32.9 C
Balāngīr
Saturday, April 26, 2025

୭ ଆନ୍ତ ! ଜିଲ୍ଲା ଡକାୟତ ଗିରଫ, ସୁନା, ରୁପା ଟଙ୍କା ଜବତ

Must read

ସାଲେପୁର, (୧୨/୦୭) : ଆପ୍ର. : ୭ ଆନ୍ତ ! ଜିଲ୍ଲା ଡକାୟତ ଗିରଫ । ୫୦ଗ୍ରାମ ସୁନା, ୫୦୦ ଗ୍ରାମ ରୁପା, ଗୋଟିଏ ମୋବାଇଲ, ୮୨ ହଜାର ଟଙ୍କା ସହ ATM କାର୍ଡ ଜବତ ।

କଟକ ନେମାଳ ଥାନା ଅନ୍ତର୍ଗତ ମଙ୍ଗଳପୁର ଗାଁ’ର ମାନଗୋବିନ୍ଦ ଦାସଙ୍କ ଘରୁ ଚୋରି ଘଟଣାର ତଦନ୍ତ ବେଳେ ପୋଲିସ ହାତରେ ଲାଗିଛି ଡକାୟତ ଗ୍ୟାଙ୍ଗ। ସାଲେପୁର, ମାହାଙ୍ଗା, ନିଶ୍ଚିନ୍ତକୋଇଲି, ନେମାଳ ଥାନା ପକ୍ଷରୁ ଏକ ଟିମ ଗଠନ କରି ଚଢ଼ଉ କରାଯାଇଥିଲା। ଗିରଫ ଅଭିଯୁକ୍ତଙ୍କ ଘର କେନ୍ଦ୍ରାପଡା ଜିଲ୍ଲା ଆଳି ଅଞ୍ଚଳରେ । ଅଭିଯୁକ୍ତମାନେ କେଳା ସଂପ୍ରଦାୟର। ସେମାନେ ଦିନରେ ଘର ଚିହ୍ନଟ କରି ରାତିରେ ଚୋରି କରନ୍ତି ବୋଲି ପୋଲିସ କହିଛି । ସମସ୍ତ ଅଭିଯୁକ୍ତଙ୍କ ନାଁରେ ଜିଲ୍ଲା ଓ ଜିଲ୍ଲା ବାହାରେ ବିଭିନ୍ନ ଥାନାରେ ମାମଲା ଥିବା ପୋଲିସ କହିଛି । ଗିରଫ ଅଭିଯୁକ୍ତମାନଙ୍କୁ କୋର୍ଟ ଚାଲାଣ କରାଯାଇଛି ।

- Advertisement -spot_img

More articles

Leave a Reply

- Advertisement -spot_img

Latest article

ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ, ଦୁଇ ଉଦ୍ଧାର

କଟକ, (୨୫/୦୪) : ଆପ୍ର. : ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ । ସ୍ଥାନୀୟ ଲୋକଙ୍କ ଦ୍ୱାରା ଜଣେ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି । ଗାଧୋଉଥିବା ବେଳେ ଘଟିଛି...

ବାହ୍ୟ ରାଜ୍ୟ କୁ ଗଞ୍ଜେଇ ଚୋରା ଚାଲାଣ ବେଳେ ଦୁଇ ବ୍ୟବସାୟୀ ଗିରଫ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଟିଟିଲାଗଡ ରେଳ ଷ୍ଟେସନ ରୁ କ୍ରମାଗତ ଭାବେ ଗଞ୍ଜେଇ ଚୋରା ଚାଲାଣ ଚାଲିଥିବା ବେଳେ ମଝିରେ ମଝିରେ ଅନେକ ଗଞ୍ଜେଇ ମାଫିଆ ଙ୍କୁ କାବୁ କରାଯାଉଛି...

ଜଳିଗଲା ବୁଲେଟ ଗାଡ଼ି, ଦୁଇ ଯୁବକ ଗୁରୁତର

ବଲାଙ୍ଗୀର, (୨୫/୦୪) : ଆପ୍ର. : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ବେଲପଡ଼ା ସହର ନିବାସୀ ସୁମନ୍ତ ବଛା ଓ ଅଜିତ ନାଗ ନାମକ ଦୁଇ ଯୁବକ ବୁଲେଟ ଯୋଗେ ଟିଟିଲାଗଡ ଦେଇ ଖୋଲାନ...

ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ । ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ ପୌର ପରିଷଦ ଅଧିକାରୀ ତଥା ପଦାଧିକାରୀ...

ସାନନ୍ଦ ମେହେରକୁ ଗିରଫ ଓ ପ୍ରକାଶ ଲୁହାଙ୍କୁ ନ୍ୟାୟ ଦାବିରେ ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା

ସୁବର୍ଣ୍ଣପୁର, (୨୪/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା । ପ୍ରାପ୍ତ ସୂଚନା ଅନୁସାରେ କିଛିଦିନ ପୂର୍ବରୁ ବୀରମହାରାଜପୁର ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହାଙ୍କ...