32.9 C
Balāngīr
Monday, April 28, 2025

୪ ଦିନ ରତ୍ନଭଣ୍ଡାର ମରାମତି ବନ୍ଦ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ପୁରୀ, (୧୧/୦୧) : ଚଳିତ ମାସରେ ମକର ସଂକ୍ରାନ୍ତି ଏବଂ ଅନ୍ୟ ନୀତିକାନ୍ତି ପାଇଁ ଶ୍ରୀମନ୍ଦିରରେ ପ୍ରବଳ ଭିଡ଼ ପରିଲକ୍ଷିତ ହେବା ଅନୁମାନ କରାଯାଉଛି ।

ଠିକଣା ସମୟରେ ନୀତିକାନ୍ତି ସମ୍ପାଦନ ଏବଂ ଶ୍ରଦ୍ଧାଳୁଙ୍କ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା କରିବା ଉଦ୍ଦେଶ୍ୟରେ ଚଳିତ ମାସ ୧୨ରୁ ୧୫ ପର୍ଯ୍ୟନ୍ତ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ସ୍ଥଗିତ ରଖାଯାଇଛି । ୧୬ରୁ ପୁନର୍ବାର ମରାମତି କାର୍ଯ୍ୟ ଆରମ୍ଭ ହେବ । ଏଥିପାଇଁ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ । ପ୍ରକାଶଯୋଗ୍ୟ, ଗତ ୧୭ରୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଏଏସ୍‌ଆଇ ଟିମ୍‌ଙ୍କ ତତ୍ତ୍ୱାବଧାନରେ କୁଶଳୀ କାରିଗରଙ୍କ ଦ୍ୱାରା ଆରମ୍ଭ ହୋଇଥିଲା ।

- Advertisement -spot_img

More articles

- Advertisement -spot_img

Latest article

ଅବକାରୀ ଚଢ଼ାଉରେ ମହୁଲି ମଦ ସହ ୨ଟି ସ୍କୁଟି : ୨ଟି ମୋଟର ସାଇକେଲ ଜବତ

ରାଉରକେଲା, (୨୮/୦୪) : ଆପ୍ର. : ଆଜି ରାଉରକେଲା ଅବକାରୀ ଅଧୀକ୍ଷକ ଝସକେତନ ବରିହାଙ୍କ ନିର୍ଦ୍ଦେଶ କ୍ରମେ, ରାଉରକେଲା ଅବକାରୀ ବିଭାଗ ପକ୍ଷରୁ ଜିଅବାହାଲ, ରୁପୁଟୋଲା, ସେକ୍ଟର-୩, ଝିରପାଣି, ଅଚଂଳରେ ଚଢ଼ାଉ କରି...

ହାଇୱା-ବାଇକ ଧକ୍କା : ଜଣେ ମୃତ, ତିନି ଗୁରୁତର

ପାଟଣାଗଡ଼, (୨୮/୦୪): ଆପ୍ର. : ବଲାଙ୍ଗିର ଜିଲ୍ଲା ଲରମ୍ଭା ଥାନା ଘସିଏନ ଲରମ୍ଭା ମୁଖ୍ୟରାସ୍ତା ମଝିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ହାଇୱାକୁ ପଛପଟୁ ପିଟିଲା ବାଇକ, ଜଣେ ମୃତ ତିନିଜଣ ଗୁରୁତର ।...

ଗଞ୍ଜାମରେ ବିଭତ୍ସ ହତ୍ୟା; ଦୁଇ ଭାଇଙ୍କୁ ହତ୍ୟା କରି ଶାଳବଣ ଜଙ୍ଗଲରେ ଜାଳିଦେଲେ ଦୁବୃର୍ତ

ଗଞ୍ଜାମ, (୨୮/୦୪) : ଆପ୍ର. : ପୁଣି ଅଶାନ୍ତ ହେଲା ଗଞ୍ଜାମ । ଖଲ୍ଲିକୋର୍ଟ ବେଗୁନିଆପଡ଼ା ଥାନା ଅଞ୍ଚଳରେ ଦୁଇ ଭାଇଙ୍କୁ ମାରି ଜଙ୍ଗଲରେ ଜାଳିଦେଲେ ଦୁର୍ବୁତ୍ତ । ବେଗୁନିଆପଡା ଥାନାଞ୍ଚଳର ଶାଳବଣ ଗାଁ...

ଯାଜପୁରରେ ଚାଞ୍ଚଲ୍ୟ ,ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ କଲେ ,ମାଡ଼ ମାରିଲେ ଦୁର୍ବୁତ୍ତ

ଯାଜପୁର, (୨୮/୦୪) : ଆପ୍ର. : ଯାଜପୁରରେ ଲଜ୍ୟା । ଯାଜପୁର ସହରରେ ଜଣେ କର୍ମଜୀବୀ ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ ଘଟଣା ପୁରା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ପୀଡିତା ଲୋକଲଜ୍ୟା...

ଶଶୁର ଘରକୁ ଫେରିବା ବାଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଗଛରେ ପିଟି ହେଲା ସ୍କର୍ପିଓ, ନବ ବିବାହିତଙ୍କ ସମେତ ୪ ମୃତ

ରାଉଲକେଲା, (୨୮/୦୪) : ଆପ୍ର. : ଦିଅଁ ଦର୍ଶନ ସାରି ଫେରୁଥିବା ବେଳେ ଗଛରେ ପିଟିହେଲା ସ୍କର୍ପିଓ । ଦୁର୍ଘଟଣାରେ ନବ ବିବାହିତାଙ୍କ ସମେତ ଚାଲିଗଲା ୪ ଜଣଙ୍କର ଜୀବନ ଓ ଜଣେ...