32.9 C
Balāngīr
Friday, June 13, 2025

ସେମିଲିଗୁଡାରେ ଡାକ୍ତର ମୌମିତାଙ୍କୁ ନ୍ୟାୟ ପାଇଁ କେଣ୍ଡେଲ୍‌ ଶୋଭାଯାତ୍ରା

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
କୋରାପୁଟ, (୧୯/୦୮) : କୋରାପୁଟ ଜିଲ୍ଲା ସେମିଲିଗୁଡାରେ ଲିଭ୍‌ ପର୍‌ ଅଦର୍ସ ଅନୁଷ୍ଠାନ ତରଫରୁ କେଣ୍ଡେଲ୍‌ ରାଲି ଅନୁଷ୍ଠିତ ହୋଇଯାଇଛି ।

ଆର.ଜି.କର ମେଡିକାଲ କଲେଜ, କୋଲକାତାର ଟ୍ରେନି ଡାକ୍ତରଙ୍କ ପ୍ରତି ହୋଇଥିବା ଗଣ ଦୁଷ୍କର୍ମ ଓ ନିର୍ମମ ହତ୍ୟାର ପ୍ରତିବାଦରେ ତଥା ଅମର ଆତ୍ମା ଶାନ୍ତି ଏବଂ ନ୍ୟାୟ ପାଇବା ପାଇଁ ସେମିଲିଗୁଡା ବସ୍‌ଷ୍ଟାଣ୍ଡ ଠାରୁ ଏକ ଶୋଭାଯାତ୍ରା ବାହାରି ସହର ପରିକ୍ରମା କରିବା ସହ ଫୋଟ ଚିତ୍ରରେ କେଣ୍ଡେଲ ପ୍ରଦୀପ ପ୍ରଜଳନ କରି ଥିଲେ । ଉକ୍ତ କେଣ୍ଡେଲ୍‌ ଶୋଭାଯାତ୍ରାରେ ପୂର୍ବତନ ସି.ଡି.ପି.ଓ ସ୍ନିଗ୍ଧାରାଣୀ ମିଶ୍ର, ପୂର୍ବତନ ପୌର ଅଧ୍ୟକ୍ଷ ସୁବୋଶ୍ରୀ ମଲିକ, ସୁନାବେଡା ସି.ଡି.ପି ଓ ନଳିନ ବେହେରା, ସେମିଲିଗୁଡା ବ୍ଲକ ଅଙ୍ଗନୱାଡି ସଂଘ ସଭାପତି ସଂଯୁକ୍ତା ସାହୁ, ସମାଜସେବୀ ଚିତରଞ୍ଜନ ମିଶ୍ର ଓ ଅଙ୍ଗନୱାଡି କର୍ମୀ ଯୋଗ ଦେଇଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ

ରାୟଗଡ଼ା, (୧୨/୦୬) : ଆପ୍ର. : ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ । ଜଣେ ଆଦିବାସୀ ଝିଅକୁ ଜଣେ ଦଳିତ ଯୁବକ ପ୍ରେମ କରି ସାଂଗରେ ନେଇଯିବାବାରୁ ଜାତି ଆଳରେ...

ଗୁଣପୁର ପୌରପରିଷଦ କେଳେଙ୍କାରୀ (ଦଲାଲ୍ ସାଜିଛନ୍ତି ଆଉଟ୍ ସୋର୍ସିଙ୍ଗ କର୍ମଚାରୀ)

ଗୁଣପୁର, (୧୧/୬) : ଆପ୍ର. : ଗୁଣପୁର ପୌରପରିଷଦ ହେବା ଦିନଠାରୁ ସହରର ଉନ୍ନତି ଅପେକ୍ଷା ଦୁର୍ନୀତି ବହୁ ମାତ୍ରାରେ ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି । ସରକାରୀ ବାବୁମାନେ ସିଧାସଳଖ ଲାଞ୍ଚ ନନେଇ...

ଘାରିଲାଣି ଝାଡ଼ାବାନ୍ତି ଡର; ମୃତ୍ୟୁ ସଂଖ୍ୟା ଛୁଇଁଲା ୪

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲାକୁ ଘାରିଲାଣି ଝାଡାବାନ୍ତି ଡର । ଯାହାକୁ ନେଇ ଏବେ ଚିନ୍ତାରେ ଗ୍ରାମବାସୀଙ୍କ ଠାରୁ ସ୍ୱାସ୍ଥ୍ୟବିଭାଗ । ଦିନକୁ ଦିନ ଝାଡାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା...

ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟିଲା ଟ୍ରାକ୍ଟର, ଜଣେ ମୃତ

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲା ସଦର ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି । ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ଟ୍ରାକ୍ଟର । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ...

ରାଜ୍ୟ ପୋଲିସ ମୁଖ୍ୟାଳୟ ପ୍ରେସ୍ ନୋଟ୍; ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଜିଡିଏସ୍ ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ...

ଭୁବନେଶ୍ୱର, (୧୧/୦୬) : ଆପ୍ର. : ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଗ୍ରାମୀଣ ଡାକ ସେବକ (ଜିଡିଏସ୍) ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ...