32.9 C
Balāngīr
Saturday, April 26, 2025

୧୬ କଫ ସିରଫ ଜବତ, ଜଣେ ମହିଳା ଗିରଫ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ପଦ୍ମପୁର, (୦୫/୦୩) : ବରଗଡ଼ ଜିଲ୍ଲା ପାଇକମାଲ ପୁଲିସ ୧୬ ଗୋଟି କଫ ସିରଫ ଜବତ କରିବା ସହ ଜଣେ ମହିଳାଙ୍କୁ ଗିରଫ କରିଛି ।

ଗିରଫ ହୋଇଥିବା ମହିଳା ଜଣଙ୍କ ହେଲେ ପାଇକମାଲ ଶକ୍ତିନଗର ପଡାର ଲିଲି ରାଓ(୨୮) ସ୍ୱାମୀ ଦୀନେଶ ରାଓ । ସୂଚନା ଅନୁସାରେ ଆଜି ଏସ୍‌ଆଇ ଓ ପୁଲିସ କର୍ମଚାରୀ ମିଳିତ ଭାବେ ଅଭିଯୁକ୍ତ ମହିଳା ଜଣଙ୍କ କଫ ସିରଫ ବ୍ୟବସାୟ ଚଳାଇଥିବା ଖବର ପାଇ ପୁଲିସ ଚଢାଉ କରି ମହିଳାଙ୍କୁ ଗିରଫ କରିବା ସହ ୧୬ କଫ ସିରଫ, ଏକ ଲିଟର ପ୍ଳାଟିକ ବ୍ୟାବି ଟାର ମଦ ବୋତଲ, ୨ଟି ମୋବାଇଲ, ନଗଦ ୩୮୯୬୦ ଟଙ୍କା ଓ ଏକ ବ୍ୟାଗ ଜବତ କରିଛି । ପୁଲିସ କେସ ନଂ ୫୪ ୟୁଏସ୍‌ ୨୭୬,୨୭୭, ୧୧୨(୨) ବିଏନ୍‌ଏସ୍‌ରେ ଏକ ମାମଲା ରୁଜ୍ଜୁ କରି ମହିଳା ଜଣଙ୍କୁ କୋର୍ଟ ଚାଲାଣ କରିଥିଲା । ସେଠାରେ ଜାମିନ ନାମଞ୍ଜୁର ହେବାରୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଥିବା ଥାନା ଅଧିକାରୀ କୈଳାଶ ଚନ୍ଦ୍ର ପ୍ରଧାନ ଏକ ପ୍ରେସ ବିବୃତିରେ ସୂଚନା ଦେଇଛନ୍ତି ।

- Advertisement -spot_img

More articles

- Advertisement -spot_img

Latest article

ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ, ଦୁଇ ଉଦ୍ଧାର

କଟକ, (୨୫/୦୪) : ଆପ୍ର. : ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ । ସ୍ଥାନୀୟ ଲୋକଙ୍କ ଦ୍ୱାରା ଜଣେ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି । ଗାଧୋଉଥିବା ବେଳେ ଘଟିଛି...

ବାହ୍ୟ ରାଜ୍ୟ କୁ ଗଞ୍ଜେଇ ଚୋରା ଚାଲାଣ ବେଳେ ଦୁଇ ବ୍ୟବସାୟୀ ଗିରଫ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଟିଟିଲାଗଡ ରେଳ ଷ୍ଟେସନ ରୁ କ୍ରମାଗତ ଭାବେ ଗଞ୍ଜେଇ ଚୋରା ଚାଲାଣ ଚାଲିଥିବା ବେଳେ ମଝିରେ ମଝିରେ ଅନେକ ଗଞ୍ଜେଇ ମାଫିଆ ଙ୍କୁ କାବୁ କରାଯାଉଛି...

ଜଳିଗଲା ବୁଲେଟ ଗାଡ଼ି, ଦୁଇ ଯୁବକ ଗୁରୁତର

ବଲାଙ୍ଗୀର, (୨୫/୦୪) : ଆପ୍ର. : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ବେଲପଡ଼ା ସହର ନିବାସୀ ସୁମନ୍ତ ବଛା ଓ ଅଜିତ ନାଗ ନାମକ ଦୁଇ ଯୁବକ ବୁଲେଟ ଯୋଗେ ଟିଟିଲାଗଡ ଦେଇ ଖୋଲାନ...

ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ । ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ ପୌର ପରିଷଦ ଅଧିକାରୀ ତଥା ପଦାଧିକାରୀ...

ସାନନ୍ଦ ମେହେରକୁ ଗିରଫ ଓ ପ୍ରକାଶ ଲୁହାଙ୍କୁ ନ୍ୟାୟ ଦାବିରେ ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା

ସୁବର୍ଣ୍ଣପୁର, (୨୪/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା । ପ୍ରାପ୍ତ ସୂଚନା ଅନୁସାରେ କିଛିଦିନ ପୂର୍ବରୁ ବୀରମହାରାଜପୁର ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହାଙ୍କ...