32.9 C
Balāngīr
Saturday, July 12, 2025

ସୋନପୁର କଲେଜର ୬୨ ତମ ପ୍ରତିଷ୍ଠା ଦିବସରେ ପୂରାତନ ଛାତ୍ର ସଂଘ ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ

Must read

ସୁବର୍ଣ୍ଣପୁର, (୦୨/୦୭) : ଆ.ପ୍ର : ସୋନପୁର କଲେଜର ୬୨ ତମ ପ୍ରତିଷ୍ଠା ଦିବସ ଅବସରରେ ପୂରାତନ ଛାତ୍ର ସଂଘ ପକ୍ଷରୁ ସୋନପୁର କଲେଜ ଠାରେ ଏକ ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇଯାଇଛି ।

ଏଥିରେ ମୁଖ୍ୟ ଅତିଥି ଭାବେ ସୋନପୁର ଏସପି ନାରାୟଣ ନାୟକ ଓ କଲେଜ ଅଧ୍ୟକ୍ଷ ରାଜୀବ ଲୋଚନ ଆଚାର୍ଯ୍ୟ ଯୋଗ ଦେଇ ଶିବିରକୁ ଉଦଘାଟନ କରିଥିବା ବେଳେ ପୂରାତନ ଛାତ୍ର ସଂଘ ର ସଭାପତି ଡ.ପ୍ରଫୁଲ୍ଲ କୁମାର ରଥ, ସଂପାଦକ ଭାରତ ଭୁଷଣ ଦାଶ, ଉପଦେଷ୍ଟା ସିତାଂଶୂ ଶେଖର ମିଶ୍ର ରକ୍ତ ଦାନ କରିବା ପାଇଁ ନୂତନ ରକ୍ତ ଦାତଙ୍କୁ ଉତ୍ସାହିତ କରିଥିଲେ । ଏଥିରେ ପୂରାତନ ଛାତ୍ର ସଙ୍ଘର ଉପ ସଭାପତି ଗତିକୃଷ୍ଣ ମିଶ୍ର, ସହ ସମ୍ପାଦକ ବିଶ୍ୱବିର ମିଶ୍ର, କୋଷାଧ୍ୟକ୍ଷ ବିଶ୍ଵ ରଞ୍ଜନ ପୂଝାରୀ ଏବଂ ପ୍ଲାବନ ମହାପାତ୍ର, ସ୍ୱରୂପ ପାତ୍ର, ଶାଶ୍ବତ ମିଶ୍ର, ଶୁଭମ ମିଶ୍ର, ଗୋପାଳ ବାରଇ, ଅଭିଷେକ ଶର୍ମା, ଦୀପକ ମହାପାତ୍ର, ଦେବାଶିଷ ପଟ୍ଟନାୟକ, ଜ୍ୟୋତିର୍ମୟ ମିଶ୍ର ପ୍ରମୁଖଙ୍କ ସହ ସମସ୍ତ କାର୍ଯ୍ୟକର୍ତ୍ତା ଓ ଜିଲ୍ଲା ରକ୍ତଦାତା ସେବା ସଂଘ ସଭାପତି ମନୋଜ ପଣ୍ଡା, ସହଯୋଗ କରିଥିଲେ ।

ଜିଲ୍ଲା ବାର ଆସୋସିଏସନ୍, ବୁଢ଼ାରଜା ସ୍ବେଚ୍ଛାସେବୀ ସଂଗଠନ ର କର୍ମକର୍ତ୍ତା ଓ ସାମ୍ବାଦିକ ପ୍ରମୁଖ ପ୍ରମୁଖ ଉପସ୍ଥିତ ଥିଲେ । ଏଥିରେ ମୋଟ ୪୦ ୟୁନିଟ ରକ୍ତ ସଂଗ୍ରହ ହୋଇଥିଲା ବେଳେ ଜିଲ୍ଲା ରକ୍ତ କେନ୍ଦ୍ରର ଡ଼ା. ଚିତ୍ତ ରଞ୍ଜନ ତ୍ରିପାଠୀ, କାଉନସିଲର ଜଗତ ଦାରୁଅନ୍, ଲେଵ ଟେକ୍ନିଶିଆନ ସତ୍ୟବ୍ରତ ତାଣ୍ଡି, ଯୁଧିଷ୍ଟିର ନାଏକ ପ୍ରମୁଖ ରକ୍ତ ସଂଗ୍ରହ କରିଥିଲେ ।

- Advertisement -spot_img

More articles

Leave a Reply

- Advertisement -spot_img

Latest article

ତିନି ଲକ୍ଷ ୫୫ ହଜାର ଟଙ୍କା ର ଚୋରା ଗଞ୍ଜେଇ ଜବତ, ତିନି ଅଭିଯୁକ୍ତ ଗିରଫ

ବଲାଙ୍ଗୀର/ଟିଟିଲାଗଡ଼, (୧୦/୦୭) : ଆପ୍ର. : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ଼ ରେଳ ଷ୍ଟେସନ ରୁ ତିନି ଗଞ୍ଜେଇ ଚୋରା ଚାଲାଣ କରୁଥିବା ଯୁବକ ଶହ ତିରିଶ କେଜି ୫୦୦ ଗ୍ରାମ ଗଞ୍ଜେଇ...

ଡେଲାଙ୍ଗରେ ସ୍ପଷ୍ଟ ହେଲା ବାର୍ଡ ଫ୍ଲୁ: ସଂକ୍ରମିତ ସ୍ଥାନରୁ ୧୦ କି.ମି ମଧ୍ୟରେ କୁକୁଡ଼ା ଦୋକାନ ବନ୍ଦ

ପିପିଲି, (୧୨/୦୭) : ଆପ୍ର. : ରାଜ୍ୟରେ ବଢ଼ିଲାଣି ବାର୍ଡ ଫ୍ଲୁ ଭୟ । ଡେଲାଙ୍ଗରେ ସ୍ପଷ୍ଟ ହେଲା ବାର୍ଡ ଫ୍ଲୁ। ନମୁନା ପରୀକ୍ଷାରୁ ଆସିଲା ପଜିଟିଭ୍ ରିପୋର୍ଟ । ନH5N1 ଆଭିଏନ୍‌...

ଭୁବନେଶ୍ୱରରେ ପହଞ୍ଚିଲେ ରାହୁଲ ଗାନ୍ଧୀ: ସମ୍ୱିଧାନ ବଞ୍ଚାଅ ସମାବେଶରେ ହେବେ ସାମିଲ

ଭୁବନେଶ୍ୱର, (୧୨/୦୭) :ଆପ୍ର. : ଓଡ଼ିଶାରେ ରାହୁଲ । ଭୁବନେଶ୍ବରରେ ପହଞ୍ଚିଲେ ରାହୁଲ ଗାନ୍ଧୀ । ଦିଲ୍ଲୀରୁ ବିମାନରେ ଆସି ପହଞ୍ଚିବା ପରେ ତାଙ୍କୁ ବିମାନବନ୍ଦରରେ କଂଗ୍ରେସ ନେତାମାନେ ଭବ୍ୟ ସ୍ବାଗତ କରିଛନ୍ତି...

ସଡ଼କ ଦୁର୍ଘଟଣାରେ ବାଇକ ଚାଳକ ମୃତ

ସୋନପୁର, (୧୨/୦୭) : ଆପ୍ର. : ଅଜଣା ଗାଡ଼ିରେ ବାଇକ ପିଟି ହୋଇ ଚାଲିଗଲା ବାଇକ ଚାଳକଙ୍କ ଜୀବନ । ଘଟଣା ଘଟିଛି ସୋନପୁର - ବଲାଙ୍ଗିର ସୀମାନ୍ତ ବିଲେଇସର୍ଡ଼ା ଗ୍ରାମ ନିକଟରେ...

ଘଞ୍ଚ ଜଙ୍ଗଲରୁ ମିଳିଲା ମୃତଦେହ, ପରିଚୟ ଅସ୍ପଷ୍ଟ

ଭଞ୍ଜନଗର, (୧୨/୦୭) : ଆପ୍ର. : ଘଞ୍ଚ ଜଙ୍ଗଲରେ ପୋତା ଯାଇଥିଲା ମୃତଦେହ । ମୃତଦେହ ନିକଟରେ ଲାଗିଛି ଧୂପକାଠି । ପାଖରେ ପଡ଼ିଛି କିଛି ଖଇ, ଚାଉଳ ଏବଂ ଖୁଚୁରା ପଇସା...