32.9 C
Balāngīr
Tuesday, May 13, 2025

ହାତୀ ଆକ୍ରମଣରେ ଜଣେ ମୃତ୍ୟୁ, ଘଟଣାସ୍ଥଳରେ ବନ କର୍ମଚାରୀ

Must read

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ସମ୍ବଲପୁର, (୦୪/୦୫) : ଆପ୍ର. : ପୁଣି ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ l ଯୁଯୁମୁରା ବ୍ଲକ ଅଞ୍ଚଳରେ ହାତୀ ଆକ୍ରମଣରେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି ।

ମୃତକ ହେଲେ ଯୁଯୁମୁରା ବ୍ଲକ ନୁଆଁବରଙ୍ଗାମାଲ ପଞ୍ଚାୟତ ଧଧୋଲୋମୁଣ୍ଡାର ସନ୍ତୋଷ ବଢେଇ । ସନ୍ତୋଷଙ୍କର ମାନସିକ ଅସ୍ଥିରତା ରହିଥିଲା । ସେ ଆଖପାଖ ଅଞ୍ଚଳରେ ବୁଲାବୁଲି କରୁଥିଲେ । ତେବେ ଏହି ଅଞ୍ଚଳରେ ହାତୀଙ୍କ ଚଳପ୍ରଚଳ ଲାଗି ରହିଛି । ଗତକାଲି ରାତିରେ ବୁଲାବୁଲି କରୁଥିବା ସମୟରେ ଧଧୋଲୋମୁଣ୍ଡା କୁନି ଡୁମୁରି ନିକଟରେ ଆଜି ଭୋର ଭୋର ସେ ହାତୀ ହାବୁଡ଼ରେ ପଡ଼ିଥିଲେ ।

ହାତୀ ତାଙ୍କୁ ଶୁଣ୍ଢରେ ଟେକିନେଇ କଚାଡ଼ି ଦେବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା । ଘଟଣାସ୍ଥଳରେ ତାଙ୍କ ପରିବାର ବର୍ଗ ପହଞ୍ଚିଥିଲେ l ବନ ବିଭାଗ କୁ ଏହି ଘଟଣା ସମ୍ପର୍କ ରେ ଖବର ଦେବା ପରେ ବନ କର୍ମଚାରୀ ଘଟଣାସ୍ଥଳକୁ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି l

- Advertisement -spot_img

More articles

Leave a Reply

- Advertisement -spot_img

Latest article

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଯାତ୍ରୀବାହୀ ବସକୁ ପିଟିଲା ଟ୍ରକ, ୨୦ ଆହତ

କରଞ୍ଜିଆ, (୧୩/୦୫) : ଆପ୍ର. : କରଞ୍ଜିଆ ଥାନା ଚଢ଼େଇଭୋଳ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଯାତ୍ରୀବାହୀ ବସକୁ ପଛ ପଟେ ଧକା ଦେଲା ଟ୍ରକ । ଦୁର୍ଘଟଣାରେ ଓଲଟି ପଡିଛି ଶିବ...

ମଦ ନେଲା ଜୀବନ, ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ

ମାଲକାନଗିରି, (୧୩/୦୫) : ଆପ୍ର. : ମଦ ନେଲା ୩ ଜୀବନ । ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ । ମୃତକ ହେଲେ...

କସ୍ତୁରବା ସବିକା ମହାବିଦ୍ୟାଳୟରେ ଆନ୍ତର୍ଜାତିକ ନର୍ସ ଦିବସ ପାଳନ

ପୁରୁଷୋତ୍ତମପୁର, (୧୩/୦୫) : ଆପ୍ର. : କସ୍ତୁରବା ସେବିକା ମହାବିଦ୍ୟାଳୟ ରେ ଆନ୍ତର୍ଜାତିକ ନର୍ସ ଦିବସ ପାଳିତ ହୋଇଛି । କଥା ରେ ଅଛି ମାନବ ସେବା ହିଁ ନରାୟଣ ସେବା, ଏହି ପରିପ୍ରେକ୍ଷୀରେ...

ଅଙ୍ଗଦାନ କରି ଅମର ହୋଇଗଲେ ଆଦିବାସୀ ଯୁବକ

ଗୁଣପୁର, (୧୩/୫) : ଆପ୍ର. : କଥାରେ ଅଛି ମଣିଷ ଜୀବନ ପାଣି ଫୋଟକା । ଖୁସିରେ ଘରୁ ବାହାରି ଥିଲେ କିନ୍ତୁ ବିଧାତାର ଲେଖା ଅଲଗା ଥିଲା, ଦୂର୍ଘଟଣାର ଶିକାର ହେଲେ...