32.9 C
Balāngīr
Thursday, July 10, 2025

୨୪ରୁ ବଢ଼ିବ ବର୍ଷା, ୫ଦିନ ପାଇଁ ବିଭିନ୍ନ ଜିଲ୍ଲାକୁ ସତର୍କତା ଜାରି

Must read

ଭୁବନେଶ୍ୱର, (୨୩/୦୬) : ଆପ୍ର. : ଆଜିଠୁ ବର୍ଷା । ୨୪ରୁ ବଢ଼ିବ । ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ିଘଡ଼ି ଜନିତ ବର୍ଷା ଆଶଙ୍କା ରହିଛି ।

ଆସନ୍ତା ୨୫ ତାରିଖରେ ବଙ୍ଗୋପସାଗର ଉପରେ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଲଗ୍ନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ଏହା ପ୍ରଭାବରେ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି । ଏହା ଅଧିକ ଘନୀଭୂତ ହୋଇ ଲଘୁଚାପ ରୂପ ନେଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆଜି ୨୪ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବରରର ଗୋଟିଏ ବା ଦୁଇଟି ସ୍ଥାନରେ ଭାରୀ ବର୍ଷା ବର୍ଷା ସମ୍ଭାବନା ରହିଛି। ଆସନ୍ତାକାଲି ପାଇଁ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ବର୍ଷା ସ୍ଥିତିକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ପକ୍ଷରୁ ଆସନ୍ତା ୫ଦିନ ପାଇଁ ବିଭିନ୍ନ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି ।

- Advertisement -spot_img

More articles

- Advertisement -spot_img

Latest article

ତୃତୀୟ ଦିନ ଓଡ଼ିଶା ଡ୍ରାଇଭର୍ ମହାସଂଘ୍ ବିଷମ କଟକ ବ୍ଲକ୍ ର ଶାନ୍ତିପୂର୍ଣ୍ଣ ଆନ୍ଦୋଳନରେ ବିଜେଡି ପୂର୍ବତନ ଆଇନ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସରକା ଯୋଗଦାନ

ବିଷମ କଟକ, (୧୦/୭) : ଆପ୍ର. : ତୃତୀୟ ଦିନ ଓଡ଼ିଶା ଡ୍ରାଇଭର୍ ମହାସଂଘ୍ ବିଷମ କଟକ ବ୍ଲକ୍ ର ଶାନ୍ତିପୂର୍ଣ୍ଣ ଆନ୍ଦୋଳନରେ ବିଜେଡି ପୂର୍ବତନ ଆଇନ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସରକା...

ଜଙ୍ଗଲରୁ ମିଳିଲା ଯୁବକଙ୍କ ମୃତଦେହ, ଗତ ୪ ତାରିଖରୁ ଥିଲେ ନିଖୋଜ

କନ୍ଧମାଳ, (୧୦/୭) : ଆପ୍ର. : ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର । ଫୁଲବାଣୀ ନିକଟସ୍ଥ ଖଜୁରୀପଡା ଥାନା ଅନ୍ତର୍ଗତ ଗୁଦାରୀ ବାଲୁକୁଟୀ ଜଙ୍ଗଲରୁ ମୃତଦେହ ଉଦ୍ଧାର ହୋଇଛି । ସୂଚନାଯୋଗ୍ୟ ଯେ, କନ୍ଧମାଳ...

ରାଇକିଆ ଅଞ୍ଚଳରେ ହାତୀ ଉପଦ୍ରବ : ଘରଦ୍ୱାର ଭାଙ୍ଗିଲେ ହାତୀପଲ

ରାଇକିଆ, (୧୦/୦୭) :ଆପ୍ର. : କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ ରଣବା ଅଞ୍ଚଳରେ କିଛି ଦିନ ହେଲା ହାତୀ ଉପଦ୍ରବ ଲାଗି ରହିଛି । ମଙ୍ଗଳବାର ୧୦ରୁ ୧୫ ଟିକିଆ ହାତୀପଲ ରଣବା ପଞ୍ଚାୟତ...

ପଞ୍ଚମ ଓ ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ନୂଆ ନିୟମ, ଫେଲ ହେଲେ ପୁଣି ସୁଯୋଗ

ଭୁବନେଶ୍ବର, (୧୦/୦୭) : ଆପ୍ର. : ପଞ୍ଚମ ଓ ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ନୂଆ ନିୟମ ଲାଗୁ ହୋଇଛି । ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସଂଶୋଧନ ନେଇ ଗଣଶିକ୍ଷା ବିଭାଗର ବିଜ୍ଞପ୍ତି ଅନୁସାରେ...

ହିନ୍ଦୁ ଠାରୁ ବୌଦ୍ଧ ସମସ୍ତେ ପାଳନ କରନ୍ତି ଗୁରୁ ପୂର୍ଣ୍ଣିମା

ଭୁବନେଶ୍ୱର, (୧୦/୦୭) : ଆପ୍ର. : ଆଜି ହେଉଛି ଗୁରୁ ପୂର୍ଣ୍ଣିମା । ଗୁରୁଙ୍କ ବିନା ଏ ସଂସାର ଅନ୍ଧକାର ମୟ । ପିତା ଓ ମାତା ଆମର ପ୍ରଥମ ଗୁରୁ ।...