ହରେକୃଷ୍ଣ ମହତାବ ଉଚ୍ଚ ବିଦ୍ୟାଳୟ ୨୧୨ ପରୀକ୍ଷାର୍ଥୀ ଦେଲେ ନବୋଦୟ ପ୍ରବେଶିକା ପରୀକ୍ଷା

0
238

ରିପୋର୍ଟ : ବିମଳେନ୍ଦୁ ସାହୁ
ବଲାଙ୍ଗୀର,ଲୋଇସିଂହା,(୧୨/୦୮) : ଲୋଇସିଂହା ହରେକୃଷ୍ଣ ମହତାବ ଉଚ୍ଚ ବିଦ୍ୟାଳୟ ଓ ବାଳିକା ଉଚ୍ଚ ବିଦ୍ୟାଳୟରେ ଜବହାର ନବୋଦୟ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହୋଇଯାଇଛି lWhatsApp Image 2021 08 12 at 8.35.12 AM ହରେକୃଷ୍ଣ ମହତାବ ଉଚ୍ଚ ବିଦ୍ୟାଳୟ ୨୧୨ ପରୀକ୍ଷାର୍ଥୀ ଦେଲେ ନବୋଦୟ ପ୍ରବେଶିକା ପରୀକ୍ଷା

ଏଥିରେ ବ୍ଲକର ବିଭିନ୍ନ ବିଦ୍ୟାଳୟରୁ ୨୧୨ ଜଣ ପରୀକ୍ଷା ଦେଇଥିବା ବେଳେ ୪୦ ଜଣ ଛାତ୍ରଛାତ୍ରୀ ଅନୁପସ୍ଥିତ ଥିଲେ । ସ୍ଥାନୀୟ ହରେକୃଷ୍ଣ ମହତାବ ଉଚ୍ଚ ବିଦ୍ୟାଳୟ ରେ ୧୧୩ ଜଣ ଏବଂ ବାଳିକା ହାଇସ୍କୁଲ ଠାରେ ୯୯ ଛାତ୍ରଛାତ୍ରୀ ପରୀକ୍ଷାରେ ଅଂଶଗ୍ରହଣ କରିଥିଲେ ।