Tuesday, September 21, 2021
Google search engine
HomeBreaking Newsରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ଆଉ ୧୩୧୫ ଜଣ କୋଭିଡ ପଜିଟିଭ୍

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ଆଉ ୧୩୧୫ ଜଣ କୋଭିଡ ପଜିଟିଭ୍

ରିପୋର୍ଟ : ସୁଭାସିସ ନାୟକ //
ଭୁବନେଶ୍ୱର,(୦୪/୦୮) : ଓଡ଼ିଶାରେ ଉପର ତଳ ହେଉଛି କରୋନା ଗ୍ରାଫ୍ । ରାଜ୍ୟରେ ଗତ ୨୪ ଘଣ୍ଟା ଭିତରେ ଚିହ୍ନଟ ହେଲେ ଆଉ ୧୩୧୫ ଜଣ କରୋନା ସଂକ୍ରମିତ । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୬୨ କ୍ୱାରେଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୫୫୩ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୮୨ ହଜାର ୧୮୧ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍  ୯ ଲକ୍ଷ ୮୨ ହଜାର ୧୮୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

RELATED ARTICLES

LEAVE A REPLY

Please enter your comment!
Please enter your name here

- Advertisment -
Google search engine

Most Popular

Recent Comments