32.9 C
Balāngīr
Sunday, April 20, 2025

ସ୍ଵାମୀ ବିବେକାନନ୍ଦ ବିଦ୍ୟାମନ୍ଦିର, ରାୟଗଡା କୃତିତ

Must read

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ରାୟଗଡା, (୧୪/୦୩) : ଆ.ପ୍ର. : ରାୟଗଡା ଭଳି ଏକ ଉପାନ୍ତ ଅଞ୍ଚଳରେ ଶିକ୍ଷା କ୍ଷେତ୍ରରେ ଅଗ୍ରଣୀ ଭୂମିକା ବହନ କରିଥିବା ସ୍ଵାମୀ ବିବେକାନନ୍ଦ ବିଦ୍ୟା- ମନ୍ଦିର ରିଙ୍ଗ ରୋଡ ର ଛାତ୍ରଛାତ୍ରୀ ମାନେ ।

ତୃତୀୟ, ପଞ୍ଚମ ଓ ଜାତିୟ ଗ୍ରାମାଞ୍ଚଳ ମେଧା ବୃତ୍ତି ପରିକ୍ଷାରେ କୃତିତ୍ୱ ଅର୍ଜନ କରିଥିବା ଜିଲ୍ଲାରେ ଚର୍ଚ୍ଚାର ବିଷୟ ପାଲଟିଛି । ତୃତୀୟ ଶ୍ରେଣୀ ବୃତ୍ତି ପରିକ୍ଷାରେ କୃତିତ୍ୱ ଅର୍ଜନ ଜିଲ୍ଲାରେ ଚର୍ଚ୍ଚାର ବିଷୟ ପାଲଟିଛି । ତୃତୀୟ ଶ୍ରେଣୀ ବୃତ୍ତି ପରିକ୍ଷାରେ ସମୀକ୍ଷା ଦାସ, ପ୍ରେମାନନ୍ଦ ନାଏକ, ପ୍ରବିଣ ଖୋସଲା ପ୍ରମୁଖ ବୃତ୍ତି ପାଇଥିବା ବେଳେ, ପଞ୍ଚମ ଶ୍ରେଣୀ ବୃତ୍ତି ପରିକ୍ଷାରେ ସାଇ ପ୍ରସାଦ ସାହୁ, ଗୌରବ କରକରିଆ, ସୁବ୍ରତ ହରିଜନ । ସେହିଭଳି ଜାତିୟ ଗ୍ରାମାଞ୍ଚଳ ମେଧା ବୃତ୍ତି ପରିକ୍ଷାରେ ସୁନେମିଆ ନାଏକ, ଅଭିଷେକ ବାଚେଲି ଓ ଦେବେନ୍ଦ୍ର କୁଲେଶିକା ବୃତ୍ତି ପାଇ ବିଦ୍ୟାଳୟକୁ ଗୌରବାନିତ କରିଛନ୍ତି ବୋଲି ବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀ ବିଜୟ କୁମାର ଚୌଧୁରୀ ପ୍ରକାଶ କରିଛନ୍ତି ।

- Advertisement -spot_img

More articles

- Advertisement -spot_img

Latest article

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ଜଗନ୍ନାଥ ଡିଗ୍ରୀ କଲେଜରେ +୩ ତୃତୀୟ ବର୍ଷର ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା ଉତ୍ସବ

ବଲାଙ୍ଗିର, (୧୯/୦୪) : ଆପ୍ର. : ଆଜି ବଲାଙ୍ଗିର ସଦରବ୍ଲକ ଅନ୍ତର୍ଗତ ସାହାଜବାହାଲ ଗ୍ରାମର ଜଗନ୍ନାଥ ଡିଗ୍ରୀ କଲେଜରେ, +୩ ତୃତୀୟ ବର୍ଷର ଓଡ଼ିଆ ବିଭାଗର ବିଦାୟ ସମାରୋହ ପାଳନ ହୋଇଯାଇଛି । ଏଇ...

ଖୁବଶୀଘ୍ର ଆସିବ ନୂଆ ରାସନ କାର୍ଡ ଓ ନୂଆ ତାଲିକା

ଭୁବନେଶ୍ୱର, (୧୯/୦୪) : ଆପ୍ର. : ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଆସିଲା ବଡ଼ ଖବର । ରାଜ୍ୟରେ ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ମିଳିବ । ଏନେଇ ଆଜି ରାଜ୍ୟ...

ବୈତରଣୀ କେଶରି କୁଣ୍ଡରେ ଗାଧୋଇବା ବେଳେ ବୁଡ଼ିଗଲେ ୨ ଦଶମ ଶ୍ରେଣୀ ଛାତ୍ର

କେନ୍ଦୁଝର, (୧୯/୦୪) : ଆପ୍ର. : ଗାଧୋଇବା ବେଳେ ବୁଡ଼ିଗଲେ ୨ ଜଣ ଦଶମ ଛାତ୍ର। ଚମ୍ପୁଆ ସରେଇ ଗାଁଆ ବୈତରଣୀ ନଦୀ କେଶରୀ କୁଣ୍ଡରେ ଗାଧୋଇବା ବେଳେ ଦୁଇ ଛାତ୍ର ବୁଡି...

ରେଳ ଧାରଣରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

କଣ୍ଟାବାଞ୍ଜି, (୧୯/୦୪) : ଆପ୍ର. : ହରିଶଙ୍କର ରୋଡ଼ -ତୁରେକେଲା ରୋଡ଼ ରେଳ ଷ୍ଟେସନ ନିକଟରେ ଅଭାବନୀୟ ଘଟଣା । ରେଳ ଧାରଣାରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ବତ୍ତର୍ମାନ୍...