32.9 C
Balāngīr
Friday, April 25, 2025

ସ୍ତ୍ରୀକୁ ଲୁହା ରଡ୍ ମାରିବା ସମୟରେ ଅନ୍ୟ ଜଣେ ମୃତ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଝାରସୁଗୁଡ଼ା, (୧୩/୦୨) : ସ୍ତ୍ରୀକୁ ଲୁହା ରଡ ମାରିବା ସମୟରେ ଅନ୍ୟଜଣେ ମହିଳାଙ୍କ ଦେହରେ ବାଜିବାରୁ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି ।

ସଦର ଥାନା ଜମେରା ଗାଁ ନିକଟ ଜଙ୍ଗଲରେ ଦେଖିବାକୁ ମିଳିଛି ଏଭଳି ଅଭାବନୀୟ ଘଟଣା । ସ୍ତ୍ରୀ ସହ କାଠ ଆଣିବାକୁ ଯାଇଥିବାବେଳେ କୌଣସି କଥାକୁ ନେଇ ଉଭୟଙ୍କ ମଧ୍ୟରେ ବଚସା ହେବାରୁ ବ୍ୟକ୍ତିଜଣକ ରାଗିଯାଇ ତାଙ୍କ ସ୍ତ୍ରୀଙ୍କ ଉପରକୁ ହାତରେ ଥିବା ଏକ ଲୁହା ରଡ୍ ଫିଙ୍ଗିଥିଲେ । କିନ୍ତୁ ଏହି ସମୟରେ ରଡଟି ଘଟଣାସ୍ଥଳରେ ଥିବା ଅନ୍ୟ ଜଣ ମହିଳାଙ୍କ ଦେହରେ ବାଜିଥିଲା । ତାଙ୍କୁ ତୁରନ୍ତ ଡାକ୍ତରଖାନା ନିଆଯାଇଥିଲା କିନ୍ତୁ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି । ପୁଲିସ ପହଞ୍ଚି ଘଟଣାର ତଦନ୍ତ କରୁଛି ।

- Advertisement -spot_img

More articles

- Advertisement -spot_img

Latest article

ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ, ଡାକ୍ତରଖାନାରେ ତୀବ୍ର ଉତ୍ତେଜନା

ଭଦ୍ରକ, (୨୪/୦୪) : ଆପ୍ର. : ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ । ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲ୍ଲା ହସ୍ପିଟାଲରେ । ମୃତ ମହିଳା ହେଲେ ରାନ୍ଦୀଆ ପଂଚାୟତ...

ଧାନ ସଂଗ୍ରହ କମିଟି ବୈଠକ: ଆରମ୍ଭ ହେବ ଧାନ କିଣା ବିକା ପ୍ରକ୍ରିୟା

ବରଗଡ, (୨୪/୦୪) : ଆପ୍ର. : ଚଳିତ ରବି ଋତୁ ପାଇଁ ବୁଧବାର ବରଗଡ଼ ଜିଲ୍ଲା ଧାନ ସଂଗ୍ରହ କମିଟିର ବୈଠକ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ମଇ ୧୪...

ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି, ରେକର୍ଡ ଭାଙ୍ଗୁଛି ତାତି

ଭୁବନେଶ୍ୱର, (୨୪/୦୪) : ଆପ୍ର. : କାଳବୈଶାଖୀ ପରେ ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି । ପାରଦ ବଢିବା ସହିତ ତାତି ଓ ଗୁଳୁଗୁଳି ଅସହ୍ୟ ହେବାକୁ ବସିଲାଣି । ଘରୁ ବାହାରିବା ମଧ୍ୟ...

ଟ୍ରେନ ରୁ ଖସି ପଡ଼ି ଯୁବକ ମୃତ

ସୁବର୍ଣ୍ଣପୁର, (୨୩/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ସହଲା ଫାଟକ ନିକଟରେ ଜଣେ ବ୍ୟକ୍ତି ଟ୍ରେନ ନମ୍ୱର ୧୮୫୨୩ ବିଶାଖାପାଟନା ବନାରସ ଏକ୍ସପ୍ରେସରେ ଆସୁଥିବା ସମୟରେ ଅସାବଧାନତାରୁ ଟ୍ରେନରୁ ଖସି...

ଏପ୍ରିଲ ୧୫ରୁ ଜୁନ ୧୪ ସମୁଦ୍ରରୁ ମାଛ ଧରିବା ଉପରେ କଟକଣା, ଚିନ୍ତାରେ ମତ୍ସ୍ୟଜୀବୀ ପରିବାର

ବାଲେଶ୍ବର, (୨୪/୦୪) : ଆପ୍ର. : ଏପ୍ରିଲ ୧୫ରୁ ଜୁନ୍ ୧୪ ତାରିଖ ପର୍ଯ୍ୟନ୍ତ ସମୂଦ୍ରରୁ ମାଛ ଧରିବା ଉପରେ କଟକଣା ଲାଗିବା ପରେ ଚିନ୍ତାରେ ମତ୍ସ୍ୟଜୀବୀ ପରିବାର । ମାଛ ବଂଶ ବୃଦ୍ଧି...