32.9 C
Balāngīr
Sunday, April 20, 2025

୩ ଦିନ ପରେ ବନ୍ଦ ଘରୁ ଦମ୍ପତିଙ୍କ ଗଳିତ ମୃତଦେହ ଉଦ୍ଧାର, ସାଇଣ୍ଟିଫିକ୍ ଟିମର ତଦନ୍ତ

Must read

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ନବରଙ୍ଗପୁର, (୦୫/୦୩) : ବନ୍ଦ ଘରୁ ଉଦ୍ଧାର ହେଲା ସ୍ବାମୀ-ସ୍ତ୍ରୀଙ୍କ ଗଳିତ ମୃତଦେହ । ୩ ଦିନ ଧରି ମୃତଦେହ ପଡିରହିଥିବା ସୂଚନା ମିଳିଛି ।

ନବରଙ୍ଗପୁର ଥାନା କୁନ୍ଦେଇଥାନା ଅଧୀନ ଆମାଡୋଲା ଗାଁ’ରେ ଘଟିଛି ଘଟଣା । ଆଜି ସକାଳେ ଘର ଭିତରୁ ଦୁର୍ଗନ୍ଧ ବାହାରୁଥିବାରୁ ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ । ଘଟଣାସ୍ଥଳରେ ପୋଲିସ ଓ ସାଇଣ୍ଟିଫିକ୍ ଟିମ୍ ପହଞ୍ଚି ତଦନ୍ତ କରୁଛି । ଏହି ଦମ୍ପତିଙ୍କ କେବେ ମୃତ୍ୟୁ ହୋଇଛି ତାହା ଜଣାପଡ଼ି ନାହିଁ କିମ୍ବା ସେମାନଙ୍କ ମୃତ୍ୟୁ କିଭଳି ଓ କ’ଣ ପାଇଁ ହୋଇଛି ତାହାର କାରଣ ମଧ୍ୟ ଜଣାପଡ଼ି ନାହିଁ । ପୋଲିସ ଦମ୍ପତିଙ୍କ ମୃତଦେହକୁ ଜବତ ପରେ ବ୍ୟବଚ୍ଛେଦ ପାଇଁ ପଠାଇଛି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ଦମ୍ପତିଙ୍କ ମୃତ୍ୟୁର କାରଣ ଜଣାପଡ଼ିବ ବୋଲି ପୋଲିସ ସୂଚନା ଦେଇଛି ।

- Advertisement -spot_img

More articles

- Advertisement -spot_img

Latest article

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ଜଗନ୍ନାଥ ଡିଗ୍ରୀ କଲେଜରେ +୩ ତୃତୀୟ ବର୍ଷର ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା ଉତ୍ସବ

ବଲାଙ୍ଗିର, (୧୯/୦୪) : ଆପ୍ର. : ଆଜି ବଲାଙ୍ଗିର ସଦରବ୍ଲକ ଅନ୍ତର୍ଗତ ସାହାଜବାହାଲ ଗ୍ରାମର ଜଗନ୍ନାଥ ଡିଗ୍ରୀ କଲେଜରେ, +୩ ତୃତୀୟ ବର୍ଷର ଓଡ଼ିଆ ବିଭାଗର ବିଦାୟ ସମାରୋହ ପାଳନ ହୋଇଯାଇଛି । ଏଇ...

ଖୁବଶୀଘ୍ର ଆସିବ ନୂଆ ରାସନ କାର୍ଡ ଓ ନୂଆ ତାଲିକା

ଭୁବନେଶ୍ୱର, (୧୯/୦୪) : ଆପ୍ର. : ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଆସିଲା ବଡ଼ ଖବର । ରାଜ୍ୟରେ ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ମିଳିବ । ଏନେଇ ଆଜି ରାଜ୍ୟ...

ବୈତରଣୀ କେଶରି କୁଣ୍ଡରେ ଗାଧୋଇବା ବେଳେ ବୁଡ଼ିଗଲେ ୨ ଦଶମ ଶ୍ରେଣୀ ଛାତ୍ର

କେନ୍ଦୁଝର, (୧୯/୦୪) : ଆପ୍ର. : ଗାଧୋଇବା ବେଳେ ବୁଡ଼ିଗଲେ ୨ ଜଣ ଦଶମ ଛାତ୍ର। ଚମ୍ପୁଆ ସରେଇ ଗାଁଆ ବୈତରଣୀ ନଦୀ କେଶରୀ କୁଣ୍ଡରେ ଗାଧୋଇବା ବେଳେ ଦୁଇ ଛାତ୍ର ବୁଡି...

ରେଳ ଧାରଣରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

କଣ୍ଟାବାଞ୍ଜି, (୧୯/୦୪) : ଆପ୍ର. : ହରିଶଙ୍କର ରୋଡ଼ -ତୁରେକେଲା ରୋଡ଼ ରେଳ ଷ୍ଟେସନ ନିକଟରେ ଅଭାବନୀୟ ଘଟଣା । ରେଳ ଧାରଣାରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ବତ୍ତର୍ମାନ୍...