32.9 C
Balāngīr
Thursday, July 10, 2025

ହର୍ ଘର୍ ତ୍ରିରଙ୍ଗା ଅଭିଯାନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୧୨/୦୮) : ସ୍ୱାଧୀନତା ଦିବସ ପାଳନ ପାଇଁ ସାରା ଦେଶ ଉତ୍ସବ ମୁଖର ହୋଇଛି । ଏହି ସମୟରେ ଶୁଭାରମ୍ଭ ହୋଇଛି ହର୍ ଘର୍ ତ୍ରିରଙ୍ଗା ଅଭିଯାନ ।

ସେଥିପାଇଁ ଭୁବନେଶ୍ୱରସ୍ଥିତ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟରେ ହର୍ ଘର୍ ତ୍ରିରଙ୍ଗା ଅଭିଯାନ ଶୁଭାରମ୍ଭ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ, ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳା ନନ୍ଦ ମଲ୍ଲିକ ଯୋଗଦେଇଥିଲେ । ଏହି ଅବସରରେ ସମସ୍ତ ମନ୍ତ୍ରୀ କାନଭାସରେ ନିଜର ଓଡ଼ିଆରେ ଦସ୍ତଖତ କରିଥିଲେ । ପରେ ସମସ୍ତେ ଆମର ଜାତୀୟ ପତାକା ତ୍ରିରଙ୍ଗାକୁ ଉଡ଼ାଇଥିଲେ । ସମସ୍ତଙ୍କୁ ହର୍ ଘର୍ ତ୍ରିରଙ୍ଗା ଅଭିଯାନ ସାମିଲ ହେବା ପାଇଁ ମୁଖ୍ୟମନ୍ତ୍ରୀ କହିଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ତୃତୀୟ ଦିନ ଓଡ଼ିଶା ଡ୍ରାଇଭର୍ ମହାସଂଘ୍ ବିଷମ କଟକ ବ୍ଲକ୍ ର ଶାନ୍ତିପୂର୍ଣ୍ଣ ଆନ୍ଦୋଳନରେ ବିଜେଡି ପୂର୍ବତନ ଆଇନ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସରକା ଯୋଗଦାନ

ବିଷମ କଟକ, (୧୦/୭) : ଆପ୍ର. : ତୃତୀୟ ଦିନ ଓଡ଼ିଶା ଡ୍ରାଇଭର୍ ମହାସଂଘ୍ ବିଷମ କଟକ ବ୍ଲକ୍ ର ଶାନ୍ତିପୂର୍ଣ୍ଣ ଆନ୍ଦୋଳନରେ ବିଜେଡି ପୂର୍ବତନ ଆଇନ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସରକା...

ଜଙ୍ଗଲରୁ ମିଳିଲା ଯୁବକଙ୍କ ମୃତଦେହ, ଗତ ୪ ତାରିଖରୁ ଥିଲେ ନିଖୋଜ

କନ୍ଧମାଳ, (୧୦/୭) : ଆପ୍ର. : ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର । ଫୁଲବାଣୀ ନିକଟସ୍ଥ ଖଜୁରୀପଡା ଥାନା ଅନ୍ତର୍ଗତ ଗୁଦାରୀ ବାଲୁକୁଟୀ ଜଙ୍ଗଲରୁ ମୃତଦେହ ଉଦ୍ଧାର ହୋଇଛି । ସୂଚନାଯୋଗ୍ୟ ଯେ, କନ୍ଧମାଳ...

ରାଇକିଆ ଅଞ୍ଚଳରେ ହାତୀ ଉପଦ୍ରବ : ଘରଦ୍ୱାର ଭାଙ୍ଗିଲେ ହାତୀପଲ

ରାଇକିଆ, (୧୦/୦୭) :ଆପ୍ର. : କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ ରଣବା ଅଞ୍ଚଳରେ କିଛି ଦିନ ହେଲା ହାତୀ ଉପଦ୍ରବ ଲାଗି ରହିଛି । ମଙ୍ଗଳବାର ୧୦ରୁ ୧୫ ଟିକିଆ ହାତୀପଲ ରଣବା ପଞ୍ଚାୟତ...

ପଞ୍ଚମ ଓ ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ନୂଆ ନିୟମ, ଫେଲ ହେଲେ ପୁଣି ସୁଯୋଗ

ଭୁବନେଶ୍ବର, (୧୦/୦୭) : ଆପ୍ର. : ପଞ୍ଚମ ଓ ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ନୂଆ ନିୟମ ଲାଗୁ ହୋଇଛି । ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସଂଶୋଧନ ନେଇ ଗଣଶିକ୍ଷା ବିଭାଗର ବିଜ୍ଞପ୍ତି ଅନୁସାରେ...

ହିନ୍ଦୁ ଠାରୁ ବୌଦ୍ଧ ସମସ୍ତେ ପାଳନ କରନ୍ତି ଗୁରୁ ପୂର୍ଣ୍ଣିମା

ଭୁବନେଶ୍ୱର, (୧୦/୦୭) : ଆପ୍ର. : ଆଜି ହେଉଛି ଗୁରୁ ପୂର୍ଣ୍ଣିମା । ଗୁରୁଙ୍କ ବିନା ଏ ସଂସାର ଅନ୍ଧକାର ମୟ । ପିତା ଓ ମାତା ଆମର ପ୍ରଥମ ଗୁରୁ ।...