ଭୈରବୀ ଡିଗ୍ରୀ ମହାବିଦ୍ୟାଳୟ ଜାତୀୟ ଯୁବ ଦିବସ ପାଳିତ

0
86
ମହାବିଦ୍ୟାଳୟ

ରିପୋର୍ଟ : ସୁଶାନ୍ତ ବେହେରା
ବୌଦ୍ଧ, (୧୨/୦୧) : ପୁରୁଣାକଟକ ଭୈରବୀ ଡିଗ୍ରୀ ମହାବିଦ୍ୟାଳୟ ଯୁବ ରେଡ଼କ୍ରସ, ରେଡରୀବନ କ୍ଲବ ଏବଂ ଜାତୀୟ ସେବା ଯୋଜନା ଆନୁକୂଲ୍ୟରେ ଜାତୀୟ ଯୁବ ଦିବସ ପାଳନ କରାଯାଇଛି । 

ଏହି ସଭାରେ ମୁଖ୍ୟ ଅତିଥି ଭାବରେ ମହାବିଦ୍ୟାଳୟ ର ଅଧ୍ୟକ୍ଷ ଯୋଗଦେଇ ଯୁବକ ମାନଙ୍କର ସମାଜ ପ୍ରତି କର୍ତ୍ତବ୍ୟ ବିଷୟରେ ସଚେତନ କରିଥିଲେ । ବୌଦ୍ଧ ଜିଲ୍ଲା ଯୁବ ରେଡ଼କ୍ରସ ସଂଯୋଜକ ତଥା ଅଧ୍ୟାପକ ସୁରେଶ୍ୱର ଯୋଶୀ ଅତିଥି ପରିଚୟ ପ୍ରଦାନ କରିବା ସହ ସ୍ୱାମୀ ବିବେକାନନ୍ଦଙ୍କ ଯିବନି ଓ ନୀତିବାଣୀ ବିଷୟରେ ଆଲୋକପାତ କରିଥିଲ । ଜାତୀୟ ସେବା ଯୋଜନା ଅଧିକାରୀ ରଂଜିତ କୁମାର ସାମଲ ଧନ୍ୟବାଦ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମ କୁ ମହାବିଦ୍ୟାଳୟ ର ସମସ୍ତ କର୍ମଚାରୀ ସହଯୋଗ କରିଥିଲେ ।