32.9 C
Balāngīr
Tuesday, May 20, 2025

ହଷ୍ଟେଲରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲା ପରିବାର

Must read

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ଵର, (୩୦/୧୨) : ଭୁବନେଶ୍ୱର ଇନଫୋସିଟି ଥାନା ଅନ୍ତର୍ଗତ ପଟିଆ ଆଦର୍ଶ ବିହାର ଲେନ୍‌-୨ରେ ଥିବା ଏକ ହଷ୍ଟେଲରୁ ସୋମବାର ଜଣେ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି ।

ଷ୍ଟେଲ ଶୌଚାଳୟରୁ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର କରିଛି ଇନଫୋସିଟି ପୁଲିସ । ତେବେ ଯୁବତୀ ଜଣକ କେନ୍ଦ୍ରାପଡ଼ାର ବୋଲି ଜଣାପଡ଼ିଛି । ସେ ଏକ ଘରୋଇ କନଷ୍ଟ୍ରକ୍ସନ କମ୍ପାନୀରେ କାମ କରୁଥିଲେ । ଏଥିସହ ସେ ଜଣେ ଫୁଡ୍‌ ବ୍ଲଗର ମଧ୍ୟ । ଏହା ହତ୍ୟା ନା ଆତ୍ମହତ୍ୟା ଜଣାପଡ଼ି ନ ଥିବାବେଳେ ଝିଅକୁ ହତ୍ୟା କରାଯାଇଥିବା ଅଭିଯୋଗ କରିଛନ୍ତି ଯୁବତୀଙ୍କ ବାପା । ମୃତଦେହ ଜବତ କରି ତଦନ୍ତ ଚଳାଇଛି ପୁଲିସ ।

- Advertisement -spot_img

More articles

- Advertisement -spot_img

Latest article

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ନୂଆପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା: ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍

ନୂଆପଡ଼ା, (୨୦/୦୫) : ଆପ୍ର. : ନୂଆପଡ଼ା ସଦର ଥାନା ଅନ୍ତର୍ଗତ ଏକତା ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍ । ଘଟଣାସ୍ଥଳରେ ସ୍ତ୍ରୀ...

ଖଇରକାଠ ଜବତ କଲା ବନ ବିଭାଗ

ବଲାଙ୍ଗିର, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ସଇଁନ୍ତଳା ପୋଲିସ ଗତକାଲି ସନ୍ଧ୍ୟାରେ ପେଟ୍ରୋଲିଙ୍ଗ କରୁଥିବା ବେଳେ ମୁରସିଂବିଟ ନିକଟସ୍ଥ ସିକୁଆଁ ଗାଁରୁ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଯୋଗେ ବେଆଇନ ଭାବେ...

କାଳବୈଶାଖୀ ବର୍ଷାରେ ବେହାଲ କଟକ ସହର

କଟକ, (୨୦/୦୫) : ଆପ୍ର. : କଟକରେ କାଳବୈଶାଖୀ ପ୍ରଭାବରେ ବର୍ଷା ଜାରି । ଘଡ଼ଘଡ଼ି ସହ ପ୍ରବଳ ବର୍ଷାରେ ବେହାଲ ହୋଇଛି କଟକ ସହର । ପ୍ରବଳ ବର୍ଷା ପାଇଁ ତଳିଆ ଅଞ୍ଚଳରେ...

ବନବାହାଲରେ ୩୫ଟିକିଆ ହାତୀପଲଙ୍କ ଦ୍ଵାରା ପୁଣି ଚାଷୀଙ୍କ ୩ ଏକର ଡ଼ାଳୁଆ ଧାନ ଫସଲ ନଷ୍ଟ

ମୁରିବାହାଲ, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ମୁରିବାହାଲ ରେଞ୍ଜର ତିଖାଲି ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ଆସି ଦୀର୍ଘ ୫ମାସ ହେବ ରହିଯାଇଥିବା ୩୫ଟିକିଆ ହାତୀପଲ ବିଭିନ୍ନ ସମୟରେ ପାର୍ଶ୍ଵବର୍ତ୍ତୀ ବହୁ...