ଆଗଲପୁର ବ୍ଲକ ରେ ମ୍ୟାଲେରିଆ ନିରାକରଣ ପାଇଁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

0
154

ରିପୋର୍ଟ : ବିମଳେନ୍ଦୁ ସାହୁ
ବଲାଙ୍ଗୀର ,ଲୋଇସିଂହା, (୦୭/୦୮) : ଲୋଇସିଂହା ଥାନା ଆଗଲପୁର ବ୍ଲକ ର ଗ୍ରାମାଞ୍ଚଳରେ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ମ୍ୟାଲେରିଆ ନିରାକରଣ ପାଇଁ ସଚେତନତା କାର୍ଯ୍ୟକ୍ରମ ଆରମ୍ଭ ହୋଇଛି ।WhatsApp Image 2021 08 07 at 10.01.43 AM ଆଗଲପୁର ବ୍ଲକ ରେ ମ୍ୟାଲେରିଆ ନିରାକରଣ ପାଇଁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ଏହି ଅବସରରେ ଆଗଲପୁର ବ୍ଲକ ରେ ଆଶା କର୍ମୀ ମାନେ ଘର ଘର ବୁଲି ଲୋକଙ୍କୁ ମଶାରୀ ଟାଙ୍ଗି ଶୋଇବା ପାଇଁ ପରାମର୍ଶ ଦେବା ସହିତ ମ୍ୟାଲେରିଆ ରୋଗରୁ ରକ୍ଷା ପାଇବା ପାଇଁ ସଚେତନ କରୁଥିବା ଦେଖିବାକୁ ମିଳିଛି ।