32.9 C
Balāngīr
Wednesday, April 23, 2025

ହାତୀର ଫଟୋ ଉଠାଇବା ହେଲା କାଳ, ହାତୀ ଆକ୍ରମଣରେ ଯୁବକ ଗୁରୁତର

Must read

ରିପୋର୍ଟ : ଧୃବରାଜ ମିଶ୍ର
ସୁବର୍ଣ୍ଣପୁର, (୨୬/୧୨) : ହାତୀର ଫୋଟ ଉଠାଉଥିବା ବେଳେ ହାତୀ ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି ଏଭଳି ଏକ ଘଟଣା ଘଟିଛି ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ କେଉଟିପାଳି ବ୍ରିଜ ନିକଟରେ ।

ଗୁରୁତର ଜଣକ କୁଦପାଳିର ସୁଶିଲ ବାଗ । ସୂଚନା ଅନୁସାରେ ଗତକାଲି କୁଦପାଳିର ସୁଶିଲ ବାଗ ଏକ ବାଇକ୍ ଯୋଗେ ଆଇଁଲାଛାଟ୍ ତ୍କୁ ଆସୁଥିଲେ । ସେହି ସମୟରେ ହାତୀପଲ୍ କେଉଟିପାଲି ବ୍ରିଜ ନିକଟରେ ଥିବାରୁ ଶତାଧିକ ଲୋକ ହାତୀ ପାଳକୁ ଦେଖୁଥିଲେ । ସେଠାରେ ସୁଶୀଲ ଅଟକି ଯାଇ ହାତୀର ଫଟୋ ଉଠାଇବା ପାଇଁ ଚାଲିଯାଇଥିଲେ । ଫଟୋ ଉଠାଉଥିବା ସମୟରେ ହାତୀ ଟି ଆକ୍ରମଣ କରି ଶୁଣ୍ଢରେ ଠେଲି ଦେଇଥିଲା । ଫଳରେ ସେ ଛିଟିକି ପଡ଼ିଥିଲେ । ଘଟଣା ସ୍ଥଳରୁ ତାଂକୁ ଉଦ୍ଧାର କରି ଉଲୁଣ୍ଡା ଡାକ୍ତର ଖନନରେ ଭର୍ତ୍ତି କରିଥିଲେ । ତାଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କ ବୁର୍ଲା ଡ଼ାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି ।

- Advertisement -spot_img

More articles

- Advertisement -spot_img

Latest article

ପୁଅର ପ୍ରେମ ପାଇଁ ବାପାକୁ ହତ୍ୟା, ପୋଲିସର ତଦନ୍ତ ଜାରି

ଗଞ୍ଜାମ, (୨୨/୦୪) : ଆପ୍ର. : ପୁଅର ପ୍ରେମ ପାଇଁ ବାପାକୁ ନୃଶଂସ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ଗଂଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ କୁମୁଣ୍ଡା ଗାଁରେ ଘଟିଛି...

କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ

କାଶୀନଗର, (୨୨/୪) : ଆପ୍ର. : କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ ମୁଣ୍ଡ ଟେକିଛି । ଗତ କାଲି ଅଲଡା ପଂଚାୟତ ରେ ବିଭିନ୍ନ ମହିଳା ସଂଘଠନ ଗୁଡିକ ତରଫରୁ ଅଲଡା...

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି, ଶେଷ ହେବ ସାହିଯାତ

ପୁରୀ, (୨୨/୦୪) : ଆପ୍ର. : ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି । ଏହାସହ ଶ୍ରୀରାମ ନବମୀରୁ ଆରମ୍ଭ ହୋଇଥିବା ଶ୍ରୀକ୍ଷେତ୍ର ସାହିଯାତ ମଧ୍ୟ ଶେଷ ହେବ । ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନ...

ରାଜଧାନୀରେ ବ୍ୟାପୁଛି ଝାଡ଼ାବାନ୍ତି, ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ୬ଜଣ ଆକ୍ରାନ୍ତ

ଭୁବନେଶ୍ୱର, (୨୨/୦୪) : ଆପ୍ର. : ଭୁବନେଶ୍ୱରରେ ଝାଡ଼ାବାନ୍ତି ଆତଙ୍କ। ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ବ୍ୟାପୁଛି ଝାଡ଼ାବାନ୍ତି। ଗାନ୍ଧି ଯୁକ୍ତ ୨ ବିଦ୍ୟାପୀଠରେ ଝାଡ଼ାବାନ୍ତିରେ ୬ ଛାତ୍ରଛାତ୍ରୀ ଆକ୍ରାନ୍ତ ହୋଇଛନ୍ତି । ବର୍ତ୍ତମାନ...

ପାଣିରେ ବୁଡି ଚାଲିଗଲା ନାବାଳକର ଜୀବନ

ବଲାଙ୍ଗିର, (୨୨/୦୪) : ଆପ୍ର. : ପାଣିରେ ବୁଡି ନାବାଳକ ପୁଅ ର ଚାଲିଗଲା ଜୀବନ । ଗାଧୋଇବା ପାଇଁ ଚାରି ଜଣ ସାଙ୍ଗ ଯାଇ ଥିବା ବେଳେ ଜଣେ ସାଙ୍ଗ ପାଣିରେ...