32.9 C
Balāngīr
Friday, April 25, 2025

ସ୍କୁଟି ଧକ୍କାରେ ସାଇକେଲ ଆରୋହୀ ମୃତ, ସ୍କୁଟି ଚାଳକ ଗୁରୁତର

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ବାଙ୍କୀ, (୦୨/୦୩) : ବାଙ୍କୀ ଥାନା ଅନ୍ତର୍ଗତ ବରପୁଟ ପଞ୍ଚାୟତ ବଡ଼ବନ୍ଧ ରାସ୍ତାରେ ସ୍କୁଟି ଧକ୍କାରେ ଜଣେ ସାଇକେଲ ଆରୋହୀଙ୍କର ମୃତ୍ୟୁ ଘଟିଛି ।

ମୃତକ ଜଣକ କାଳିପୋଇ ପଞ୍ଚାୟତ ଜଗନ୍ନାଥ ସାହିର ସଞ୍ଜୟ କୁମାର ମହାରଣା ବୋଲି ପରିଚୟ ମିଳିଛି । ମୃତ ସଞ୍ଜୟ ବରପୁଟ ଗାଁରୁ ନିଜ ଘରକୁ ଫେରୁଥିବା ସମୟରେ ବିପରୀତ ଦିଗରୁ ଆସୁଥିବା ବରପୁଟ ଶବର ସାହିର ସ୍କୁଟି ଚାଳକ ରବି ବେହେରା ତାଙ୍କୁ ଧକ୍କା ଦେଇଥିଲେ । ଫଳରେ ଘଟଣା ସ୍ଥଳରେ ସାଇକେଲ ଆରୋହୀଙ୍କର ମୃତ୍ୟୁ ଘଟିଥିଲା । ଗୁରୁତର ଅବସ୍ଥାରେ ଆହତଙ୍କୁ ଆମ୍ବୁଲାନ୍ସ ଯୋଗେ ବାଙ୍କୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ବାଙ୍କୀ ପୋଲିସ ଘଟଣାସ୍ଥଳରେ ପଂହଁଚି ସାଇକେଲ ଓ ସ୍କୁଟିକୁ ଜବତ କରି ତଦନ୍ତ ଚଳାଇଛି ।

- Advertisement -spot_img

More articles

- Advertisement -spot_img

Latest article

ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ, ଡାକ୍ତରଖାନାରେ ତୀବ୍ର ଉତ୍ତେଜନା

ଭଦ୍ରକ, (୨୪/୦୪) : ଆପ୍ର. : ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ । ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲ୍ଲା ହସ୍ପିଟାଲରେ । ମୃତ ମହିଳା ହେଲେ ରାନ୍ଦୀଆ ପଂଚାୟତ...

ଧାନ ସଂଗ୍ରହ କମିଟି ବୈଠକ: ଆରମ୍ଭ ହେବ ଧାନ କିଣା ବିକା ପ୍ରକ୍ରିୟା

ବରଗଡ, (୨୪/୦୪) : ଆପ୍ର. : ଚଳିତ ରବି ଋତୁ ପାଇଁ ବୁଧବାର ବରଗଡ଼ ଜିଲ୍ଲା ଧାନ ସଂଗ୍ରହ କମିଟିର ବୈଠକ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ମଇ ୧୪...

ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି, ରେକର୍ଡ ଭାଙ୍ଗୁଛି ତାତି

ଭୁବନେଶ୍ୱର, (୨୪/୦୪) : ଆପ୍ର. : କାଳବୈଶାଖୀ ପରେ ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି । ପାରଦ ବଢିବା ସହିତ ତାତି ଓ ଗୁଳୁଗୁଳି ଅସହ୍ୟ ହେବାକୁ ବସିଲାଣି । ଘରୁ ବାହାରିବା ମଧ୍ୟ...

ଟ୍ରେନ ରୁ ଖସି ପଡ଼ି ଯୁବକ ମୃତ

ସୁବର୍ଣ୍ଣପୁର, (୨୩/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ସହଲା ଫାଟକ ନିକଟରେ ଜଣେ ବ୍ୟକ୍ତି ଟ୍ରେନ ନମ୍ୱର ୧୮୫୨୩ ବିଶାଖାପାଟନା ବନାରସ ଏକ୍ସପ୍ରେସରେ ଆସୁଥିବା ସମୟରେ ଅସାବଧାନତାରୁ ଟ୍ରେନରୁ ଖସି...

ଏପ୍ରିଲ ୧୫ରୁ ଜୁନ ୧୪ ସମୁଦ୍ରରୁ ମାଛ ଧରିବା ଉପରେ କଟକଣା, ଚିନ୍ତାରେ ମତ୍ସ୍ୟଜୀବୀ ପରିବାର

ବାଲେଶ୍ବର, (୨୪/୦୪) : ଆପ୍ର. : ଏପ୍ରିଲ ୧୫ରୁ ଜୁନ୍ ୧୪ ତାରିଖ ପର୍ଯ୍ୟନ୍ତ ସମୂଦ୍ରରୁ ମାଛ ଧରିବା ଉପରେ କଟକଣା ଲାଗିବା ପରେ ଚିନ୍ତାରେ ମତ୍ସ୍ୟଜୀବୀ ପରିବାର । ମାଛ ବଂଶ ବୃଦ୍ଧି...