍ର. : ବସ୍‌ରୁ ପଡି ନବମ ଶ୍ରେଣୀ ଛାତ୍ରୀ ଗୁରୁତର । ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି କୁକୁଡାହାଟ ଗାଁ ନିକଟରେ ଅଭାବନୀୟ ଘଟଣା ଘଟିଛି । ଆଜି ବସ୍‌ ରୁ...

ସରାସକୋଲା ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ପୋଷାକ ବଣ୍ଟନ

ପାଟଣା, (୨୩/୦୪) : ଆପ୍ର. : ପାଟଣା ବ୍ଲକ ସରାସକୋଲା ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ଆଜି ନୂତନ ପୋଷାକ ବଣ୍ଟନ କରାଯାଇଛି । ଏଠାରେ ୧୩୫ ଜଣ ଛାତ୍ରଛାତ୍ରୀ ପୋଷାକ ବଣ୍ଟନ କରାଯାଇଥିବା...