32.9 C
Balāngīr
Sunday, July 20, 2025

୫୩ ଲକ୍ଷରୁ ଅଧିକ ଟଙ୍କା ହଡ଼ପ ଅଭିଯୋଗ, ଦୁର୍ନୀତିଗ୍ରସ୍ତ ପୂର୍ବତନ PEOଙ୍କୁ ବାନ୍ଧିଲା ଭିଜିଲାନ୍ସ

Must read

ଭୁବନେଶ୍ୱର, (୧୯/୦୬) : ଆପ୍ର. : ୫୩ ଲକ୍ଷ ଟଙ୍କା ହଡ଼ପ କରି ଗିରଫ ହେଲେ ପିଇଓ । ସରକାରୀ ଟଙ୍କା ଆତ୍ମସାତ ଅଭିଯୋଗରେ ବାନ୍ଧିଲା ଭିଜିଲାନ୍ସ ।

କନ୍ଧମାଳ ଜିଲ୍ଲା ଦାରିଙ୍ଗିବାଡ଼ି ସରମୁଳି ପଞ୍ଚାୟତ ପୂର୍ବତନ ପିଇଓ ହେଲେ ଅକ୍ରୁର ମାଝୀ । ପଞ୍ଚାୟତର କାମ ନ କରି ୫୩ ଲକ୍ଷ ୩୮ ହଜାର ୮୦୯ ଟଙ୍କା ଘୋଟଲା କରିଥିଲେ । ତଦନ୍ତ ବେଳେ ଏ ନେଇ ଜଣା ପଡିବା ପରେ ଘଟଣାରେ ଅକ୍ରୁରଙ୍କୁ ଗିରଫ କରି ଫୁଲବାଣୀ ଭିଜିଲାନ୍ସ କୋର୍ଟ ପଠାଇଛି ଭିଜିଲାନ୍ସ ବିଭାଗ ।

 

- Advertisement -spot_img

More articles

- Advertisement -spot_img

Latest article

ପୁରୁଷୋତ୍ତମପୁର ଅଟୋ ୟୁନିଅନ ଦ୍ୱାରା ଚକ୍ଷୁ ପରୀକ୍ଷା ଶିବିର ଅନୁଷ୍ଠିତ

ପୁରୁଷୋତ୍ତମପୁର, (୧୯/୦୭) : ଆପ୍ର. : ପୁରୁଷୋତ୍ତମପୁର ସହର ରେ ସ୍ଥାନୀୟ ମା କନକା ଅଟୋ ମୋବାଇଲ ସଂଘ ଚାଳକ ସଂଘ ଦ୍ୱାରା ଏକ ମାଗଣା ଚକ୍ଷୁ ଚିକିତ୍ସା ଶିବିରର ଆୟୋଜନ କରାଯାଇଥିଲା...

ଅର୍ଜୁନପୁର ଜଙ୍ଗଲ ରୁ ଚୋରି ଶାଳ କାଠ ସହ ବ୍ୟବହୃତ ଗାଡି ଓ ବାଇକ ଜବତ : ୨ ଅଭିଯୁକ୍ତ କୁ ଗିରଫ 

ସୁବର୍ଣ୍ଣପୁର, (୧୯/୦୭) : ଆ.ପ୍ର : ସୁବର୍ଣ୍ଣପୁର ବନ ବିଭାଗ ରେଞ୍ଜର କୌଣସି ସୂତ୍ର ରୁ ଖବର ପାଇ ରେଞ୍ଜର ସୁବାସ ମହାପାତ୍ର ବିଶ୍ଵସ୍ତ ସୂତ୍ରରୁ ଖବର ପାଇବାରୁ ତାଙ୍କ ନିର୍ଦ୍ଦେଶ କ୍ରମେ...

ମାନସିକ ଚାପଗ୍ରସ୍ତ ଯୁବକଙ୍କ ଆତ୍ମହତ୍ୟା

ବୁର୍ଲା, (୧୯/୦୭) : ଆପ୍ର. : ବୁର୍ଲା ସହର ଶ୍ରୀରାମ ବିହାରର ଜଣେ ଯୁବକ ବେକରେ ଦୌଡ଼ି ଲଗାଇ ଆତ୍ମହତ୍ୟା କରିବା ପରି ଏକ ଅଭାବନୀୟ ଘଟଣା ଘଟିଯାଇଛି । ପୁଲିସ ଶବ ଜବତ...

ଧାନ ବିକ୍ରି ପାଇଁ ଆଜିଠୁ ଆରମ୍ଭ ହେଲା ଚାଷୀ ପଞ୍ଜୀକରଣ: ଅଗଷ୍ଟ ୨୦ ଯାଏଁ କରିପାରିବେ ଆବେଦନ; ଜାଣନ୍ତୁ ପଞ୍ଜୀକରଣର ପୂରା ପ୍ରକ୍ରିୟା

ଭୁବନେଶ୍ୱର, (୧୯/୦୭) : ଆପ୍ର. : ଆଜି ଠାରୁ ଆରମ୍ଭ ହେଉଛି ଖରିଫ ଧାନ ବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ପ୍ରକିୟା। ଏହା ଆସନ୍ତା ଅଗଷ୍ଟ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ । ସେପ୍ଟେମ୍ବର...

ଫାସଡ ସୁକତେଲ ବ୍ରିଜଠାରେ ଦୁଇଟ୍ରକ ମୁହାଁମୁହିଁ ଧକ୍କା

ଲୋଇସିଂହା, (୧୯/୦୭) :ଆପ୍ର. : ବଲାଙ୍ଗିର ଜିଲ୍ଲା ଲୋଇସିଂହା ଥାନା ଫାସଡ ନିକଟସ୍ଥ ସୁକ୍‌ତେଲ ପୋଲ ଉପରେ ଗତକାଲି ରାତିରେ ଦୁଇଟ୍ରକ୍ ମଧ୍ୟରେ ଧକ୍କା ହେବା ଫଳରେ ରାସ୍ତା ଅବରୋଧ ହୋଇଥିଲା । ଦୁର୍ଘଟଣାଗ୍ରସ୍ତ...