32.9 C
Balāngīr
Thursday, June 12, 2025

୧୪ ଯାଏଁ ଜାରି ରହିବ ତାତି-ଗୁଳୁଗୁଳି, ଆସନ୍ତାକାଲି ୫ ଜିଲ୍ଲାକୁ ହିଟ୍ ୱେଭ୍ ଚେତାବନୀ ଜାରି

Must read

ଭୁବନେଶ୍ୱର, (୧୧/୦୫) : ଆପ୍ର. : ୧୪ ଯାଏଁ ତାତି, ଗୁଳୁଗୁଳି । ରାଜ୍ୟରେ ତାତି ସାଙ୍ଗକୁ ଅସହ୍ୟ ଗୁଳୁଗୁଳି କାରଣରୁ ଲୋକେ ସନ୍ତୁଳି ହେଉଥିବାବେଳେ ଆସନ୍ତା ୧୪ ତାରିଖ ଯାଏଁ ଜାରି ରହିବ ।

ପାଣିପାଗି କେନ୍ଦ୍ରର ସୂଚନା ଅନୁଯାୟୀ ଆଜି ସମ୍ବଲପୁର, ଝାରସୁଗୁଡ଼ା, ବଲାଙ୍ଗିର, ବୌଦ୍ଧ ଓ ସୁନ୍ଦରଗଡ଼ରେ ହିଟ୍ ୱେଭ୍ ପରିସ୍ଥିତି ଅନୁଭୂତ ହେବ। ତେବେ ଆଜି ଦକ୍ଷିଣ ଓଡ଼ିଶାର କେତେକ ଜିଲ୍ଲାରେ କାଳବୈଶାଖୀ ଆଶଙ୍କା ରହିଛି । ଆସନ୍ତାକାଲି ୫ ଜିଲ୍ଲାକୁ ହିଟ୍ ୱେଭ୍ ଚେତାବନୀ ଜାରି କରାଯାଇଛି । ଏସବୁ ଜିଲ୍ଲାଗୁଡିକ ହେଲା ସମ୍ବଲପୁର, ଝାରସୁଗୁଡ଼ା, ବୌଦ୍ଧ, ବଲାଙ୍ଗିର ଓ ସୁନ୍ଦରଗଡ଼। ୧୨ ଓ ୧୩ ତାରିଖରେ ପଶ୍ଚିମ ଓଡ଼ିଶାର କିଛି ସ୍ଥାନରେ ୪୩ ଡିଗ୍ରୀ ଛୁଇଁପାରେ ପାରଦ। ତେବେ ଆସନ୍ତା ୧୪ ତାରିଖ ପରେ ପାଗରେ ପରିବର୍ତ୍ତନ ଆସିବ। ୧୫ ତାରିଖଠାରୁ ତାପମାତ୍ରା ହ୍ରାସ ପାଇବା ସହ କାଳବୈଶାଖୀର ପ୍ରଭାବ ବଢିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

- Advertisement -spot_img

More articles

- Advertisement -spot_img

Latest article

ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ

ରାୟଗଡ଼ା, (୧୨/୦୬) : ଆପ୍ର. : ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ । ଜଣେ ଆଦିବାସୀ ଝିଅକୁ ଜଣେ ଦଳିତ ଯୁବକ ପ୍ରେମ କରି ସାଂଗରେ ନେଇଯିବାବାରୁ ଜାତି ଆଳରେ...

ଗୁଣପୁର ପୌରପରିଷଦ କେଳେଙ୍କାରୀ (ଦଲାଲ୍ ସାଜିଛନ୍ତି ଆଉଟ୍ ସୋର୍ସିଙ୍ଗ କର୍ମଚାରୀ)

ଗୁଣପୁର, (୧୧/୬) : ଆପ୍ର. : ଗୁଣପୁର ପୌରପରିଷଦ ହେବା ଦିନଠାରୁ ସହରର ଉନ୍ନତି ଅପେକ୍ଷା ଦୁର୍ନୀତି ବହୁ ମାତ୍ରାରେ ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି । ସରକାରୀ ବାବୁମାନେ ସିଧାସଳଖ ଲାଞ୍ଚ ନନେଇ...

ଘାରିଲାଣି ଝାଡ଼ାବାନ୍ତି ଡର; ମୃତ୍ୟୁ ସଂଖ୍ୟା ଛୁଇଁଲା ୪

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲାକୁ ଘାରିଲାଣି ଝାଡାବାନ୍ତି ଡର । ଯାହାକୁ ନେଇ ଏବେ ଚିନ୍ତାରେ ଗ୍ରାମବାସୀଙ୍କ ଠାରୁ ସ୍ୱାସ୍ଥ୍ୟବିଭାଗ । ଦିନକୁ ଦିନ ଝାଡାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା...

ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟିଲା ଟ୍ରାକ୍ଟର, ଜଣେ ମୃତ

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲା ସଦର ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି । ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ଟ୍ରାକ୍ଟର । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ...

ରାଜ୍ୟ ପୋଲିସ ମୁଖ୍ୟାଳୟ ପ୍ରେସ୍ ନୋଟ୍; ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଜିଡିଏସ୍ ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ...

ଭୁବନେଶ୍ୱର, (୧୧/୦୬) : ଆପ୍ର. : ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଗ୍ରାମୀଣ ଡାକ ସେବକ (ଜିଡିଏସ୍) ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ...