32.9 C
Balāngīr
Thursday, June 12, 2025

୪୦ ଡିଗ୍ରୀ ଉପରେ ୨୭ ସହର; ବୌଦ୍ଧ ଓ ନୂଆପଡ଼ା ରାଜ୍ୟର ଉତ୍ତପ୍ତ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୦୪/୦୫) : ତାତିରେ ଲାଗୁନି ବ୍ରେକ୍‌। ଆଜି ୪୦ ଡିଗ୍ରୀ ଉପରେ ୨୭ ସହର। ବୌଦ୍ଧ ଓ ନୂଆପଡ଼ା ପାଲଟିଛି ରାଜ୍ୟର ଉତ୍ତପ୍ତ ସହର ।

ଏହି ଦୁଇ ସହରର ତାପମାତ୍ରା ୪୪ ଡିଗ୍ରୀ ରେକର୍ଡ କରାଯାଇଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ତେବେ କଟକ ଓ ଭୁବନେଶ୍ୱର ତାତି ୪୦ ଡିଗ୍ରୀ ତଳେ ରହିଛି ।ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ବୌଦ୍ଧରେ ତାପମାତ୍ରା ୪୪ ଡିଗ୍ରୀ, ନୂଆପଡ଼ାରେ ୪୪ ଡିଗ୍ରୀ, ଟିଟିଲାଗଡ଼ରେ ୪୩.୮ ଡିଗ୍ରୀ, ବଲାଙ୍ଗିରରେ ୪୩.୭ ଡିଗ୍ରୀ, ଭବାନୀପାଟଣାରେ ୪୩ ଡିଗ୍ରୀ, ନୟାଗଡ଼ରେ ୪୩ ଡିଗ୍ରୀ, ଝାରସୁଗୁଡ଼ାରେ ୪୨.୭ ଡିଗ୍ରୀ, ମାଲକାନଗିରିରେ ୪୨.୬ ଡିଗ୍ରୀ, ସମ୍ୱଲପୁରରେ ୪୨.୫ ଡିଗ୍ରୀ, ତାଳଚେରରେ ୪୨.୫ ଡିଗ୍ରୀ, କେନ୍ଦୁଝରରେ ୪୨.୪ ଡିଗ୍ରୀ, ହୀରାକୁଦରେ ୪୨.୩ ଡିଗ୍ରୀ, ବାରିପଦାରେ ୪୨.୨ ଡିଗ୍ରୀ, ଅନୁଗୋଳରେ ୪୨.୧ ଡିଗ୍ରୀ, ସୁନ୍ଦରଗଡ଼ରେ ୪୨ ଡିଗ୍ରୀ, ଢେଙ୍କାନାଳରେ ୪୧.୬ ଡିଗ୍ରୀ, ଫୁଲବାଣୀରେ ୪୧.୬ ଡିଗ୍ରୀ, ସୋନପୁରରେ ୪୧.୩ ଡିଗ୍ରୀ, ରାଉରକେଲାରେ ୪୧ ଡିଗ୍ରୀ ଓ ପାରଳାଖେମୁଣ୍ଡିରେ ତାପମାତ୍ରା ୪୦.୮ ଡିଗ୍ରୀ ରେକର୍ଡ କରାଯାଇଛି ।

ସେହିପରି ଯାଜପୁରରେ ୪୦.୮ ଡିଗ୍ରୀ, ରାୟଗଡ଼ାରେ ୪୦.୪ ଡିଗ୍ରୀ, ଚାନ୍ଦବାଲିରେ ୪୦.୨ ଡିଗ୍ରୀ, ନବରଙ୍ଗପୁରରେ ୪୦ ଡିଗ୍ରୀ, ଖୋର୍ଦ୍ଧାରେ ୪୦ ଡିଗ୍ରୀ, ଭୁବନେଶ୍ୱରରେ ୩୯.୭ ଡିଗ୍ରୀ, ବରଗଡ଼ରେ ୩୯.୬ ଡିଗ୍ରୀ, ଛତ୍ରପୁରରେ ୩୯.୬ ଡିଗ୍ରୀ, କେନ୍ଦ୍ରାପଡ଼ାରେ ୩୯.୨ ଡିଗ୍ରୀ, ଦେବଗଡ଼ରେ ୩୯.୨ ଡିଗ୍ରୀ,କଟକରେ ୩୯ ଡିଗ୍ରୀ, କୋରାପୁଟରେ ୩୮.୨ ଡିଗ୍ରୀ, ଦାରିଙ୍ଗବାଡ଼ିରେ ୩୮ ଡିଗ୍ରୀ, ଜଗତସିଂହପୁରରେ ୩୭.୭ ଡିଗ୍ରୀ, ବାଲେଶ୍ୱରରେ ୩୬.୯ ଡିଗ୍ରୀ, ଭଦ୍ରକରେ ୩୬ ଡିଗ୍ରୀ, ପୁରୀରେ ୩୪.୬ ଡିଗ୍ରୀ, ପାରାଦୀପରେ ୩୩.୬ ଡିଗ୍ରୀ ଓ ଗୋପାଳପୁରରେ ତାପମାତ୍ରା ୩୩.୫ ଡିଗ୍ରୀ ରେକର୍ଡ କରାଯାଇଛି ।

- Advertisement -spot_img

More articles

- Advertisement -spot_img

Latest article

ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ

ରାୟଗଡ଼ା, (୧୨/୦୬) : ଆପ୍ର. : ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ । ଜଣେ ଆଦିବାସୀ ଝିଅକୁ ଜଣେ ଦଳିତ ଯୁବକ ପ୍ରେମ କରି ସାଂଗରେ ନେଇଯିବାବାରୁ ଜାତି ଆଳରେ...

ଗୁଣପୁର ପୌରପରିଷଦ କେଳେଙ୍କାରୀ (ଦଲାଲ୍ ସାଜିଛନ୍ତି ଆଉଟ୍ ସୋର୍ସିଙ୍ଗ କର୍ମଚାରୀ)

ଗୁଣପୁର, (୧୧/୬) : ଆପ୍ର. : ଗୁଣପୁର ପୌରପରିଷଦ ହେବା ଦିନଠାରୁ ସହରର ଉନ୍ନତି ଅପେକ୍ଷା ଦୁର୍ନୀତି ବହୁ ମାତ୍ରାରେ ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି । ସରକାରୀ ବାବୁମାନେ ସିଧାସଳଖ ଲାଞ୍ଚ ନନେଇ...

ଘାରିଲାଣି ଝାଡ଼ାବାନ୍ତି ଡର; ମୃତ୍ୟୁ ସଂଖ୍ୟା ଛୁଇଁଲା ୪

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲାକୁ ଘାରିଲାଣି ଝାଡାବାନ୍ତି ଡର । ଯାହାକୁ ନେଇ ଏବେ ଚିନ୍ତାରେ ଗ୍ରାମବାସୀଙ୍କ ଠାରୁ ସ୍ୱାସ୍ଥ୍ୟବିଭାଗ । ଦିନକୁ ଦିନ ଝାଡାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା...

ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟିଲା ଟ୍ରାକ୍ଟର, ଜଣେ ମୃତ

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲା ସଦର ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି । ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ଟ୍ରାକ୍ଟର । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ...

ରାଜ୍ୟ ପୋଲିସ ମୁଖ୍ୟାଳୟ ପ୍ରେସ୍ ନୋଟ୍; ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଜିଡିଏସ୍ ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ...

ଭୁବନେଶ୍ୱର, (୧୧/୦୬) : ଆପ୍ର. : ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଗ୍ରାମୀଣ ଡାକ ସେବକ (ଜିଡିଏସ୍) ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ...