32.9 C
Balāngīr
Tuesday, May 20, 2025

ସ୍ୱାମୀ ବିବେକାନନ୍ଦ ପବ୍ଲିକ ସ୍କୁଲ ଠାରେ ସଡ଼କ ସୁରକ୍ଷା ଜୀବନ ରକ୍ଷା କର୍ମଶାଳା ଅନୁଷ୍ଠିତ

Must read

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭବାନୀପାଟଣା, (୦୪/୦୧) : ସ୍ଥାନୀୟ ତାରିଣୀ ମନ୍ଦିର ସ୍ଥିତ ସ୍ୱାମୀ ବିବେକାନନ୍ଦ ପବ୍ଲିକ ସ୍କୁଲ ଠାରେ ସଡ଼କ ସୁରକ୍ଷା ଜୀବନ ରକ୍ଷା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି ।

ପ୍ରତିଦିନ ନିଜ ନିଜର ଅସାବଧାନତା ଯୋଗୁଁ ହଜାର ହଜାର ଅମୂଲ୍ୟ ଜୀବନ ଯାଉଛି । ଦୁଇ ଚକିଆ ଚଳେଇଲା ବେଳେ ହେଲମେଟ ଓ ଚାରି ଚକିଆ ଚଳେଇବା ବେଳେ ସିଟ୍‌ବେଲ୍ଟ ଅପରିହାର୍ଯ୍ୟ । ସମସ୍ତେ ସରକାରଙ୍କ ନୀତି ନିୟମ ମାନି ଯାନବାହାନ ଚଲେଇବା ଜରୁରୀ ବୋଲି ସ୍କୁଲର ପ୍ରତିଷ୍ଠାତା ଓ ଅଧ୍ୟକ୍ଷ ଡ଼. ଶିବରାମ ନାୟକ ଛାତ୍ରଛାତ୍ରୀ ମାନଙ୍କୁ ଉଦ୍‌ବୋଧନ ଦେଇଥିଲେ । ସ୍କୁଲର ସମସ୍ତ ଛାତ୍ରଛାତ୍ରୀ ଉପସ୍ଥିତ ରହି ନିଜ ନିଜ ମତ ରଖିଥିବା ବେଳେ ଶିକ୍ଷୟିତ୍ରୀ ଚନ୍ଦ୍ରପ୍ରଭା ମିଶ୍ର, ସାଧନା ପ୍ରଧାନ, ସରିତା ବାଗେଲେ, କଲ୍ୟାଣୀ ବାଗ, ଶୁଭଶ୍ରୀ ସାହୁ ଓ ବୃଷବ ଦାସ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ ଓ ଶିକ୍ଷକ ସମ୍ପଦ ମୁଣ୍ଡ ଧନ୍ୟବାଦ ଦେଇଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ନୂଆପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା: ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍

ନୂଆପଡ଼ା, (୨୦/୦୫) : ଆପ୍ର. : ନୂଆପଡ଼ା ସଦର ଥାନା ଅନ୍ତର୍ଗତ ଏକତା ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍ । ଘଟଣାସ୍ଥଳରେ ସ୍ତ୍ରୀ...

ଖଇରକାଠ ଜବତ କଲା ବନ ବିଭାଗ

ବଲାଙ୍ଗିର, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ସଇଁନ୍ତଳା ପୋଲିସ ଗତକାଲି ସନ୍ଧ୍ୟାରେ ପେଟ୍ରୋଲିଙ୍ଗ କରୁଥିବା ବେଳେ ମୁରସିଂବିଟ ନିକଟସ୍ଥ ସିକୁଆଁ ଗାଁରୁ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଯୋଗେ ବେଆଇନ ଭାବେ...

କାଳବୈଶାଖୀ ବର୍ଷାରେ ବେହାଲ କଟକ ସହର

କଟକ, (୨୦/୦୫) : ଆପ୍ର. : କଟକରେ କାଳବୈଶାଖୀ ପ୍ରଭାବରେ ବର୍ଷା ଜାରି । ଘଡ଼ଘଡ଼ି ସହ ପ୍ରବଳ ବର୍ଷାରେ ବେହାଲ ହୋଇଛି କଟକ ସହର । ପ୍ରବଳ ବର୍ଷା ପାଇଁ ତଳିଆ ଅଞ୍ଚଳରେ...

ବନବାହାଲରେ ୩୫ଟିକିଆ ହାତୀପଲଙ୍କ ଦ୍ଵାରା ପୁଣି ଚାଷୀଙ୍କ ୩ ଏକର ଡ଼ାଳୁଆ ଧାନ ଫସଲ ନଷ୍ଟ

ମୁରିବାହାଲ, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ମୁରିବାହାଲ ରେଞ୍ଜର ତିଖାଲି ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ଆସି ଦୀର୍ଘ ୫ମାସ ହେବ ରହିଯାଇଥିବା ୩୫ଟିକିଆ ହାତୀପଲ ବିଭିନ୍ନ ସମୟରେ ପାର୍ଶ୍ଵବର୍ତ୍ତୀ ବହୁ...