32.9 C
Balāngīr
Wednesday, April 30, 2025

ସୋନପୁର ବ୍ଲକ ଛକରେ ରାଜସ୍ଵ ମନ୍ତ୍ରୀଙ୍କୁ ବିଭିନ୍ନ ସାମାଜିକ ସଂଗଠନ ତରଫରୁ ସମ୍ବର୍ଦ୍ଧନା

Must read

ରିପୋର୍ଟ : ଧୃବରାଜ ମିଶ୍ର
ସୁବର୍ଣ୍ଣପୁର, (୦୧/୦୩) : ସୋନପୁର ବ୍ଲକ ଛକରେ ବିଜେପି ର ପୂର୍ବତନ ଜିଲ୍ଳା ସଭାପତି ବଳଦେବ ବେଦବାକ୍ ଓ ଶ୍ରାଦ୍ଧାଞ୍ଜଳି ମିଶ୍ରଙ୍କ ନେତୃତ୍ୱରେ ରାଜ୍ୟ ସରକାରଙ୍କ ରାଜସ୍ଵ ଓ ବିପର୍ଯ୍ୟୟ ପ୍ରଶମନ ମନ୍ତ୍ରୀ ସୁରେଶ ପୁଝାରୀଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି ।

ଅନ୍ୟ ମନଙ୍କ ମଧ୍ୟରେ ଜିଲ୍ଳା କୃଷକ ସଂଘ, ଜ୍ଞାନ ଜଗନ୍ନାଥ ମହୋତ୍ସଵ କମିଟି, ସୁବର୍ଣ୍ଣପୁର ଜିଲ୍ଲା ସାମ୍ବାଦିକ ସଂଘ, ବ୍ଲକଛକ ଦୁର୍ଗାପୂଜା କମିଟି, ରୟାଲ କ୍ଲବ, ମହିଳା ସଂଘ, କଲାପଥର ଗ୍ରାପ. ପକ୍ଷରୁ ସମ୍ବର୍ଦ୍ଧନା ଦିଆଯାଇଥିଲା । ଏହି ଅବସରରେ ପ୍ରାୟ ୫୦ ଜଣ ଵ୍ୟକ୍ତି ବିଭିନ୍ନ ଵିଷୟରେ ଅଭିଯୋଗପତ୍ର ପ୍ରଦାନ କରିଥିଲେ । ତେଵେ କିଛି ସମୟ ପରେ ଏହି ପଥପ୍ରାନ୍ତ ସଭାରେ ବାଳାଙ୍ଗିର ସାଂସଦ ସଂଗୀତା ସିଂଦେଓ ଯୋଗଦେବା ଓ ତାଙ୍କୁ ଶ୍ରୀ ବେଦବାକ୍ ଫୁଲତୋଡ଼ା ଦେଇ ପାଛୋଟି ନେଇ ସଭାରେ ବସେଇବା ଏକ ଚର୍ଚ୍ଚାର ବିଷୟ ହୋଇଛି। ଏଥିରେ ପୂର୍ବତନ ଜିଲ୍ଲା ସାଧାରଣ ସମ୍ପାଦକ ସୁରେଶ ମିଶ୍ର, ନଗର ସଭାପତି ସଂଜୀବ ବେଦବାକ, ସିନ୍ନିବାସ୍ ଚାନ୍ଦ , ବାପି ଦାସ୍, ଜିତୁ ମହାପାତ୍ର, କେଦାର ଦାସ୍, ସୁରେଶ ପାତ୍ର, ଭକ୍ତ ପ୍ରହ୍ଲାଦ ଖୁରା ପ୍ରମୁଖ ଯୋଗଦେଇଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ଉପାନ୍ତ ଅଞ୍ଚଳରେ ପାନୀୟ ଜଳ କଷ୍ଟ

କୋଲନରା, (୨୯/୦୪) : ଆପ୍ର. : ବଣ ଜଙ୍ଗଲ ଘେରା ଉପାନ୍ତ ଅଞ୍ଚଳରେ ଟିକର ପଡା ଗ୍ରାମ ଅବସ୍ଥିତ । ଗ୍ରାମରେ ମୋଟ ୪୫ ଗୋଟି ପରିବାର ରହୁଥିବା ବେଳେ ୨୧୫ ଜଣ...

ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ସ୍ମାରକ ପତ୍ ପ୍ରଦାନ

ରାୟଗଡ଼ା, (୨୯/୪) : ଆପ୍ର. : ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ଡାକରାରେ ରାୟଗଡ଼ ଜିଲ୍ଲା ଶାଖା ତରଫରୁ ଈପିଏଫ୍ ପେନସନରସ୍ ତଥା ବରିଷ୍ଠ ନାଗରିକ ମାନେ ସ୍ଥାନୀୟ ଜିଲ୍ଲାପାଳଙ୍କ ଜରିଆରେ...

କୁମୁଲି ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ

କୋରାପୁଟ, (୩୦/୪) : ଆପ୍ର. : ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ, କଟକର ବୋରିଗୁମ୍ମା ବ୍ଲକ୍ କୁମୁଲି ସର୍କଲ ଅନ୍ତର୍ଗତ ୮ ଗୋଟି କ୍ଲଷ୍ଟରର ପ୍ରାଥମିକ ଶିକ୍ଷକ ସଂଘର ଅବଧି ସଂପୂର୍ଣ୍ଣ...

କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦରେ କାଉନସିଲ ବୈଠକ ଅନୁଷ୍ଠିତ

କାଶୀନଗର, (୨୯/୪) : ଆପ୍ର. : ଗଜପତି ଜିଲ୍ଲାରେ କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଅସ୍ଥାୟୀ କାର୍ଯ୍ୟାଳୟ ସଭାଗୃହ ଠାରେ କାଉନସିଲ ବୈଠକ ଅନୁଷ୍ଠିତ ହୋଇଥିଲା । ଏନ୍ଏସି ଅଧ୍ୟକ୍ଷା ଏମ. ସୁଧାରାଣୀ, ଉପାଧ୍ୟକ୍ଷ...

ବିବେକାନନ୍ଦ ଙ୍କ ଦର୍ଶନ ଉପରେ ମାର୍ଗ ଦର୍ଶନ କଲେ ସ୍ୱାଧି କାଞ୍ଚନ ସୋମ ଅଗ୍ରୱାଲା

ସୁବର୍ଣ୍ଣପୁର, (୨୯/୦୪) ଆ.ପ୍ର : ମଙ୍ଗଳବାର ସନ୍ଧ୍ୟା ରେ ଶ୍ରୀ ଗୋପାଳଜୀ ଯୋଗାଶ୍ରମ ମହାନଦୀ ଯୋଗବିହାର ସୁବର୍ଣ୍ଣପୁର ଠାରେ ସ୍ୱାମୀ ବିବେକାନନ୍ଦ ଙ୍କର ଦର୍ଶନ ଏବଂ ହିନ୍ଦୁ ଧର୍ମ ପ୍ରଚାର ପ୍ରସାର ରେ...