32.9 C
Balāngīr
Thursday, June 12, 2025

ହୋଟେଲ ଉପରକୁ ମାଡ଼ି ଗଲା ଟ୍ରକ: ଜଣେ କର୍ମଚାରୀ ମୃତ, ୨ ଆହତ

Must read

ସାଲେପୁର, (୦୭/୦୬) : ଆପ୍ର. : ସାଲେପୁରରେ ହୋଟେଲ ଉପରକୁ ମାଡ଼ି ଗଲା ଟ୍ରକ । ଜଣେ ହୋଟେଲ କର୍ମଚାରୀ ମୃତ, ୨ ଆହତ ।

ଗତକାଲି ବିଳମ୍ବିତ ରାତିରେ କଟକ-ଚାନ୍ଦବାଲି ରାସ୍ତା ଶିଶୁ ବଜାର ସ୍ଥିତ ଏକ ହୋଟେଲ ଉପରକୁ ୧୮ ଚକିଆ ଟ୍ରକ ମାଡ଼ି ଯାଇଥିଲା । ଏଥିରେ ହୋଟେଲ ଭାଙ୍ଗି ଯିବା ସହ ଅନେକ ଜିନିଷ ପତ୍ର ନଷ୍ଟ ହୋଇଛି । ଏହି ଦୁର୍ଘଟଣାକୁ ନେଇ ଉତ୍ତେଜନା ପ୍ରକାଶ ପାଇଥିଲା । ଉତ୍ତ୍ୟକ୍ତ ଲୋକ ରାସ୍ତା ଅବରୋଧ କରିଥିଲେ । ଘଟଣା ସ୍ଥଳରେ ସାଲେପୁର ଥାନା ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି । ଦୁର୍ଘଟଣା ଘଟାଇଥିବା ଟ୍ରକକୁ ଜବତ କରିଛି ପୋଲିସ ।

- Advertisement -spot_img

More articles

Leave a Reply

- Advertisement -spot_img

Latest article

ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ

ରାୟଗଡ଼ା, (୧୨/୦୬) : ଆପ୍ର. : ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ । ଜଣେ ଆଦିବାସୀ ଝିଅକୁ ଜଣେ ଦଳିତ ଯୁବକ ପ୍ରେମ କରି ସାଂଗରେ ନେଇଯିବାବାରୁ ଜାତି ଆଳରେ...

ଗୁଣପୁର ପୌରପରିଷଦ କେଳେଙ୍କାରୀ (ଦଲାଲ୍ ସାଜିଛନ୍ତି ଆଉଟ୍ ସୋର୍ସିଙ୍ଗ କର୍ମଚାରୀ)

ଗୁଣପୁର, (୧୧/୬) : ଆପ୍ର. : ଗୁଣପୁର ପୌରପରିଷଦ ହେବା ଦିନଠାରୁ ସହରର ଉନ୍ନତି ଅପେକ୍ଷା ଦୁର୍ନୀତି ବହୁ ମାତ୍ରାରେ ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି । ସରକାରୀ ବାବୁମାନେ ସିଧାସଳଖ ଲାଞ୍ଚ ନନେଇ...

ଘାରିଲାଣି ଝାଡ଼ାବାନ୍ତି ଡର; ମୃତ୍ୟୁ ସଂଖ୍ୟା ଛୁଇଁଲା ୪

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲାକୁ ଘାରିଲାଣି ଝାଡାବାନ୍ତି ଡର । ଯାହାକୁ ନେଇ ଏବେ ଚିନ୍ତାରେ ଗ୍ରାମବାସୀଙ୍କ ଠାରୁ ସ୍ୱାସ୍ଥ୍ୟବିଭାଗ । ଦିନକୁ ଦିନ ଝାଡାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା...

ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟିଲା ଟ୍ରାକ୍ଟର, ଜଣେ ମୃତ

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲା ସଦର ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି । ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ଟ୍ରାକ୍ଟର । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ...

ରାଜ୍ୟ ପୋଲିସ ମୁଖ୍ୟାଳୟ ପ୍ରେସ୍ ନୋଟ୍; ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଜିଡିଏସ୍ ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ...

ଭୁବନେଶ୍ୱର, (୧୧/୦୬) : ଆପ୍ର. : ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଗ୍ରାମୀଣ ଡାକ ସେବକ (ଜିଡିଏସ୍) ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ...