32.9 C
Balāngīr
Wednesday, April 23, 2025

ହାଟ ମୁନିଗୁଡା ଠାରେ ଧାନ ମଣ୍ଡି ଶୁଭାରମ୍ଭ କାର୍ଯ୍ୟକ୍ରମ ଅନୁଷ୍ଟିତ

Must read

ରିପୋର୍ଟ : ନରୋତ୍ତମ ପାଢ଼ୀ
ବିଷମ କଟକ, (୨୧/୧୨/୨୪) : ରାୟଗଡା ଜିଲ୍ଲା ବିଷମ କଟକ ବ୍ଲକ୍ ଅନ୍ତର୍ଗତ ହାଟ ମୁନିଗୁଡା ଠାରେ ଧାନ ମଣ୍ଡି ଶୁଭାରମ୍ଭ କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଯାଇଛି ।WhatsApp Image 2024 12 21 at 12.22.15 ହାଟ ମୁନିଗୁଡା ଠାରେ ଧାନ ମଣ୍ଡି ଶୁଭାରମ୍ଭ କାର୍ଯ୍ୟକ୍ରମ ଅନୁଷ୍ଟିତ

ଏହି କାର୍ଯ୍ୟକ୍ରମରେ ବିଷମ କଟକ ତହସିଲଦାର ଶ୍ରୀ କେ ଭେଙ୍କଟେଶ୍ୱର ରେଡୀ ଯୋଗା ଦାନ କରି ଥିଲେ । ଲମ୍ଫ ର MD ସାନ୍ତନୁ ସାହୁ ଓ ଉପ ସଭାପତି ଶ୍ରୀମତି ଅନିତା ପିଡିକକା ଦ୍ଵାରା ପ୍ରଦୀପ ପୃଜଳନ କରି ଶୁଭ ଆରମ୍ଭ କରାଯାଇଥିଲା । ଏଥି ରେ୧୦୦ ଚାଷୀ ଭାଇମାନେ ସହଯୋଗ କରିଥିଲେ। ବିଜେଡି ର ଲିଡର ଜୋତି ସାହୁ, ରାମେଶ ପାଳକା, ବିଜେପି ବାଦଲ ରଣା, ନାଗେଶ୍ବର ରାଓ, ଡମ୍ବୁରୁ ପିଡି କକା ଓ ମାନ୍ୟ ଗଣ୍ୟ ବ୍ୟକ୍ତି ବିଶେଷ, ଲମ୍ଫ ର ସମସ୍ତ ସଦସ୍ୟ ,rmc ର ସଦସ୍ୟ ଉପସ୍ଥିତ ରହିଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ପୁଅର ପ୍ରେମ ପାଇଁ ବାପାକୁ ହତ୍ୟା, ପୋଲିସର ତଦନ୍ତ ଜାରି

ଗଞ୍ଜାମ, (୨୨/୦୪) : ଆପ୍ର. : ପୁଅର ପ୍ରେମ ପାଇଁ ବାପାକୁ ନୃଶଂସ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ଗଂଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ କୁମୁଣ୍ଡା ଗାଁରେ ଘଟିଛି...

କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ

କାଶୀନଗର, (୨୨/୪) : ଆପ୍ର. : କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ ମୁଣ୍ଡ ଟେକିଛି । ଗତ କାଲି ଅଲଡା ପଂଚାୟତ ରେ ବିଭିନ୍ନ ମହିଳା ସଂଘଠନ ଗୁଡିକ ତରଫରୁ ଅଲଡା...

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି, ଶେଷ ହେବ ସାହିଯାତ

ପୁରୀ, (୨୨/୦୪) : ଆପ୍ର. : ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି । ଏହାସହ ଶ୍ରୀରାମ ନବମୀରୁ ଆରମ୍ଭ ହୋଇଥିବା ଶ୍ରୀକ୍ଷେତ୍ର ସାହିଯାତ ମଧ୍ୟ ଶେଷ ହେବ । ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନ...

ରାଜଧାନୀରେ ବ୍ୟାପୁଛି ଝାଡ଼ାବାନ୍ତି, ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ୬ଜଣ ଆକ୍ରାନ୍ତ

ଭୁବନେଶ୍ୱର, (୨୨/୦୪) : ଆପ୍ର. : ଭୁବନେଶ୍ୱରରେ ଝାଡ଼ାବାନ୍ତି ଆତଙ୍କ। ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ବ୍ୟାପୁଛି ଝାଡ଼ାବାନ୍ତି। ଗାନ୍ଧି ଯୁକ୍ତ ୨ ବିଦ୍ୟାପୀଠରେ ଝାଡ଼ାବାନ୍ତିରେ ୬ ଛାତ୍ରଛାତ୍ରୀ ଆକ୍ରାନ୍ତ ହୋଇଛନ୍ତି । ବର୍ତ୍ତମାନ...

ପାଣିରେ ବୁଡି ଚାଲିଗଲା ନାବାଳକର ଜୀବନ

ବଲାଙ୍ଗିର, (୨୨/୦୪) : ଆପ୍ର. : ପାଣିରେ ବୁଡି ନାବାଳକ ପୁଅ ର ଚାଲିଗଲା ଜୀବନ । ଗାଧୋଇବା ପାଇଁ ଚାରି ଜଣ ସାଙ୍ଗ ଯାଇ ଥିବା ବେଳେ ଜଣେ ସାଙ୍ଗ ପାଣିରେ...