32.9 C
Balāngīr
Wednesday, April 30, 2025

୫ ଦିନ ହେବ ହରିଶଙ୍କରରେ ବୈଶାଖ ମେଳା

Must read

ବଲାଙ୍ଗିର, (୧୪/୦୪) : ହରିଶଙ୍କର ହେଉଛି ଐତିହାସିକ ତିର୍ଥ କ୍ଷେତ୍ର । ଗନ୍ଧମାର୍ଦ୍ଦନ ପାହାଡରେ ହରି ଓ ଶଙ୍କରଙ୍କ ମିଳନ ସ୍ଥଳି ।

ରାଜ୍ୟ ବାହାରୁ ହଜାର ହଜାର ଭକ୍ତଙ୍କ ଭିଡ ହେଉଥିବା ବେଳେ ଗତ ବର୍ଷ ଭଳି ଏ ବର୍ଷ ମଧ୍ୟ ବୈଶାଖ ମେଳା ଅନୁଷ୍ଠିତ ହେବ । ଏ ବର୍ଷ ନୃସିଂହନାଥରେ ୫ ଦିନ ଆୟୋଜନ ହେଉଥିବା ବେଳେ ହରିଶଙ୍କର ଠାରେ ଏ ବର୍ଷ ୩ ଦିନ ଆୟୋଜନ କରିବାକୁ ନିଷ୍ପତ୍ତି ନିଆଯାଇଥିଲା । ତେବେ ବୈଶାଖ ମେଳାକୁ ବାହାର ରାଜ୍ୟରୁ ଭକ୍ତଙ୍କ ସମାଗମ ହେଉଥିବା ବେଳେ ଭକ୍ତଙ୍କ ମନରେ ଅଶାନ୍ତି ସୃଷ୍ଟି ହେଉଥିଲା । ଗତ ୧୧ ତାରିଖ ଦିନ ଏ ବାବଦରେ ଦେବାଳୟ ସୁରକ୍ଷା କମିଟି ପତ୍ର ସଂଖ୍ୟା ୩୨/୨୦୨୫ ମୁଖ୍ୟମନ୍ତ୍ରୀ ଓ ଉପ-ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳଙ୍କ ଜରିଆରେ ଜିଲ୍ଲାପାଳଙ୍କୁ ଦାବିପତ୍ର ଉପସ୍ଥାପନ କରାଯାଇଥିଲା ଯେ ୫ ଦିନ କରିବା ପାଇଁ ଦାବି କରାହୋଇଥିଲା ।

ଏ ବିଷୟରେ ପାଟଣାଗଡ ଦେବୋତ୍ତର ବିଭାଗ, ଗନ୍ଧମାର୍ଦ୍ଧନ ସୁରକ୍ଷା କମିଟି ଗତ ୧୨ ତାରିଖ ଦିନ ବୈଠକ ବସି ୫ ଦିନ ବୈଶାଖ ମେଳା ଆୟୋଜନ ହେବ ବୋଲି ନିଷ୍ପତ୍ତି ହୋଇଥିଲା । ଏ ବିଷୟରେ ଦେବାଳୟ ସୁରକ୍ଷା କମିଟି ଉପ-ସଭାପତି ପ୍ରଶାନ୍ତ ମହାକୁର ପ୍ରେସ ବିବୃତ୍ତିରେ ଜଣାଇଛନ୍ତି ।

- Advertisement -spot_img

More articles

- Advertisement -spot_img

Latest article

ଉପାନ୍ତ ଅଞ୍ଚଳରେ ପାନୀୟ ଜଳ କଷ୍ଟ

କୋଲନରା, (୨୯/୦୪) : ଆପ୍ର. : ବଣ ଜଙ୍ଗଲ ଘେରା ଉପାନ୍ତ ଅଞ୍ଚଳରେ ଟିକର ପଡା ଗ୍ରାମ ଅବସ୍ଥିତ । ଗ୍ରାମରେ ମୋଟ ୪୫ ଗୋଟି ପରିବାର ରହୁଥିବା ବେଳେ ୨୧୫ ଜଣ...

ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ସ୍ମାରକ ପତ୍ ପ୍ରଦାନ

ରାୟଗଡ଼ା, (୨୯/୪) : ଆପ୍ର. : ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ଡାକରାରେ ରାୟଗଡ଼ ଜିଲ୍ଲା ଶାଖା ତରଫରୁ ଈପିଏଫ୍ ପେନସନରସ୍ ତଥା ବରିଷ୍ଠ ନାଗରିକ ମାନେ ସ୍ଥାନୀୟ ଜିଲ୍ଲାପାଳଙ୍କ ଜରିଆରେ...

କୁମୁଲି ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ

କୋରାପୁଟ, (୩୦/୪) : ଆପ୍ର. : ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ, କଟକର ବୋରିଗୁମ୍ମା ବ୍ଲକ୍ କୁମୁଲି ସର୍କଲ ଅନ୍ତର୍ଗତ ୮ ଗୋଟି କ୍ଲଷ୍ଟରର ପ୍ରାଥମିକ ଶିକ୍ଷକ ସଂଘର ଅବଧି ସଂପୂର୍ଣ୍ଣ...

କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦରେ କାଉନସିଲ ବୈଠକ ଅନୁଷ୍ଠିତ

କାଶୀନଗର, (୨୯/୪) : ଆପ୍ର. : ଗଜପତି ଜିଲ୍ଲାରେ କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଅସ୍ଥାୟୀ କାର୍ଯ୍ୟାଳୟ ସଭାଗୃହ ଠାରେ କାଉନସିଲ ବୈଠକ ଅନୁଷ୍ଠିତ ହୋଇଥିଲା । ଏନ୍ଏସି ଅଧ୍ୟକ୍ଷା ଏମ. ସୁଧାରାଣୀ, ଉପାଧ୍ୟକ୍ଷ...

ବିବେକାନନ୍ଦ ଙ୍କ ଦର୍ଶନ ଉପରେ ମାର୍ଗ ଦର୍ଶନ କଲେ ସ୍ୱାଧି କାଞ୍ଚନ ସୋମ ଅଗ୍ରୱାଲା

ସୁବର୍ଣ୍ଣପୁର, (୨୯/୦୪) ଆ.ପ୍ର : ମଙ୍ଗଳବାର ସନ୍ଧ୍ୟା ରେ ଶ୍ରୀ ଗୋପାଳଜୀ ଯୋଗାଶ୍ରମ ମହାନଦୀ ଯୋଗବିହାର ସୁବର୍ଣ୍ଣପୁର ଠାରେ ସ୍ୱାମୀ ବିବେକାନନ୍ଦ ଙ୍କର ଦର୍ଶନ ଏବଂ ହିନ୍ଦୁ ଧର୍ମ ପ୍ରଚାର ପ୍ରସାର ରେ...