ଉପର ତଳ ହେଉଛି କରୋନା ଗ୍ରାଫ୍ : ଚିହ୍ନଟ ହେଲେ ଆଉ ୧୩୧୫ ଜଣ କୋଭିଡ ପଜିଟିଭ୍

0
193

ରିପୋର୍ଟ : ସୁଭାସିସ ନାୟକ //
ଭୁବନେଶ୍ୱର, (୦୪/୦୮) : ଓଡ଼ିଶାରେ ଉପର ତଳ ହେଉଛି କରୋନା ଗ୍ରାଫ୍ । ରାଜ୍ୟରେ ଗତ ୨୪ ଘଣ୍ଟା ଭିତରେ ଚିହ୍ନଟ ହେଲେ ଆଉ ୧୩୧୫ ଜଣ କରୋନା ସଂକ୍ରମିତ । ଚିହ୍ନଟ ହୋଇଥିବା ସଂକ୍ରମିତ ଙ୍କ ମଧ୍ୟରୁ ୭୬୨ କ୍ୱାରେଣ୍ଟାଇନ୍‌ ସେଣ୍ଟର ରୁ ଚିହ୍ନଟ ହୋଇଥିବା ବେଳେ ୫୫୩ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଓଡ଼ିଶାରେ ଉପର ତଳ ହେଉଛି କରୋନା ଗ୍ରାଫ୍ । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତ ଙ୍କ ସଂଖ୍ୟା ୯ ଲକ୍ଷ ୮୨ ହଜାର ୧୮୧ ଜଣ କୁ ବୃଦ୍ଧି ପାଇଛି । ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ସୂଚନାଯୋଗ୍ୟ ଯେ, ରାଜ୍ୟ ରେ ବର୍ତ୍ତମାନ ସୁଦ୍ଧା ମୋଟ୍  ୯ ଲକ୍ଷ ୮୨ ହଜାର ୧୮୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଉପର ତଳz