32.9 C
Balāngīr
Monday, April 28, 2025

ସ୍କୁଟିକୁ ଧକ୍କା ଦେଲା ଟ୍ରକ ; ସ୍ତ୍ରୀ ମୃତ, ପୁଅ-ସ୍ୱାମୀ ଆହତ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
କେନ୍ଦ୍ରାପଡା, (୨୪/୦୨) : ପୁଅ, ସ୍ୱାମୀ ସାମ୍ନାରେ ମହିଳାଙ୍କ ଉପରେ ଚଢିଗଲା ଟ୍ରକ । ଏଭଳି ଏକ ମର୍ମନ୍ତୁଦ ଦୁର୍ଘଟଣା ତିନିମୁହାଣି ଛକ ନିକଟରେ ସୋମବାର ପୂର୍ବାହ୍ନରେ ଘଟିଛି ।

ସ୍କୁଟିରେ ମାଆ, ପୁଅ ଓ ସ୍ୱାମୀ ଯାଉଥିବା ବେଳେ ଟ୍ରକ୍‌ଟି ସ୍କୁଟିକୁ ଧକ୍କା ଦେଇଥିଲା । ଦୁର୍ଘଟଣାରେ ମହିଳାଙ୍କ ସ୍ୱାମୀ ଓ ପୁଅ ଆହତ ହୋଇଛନ୍ତି । ଦୁର୍ଘଟଣାସ୍ଥଳରୁ ଟ୍ରକ୍‌ ଫେରାର୍‌ ହୋଇଯାଇଥିବା ବେଳେ ସ୍ଥାନୀୟ ଲୋକେ ରାସ୍ତାରୋକ କରିଛନ୍ତି । ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ଘଟଣାର ତଦନ୍ତ କରୁଛି ।

- Advertisement -spot_img

More articles

- Advertisement -spot_img

Latest article

ଅବକାରୀ ଚଢ଼ାଉରେ ମହୁଲି ମଦ ସହ ୨ଟି ସ୍କୁଟି : ୨ଟି ମୋଟର ସାଇକେଲ ଜବତ

ରାଉରକେଲା, (୨୮/୦୪) : ଆପ୍ର. : ଆଜି ରାଉରକେଲା ଅବକାରୀ ଅଧୀକ୍ଷକ ଝସକେତନ ବରିହାଙ୍କ ନିର୍ଦ୍ଦେଶ କ୍ରମେ, ରାଉରକେଲା ଅବକାରୀ ବିଭାଗ ପକ୍ଷରୁ ଜିଅବାହାଲ, ରୁପୁଟୋଲା, ସେକ୍ଟର-୩, ଝିରପାଣି, ଅଚଂଳରେ ଚଢ଼ାଉ କରି...

ହାଇୱା-ବାଇକ ଧକ୍କା : ଜଣେ ମୃତ, ତିନି ଗୁରୁତର

ପାଟଣାଗଡ଼, (୨୮/୦୪): ଆପ୍ର. : ବଲାଙ୍ଗିର ଜିଲ୍ଲା ଲରମ୍ଭା ଥାନା ଘସିଏନ ଲରମ୍ଭା ମୁଖ୍ୟରାସ୍ତା ମଝିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ହାଇୱାକୁ ପଛପଟୁ ପିଟିଲା ବାଇକ, ଜଣେ ମୃତ ତିନିଜଣ ଗୁରୁତର ।...

ଗଞ୍ଜାମରେ ବିଭତ୍ସ ହତ୍ୟା; ଦୁଇ ଭାଇଙ୍କୁ ହତ୍ୟା କରି ଶାଳବଣ ଜଙ୍ଗଲରେ ଜାଳିଦେଲେ ଦୁବୃର୍ତ

ଗଞ୍ଜାମ, (୨୮/୦୪) : ଆପ୍ର. : ପୁଣି ଅଶାନ୍ତ ହେଲା ଗଞ୍ଜାମ । ଖଲ୍ଲିକୋର୍ଟ ବେଗୁନିଆପଡ଼ା ଥାନା ଅଞ୍ଚଳରେ ଦୁଇ ଭାଇଙ୍କୁ ମାରି ଜଙ୍ଗଲରେ ଜାଳିଦେଲେ ଦୁର୍ବୁତ୍ତ । ବେଗୁନିଆପଡା ଥାନାଞ୍ଚଳର ଶାଳବଣ ଗାଁ...

ଯାଜପୁରରେ ଚାଞ୍ଚଲ୍ୟ ,ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ କଲେ ,ମାଡ଼ ମାରିଲେ ଦୁର୍ବୁତ୍ତ

ଯାଜପୁର, (୨୮/୦୪) : ଆପ୍ର. : ଯାଜପୁରରେ ଲଜ୍ୟା । ଯାଜପୁର ସହରରେ ଜଣେ କର୍ମଜୀବୀ ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ ଘଟଣା ପୁରା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ପୀଡିତା ଲୋକଲଜ୍ୟା...

ଶଶୁର ଘରକୁ ଫେରିବା ବାଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଗଛରେ ପିଟି ହେଲା ସ୍କର୍ପିଓ, ନବ ବିବାହିତଙ୍କ ସମେତ ୪ ମୃତ

ରାଉଲକେଲା, (୨୮/୦୪) : ଆପ୍ର. : ଦିଅଁ ଦର୍ଶନ ସାରି ଫେରୁଥିବା ବେଳେ ଗଛରେ ପିଟିହେଲା ସ୍କର୍ପିଓ । ଦୁର୍ଘଟଣାରେ ନବ ବିବାହିତାଙ୍କ ସମେତ ଚାଲିଗଲା ୪ ଜଣଙ୍କର ଜୀବନ ଓ ଜଣେ...