ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ରେ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ପାଇଁ କ୍ରୀଡା କାର୍ଯ୍ୟକ୍ରମ ଅନୁଷ୍ଠିତ

0
187
କାର୍ଯ୍ୟାଳୟ

ରିପୋର୍ଟ : ପ୍ରଣତି ସାବତ
କାଶୀନଗର, (୨୨/୧୨) : ଆଜି କାଶୀନଗର ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ରେ ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ଙ୍କ ପାଇଁ କ୍ରୀଡା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।

ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀ ଆଦିକନ୍ଦ ଗମାଙ୍ଗ ଏହି କାର୍ଯ୍ୟକ୍ରମ କୁ ଉଦଘାଟନ କରିଥିଲେ । ହାଇସ୍କୁଲ ପ୍ରଧାନ ଶିକ୍ଷକ ଓ ଶିଆଳି ସି ଆର ସି ସି ମୋହନ ରାଓ, ବି ଆର ଟି ଶ୍ରୀ ମଙ୍ଗରାଜ ଏହି କାର୍ଯ୍ୟକ୍ରମ ରେ ଯୋଗ ଦେଇ ଦିବ୍ୟାଙ୍ଗ ପିଲାଙ୍କୁ ଉତ୍ସାହିତ କରିଥିଲେ ।