ଶ୍ରୀରାମ ଡିଗ୍ରୀ ମହାବିଦ୍ୟାଳୟ ତରଫରୁ ବିଶ୍ଵ ଏଡସ୍ ଦିବସ ପାଳିତ

0
288

ରିପୋର୍ଟ : ପ୍ରଣତି ସାବତ
କାଶୀନଗର,(୦୧/୧୨) : କାଶୀନଗର ଠାରେ ଥିବା ଶ୍ରୀରାମ ଡିଗ୍ରୀ ମହାବିଦ୍ୟାଳୟ ତରଫରୁ ବିଶ୍ଵ ଏଡସ୍ ଦିବସ ପାଳିତ ହୋଇ ଯାଇଛି ।

ସକାଳେ ଶ୍ରୀରାମ ଡିଗ୍ରୀ ମହାବିଦ୍ୟାଳୟ ଠାରୁ ବସ ଷ୍ଟାଣ୍ଡ ପର୍ଯ୍ୟନ୍ତ ଏନ୍ ସି ସି କେଡ଼େଟ, ଯୁବ ରେଡ କ୍ରଶ ଓ ଛାତ୍ର ଛାତ୍ରୀ ଏକ ବିରାଟ ଶୋଭାଯାତ୍ରାରେ ବାହାରି ଲୋକ ମାନଙ୍କୁ ସଚେତନ କରିବା ପାଇଁ ବିଭିନ୍ନ ସ୍ଲୋଗାନ ଦେଇଥିଲେ । କଲେଜ୍ ର ଅଧ୍ୟାପକ ଓ ଅଧ୍ୟାପିକା ମାନେ ମଧ୍ୟ ଅଂଶ ଗ୍ରହଣ କରିଥିଲେ ।